ପୁଣି ସେବାୟତଙ୍କ ବିବାଦ, ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

ଭୁବନେଶ୍ଵର: ମକର ସଂକ୍ରାନ୍ତି ପୂର୍ବରୁ ଅଘଟଣ । ଅନିଦ୍ରା, ଅଖିଆ, ଅପିଆ ରହିଲେ ପ୍ରଭୁ ଶ୍ରୀ ଲିଙ୍ଗରାଜ । ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ମଧ୍ୟରେ ଦେଖାଦେଇଛି ବିବାଦ । ଫଳରେ ଗତକାଲି ରାତି ସାଢ଼େ ୮ରୁ ବନ୍ଦ … Read More

୮ ଲକ୍ଷ ପୁରସ୍କାର ଘୋଷିତ ମହିଳା ନକ୍ସଲ ରାଜେ କାଙ୍ଗେ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୁଲିସକୁ ଆଉ ଏକ ସଫଳତା ମିଳିଛି। ଗତ ଡିସେମ୍ବର ୨୨ ତାରିଖରେ ଏସଜେଡସିଏମ ବାଲମୁରି ନାରାୟଣ ରାଓକୁ କାଙ୍କେର ପୁଲିସ ଗିରଫ କରିଥିବା ବେଳେ ତାଙ୍କ ପତ୍ନୀ ରାଜେ କାଙ୍ଗେ ଓରଫ … Read More

ଆୟୁଷ୍ମାନ ଭାରତ ଯୋଜନାରେ ଓଡ଼ିଶା ସାମିଲ; ୧.୦୩ କୋଟି ପରିବାର ହେବେ ଉପକୃତ

ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଗ୍ର ଲାଗୁ ହେବ ଆୟୁଷ୍ମାନ ଭାରତ । ଏନେଇ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, … Read More

ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ

ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନକୁ ନେଇ ସରଗରମ ହୋଇଛି ରାଜନୀତି। ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ବିଜେଡି। ଶଙ୍ଖ ଭବନକୁ ନେଇ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଶଙ୍ଖ ଭବନ ହୋଟେଲ୍‌ରେ ପରିଣତ … Read More

ପୌଷ ପୂର୍ଣ୍ଣିମା; ସୁନା ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତୀ

ପୁରୀ: ଆଜି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥି । ପୁଷ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ଅଟେ । ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ଶ୍ରୀମନ୍ଦିରରେ ଏହି ପୁଷ୍ୟାଭିଷେକ ନୀତିଟି ଦ୍ୱାଦଶ ଯାତ୍ରା ମାନଙ୍କ ମଧ୍ୟରେ ଅନ୍ୟତମ ଶ୍ରେଷ୍ଟ ଯାତ୍ରା ଅଟେ … Read More

ଓଡ଼ିଶା ଆଗାମୀ ଦିନରେ ଆଇଟି ହବ୍ ହେବ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଏମ୍ଓୟୁ ହୋଇଛି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବଡ଼ ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ଆଗାମୀ ଦିନରେ ଆଇଟି … Read More

ମାଞ୍ଜା ସୂତା ଲାଗି ଜଣେ ଆହତ, ବ୍ୟବହାର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ : କମିଶନରେଟ ପୋଲିସ

କଟକ : ମାଞ୍ଜା ସୂତା ଲାଗି ଜଣେ ଆହତ।  କଟକ ରାଜେନ୍ଦ୍ରନଗର ଅଞ୍ଚଳରେ ଜଣେ ଆହତ ହୋଇଛନ୍ତି । ତାଙ୍କ ବେକ ଓ ହାତରେ ଗୁଡି ସୂତା ଲାଗିଛି। ଗତ ୯ ତାରିଖରୁ ଆଜି ପର୍ଯ୍ୟନ୍ତ ଗୁଡି ସୂତା ଲାଗି ୫ଜଣ ଆହତ … Read More

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ ।  … Read More

ଲୋକସେବା ଭବନରୁ ଠକକୁ ଗିରଫ କଲା ପୁଲିସ୍‌

ଭୁବନେଶ୍ବର: ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ । ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ । ଚାକିରି କରାଦେବାକୁ କହି  ଲକ୍ଷାଧିକ ଟଙ୍କା ଠକୁଥିଲେ । ହେଲେ ସବୁଠୁ … Read More

ସଂଗ୍ରାମୀଙ୍କୁ ୨୦ ହଜାର ପେନସନ୍, ସଂଗ୍ରାମୀଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର

ଭୁବନେଶ୍ୱର : ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ହଜାର ଟଙ୍କାର ପେନସନ । ସଂଗ୍ରାମୀମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ ବହନ କରିବେ ଓଡିଶା ସରକାର  । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୨୫ … Read More