ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ … Read More

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଆରଆଇ

ଖୋର୍ଦ୍ଧା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏଆରଆଇ । ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କଲା ଭିଜିଲାନ୍ସ । ବସୁନ୍ଧରା ଯୋଜନାରେ ଜାଗା … Read More

ହଂସିକା ଓ ଅନୀଲଙ୍କ ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଠାବ

ଭୁବନେଶ୍ବର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗର ଚତୁର୍ଥ ଦିନରେ ବି ଚଢ଼ାଉ ଜାରି.ରହିଛି।  ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି,  ଯେଉଁଥିରେ ୧୭ କୋଟି ଟଙ୍କାର … Read More

ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ … Read More

FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି ।  କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି ।  FAQ ମାନର ଧାନ ଆଣିବାକୁ ପଡିବ … Read More

୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ

ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ  ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ ଉପସ୍ଥିତି … Read More

ଆସିଲେନି ସରପଞ୍ଚ ଓ ସମିତି ସଭ୍ୟ: କିର୍ମିରାରେ ବାତିଲ ହେଲା ଅନାସ୍ଥା ଭୋଟିଂ

ଝାରସୁଗୁଡ଼ା: କିର୍ମିରାରେ ବାତିଲ ହୋଇଛି ଅନାସ୍ଥା ଭୋଟିଂ।  ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି କିର୍ମିରାରେ ୧୦ଟାରୁ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ବାତିଲ ହୋଇଛି। ଅନାସ୍ଥା ଭୋଟିଂ ପୂର୍ବରୁ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସହ ସରପଞ୍ଚ … Read More

ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ  କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି … Read More

ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା, ୪ ଓଡ଼ିଆଙ୍କ ମୃତ୍ୟୁ

ମାଲକାନଗିରି : ଘନ କୁହୁଡ଼ି ହେଲା କାଳ । ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା । ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି ।  କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି  … Read More