ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍, ଖୁବଶୀଘ୍ର ସେଗୁଡ଼ିକର ଡିପିଆର ପ୍ରସ୍ତୁତ କରାଯିବ : କେନ୍ଦ୍ର ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଭୁବନେଶ୍ୱର : ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍  । ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି 4.0 କ୍ଷେତ୍ର ପାଇଁ ଯୁବକ ଯୁବତୀମାନଙ୍କୁ ପାରଙ୍ଗମ କରାଯିବ । ଓଡ଼ିଶାକୁ ବିରାଟ ଆଇଟି ହବରେ ପରିଣତ … Read More

୩୧ ଜାନୁଆରି ପର୍ଯ୍ୟନ୍ତ ଚାଲିବ ରାସନ କାର୍ଡ ଇ-କେୱାଇସି ଯାଞ୍ଚ: ମନ୍ତ୍ରୀ

ଭୁବନେଶ୍ବର: ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ହୋଇଥିବା ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବା ସହ ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। … Read More

ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’

ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍ … Read More

ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ରସୁଲଗଡ଼ ବ୍ରିଜରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏସନ୍ । ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ । ହତ୍ୟା ପରେ ମାରଣାସ୍ତ୍ରକୁ ଏକ ବ୍ୟାଗରେ ପୂରାଇ ଲିଙ୍ଗିପୁର ନିକଟ ଦୟାନଦୀକୁ ଫିଙ୍ଗିଦେଇଥିଲେ … Read More

ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’

ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ … Read More

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ … Read More

ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ … Read More

ମହାକୁମ୍ଭ ପାଇଁ ଓଡିଶାରୁ ଚାଲିବ ୮ଟି ବସ୍, ମହିଳାଙ୍କୁ ମିଳିବ ୫୦% ରିହାତି

ମହାକୁମ୍ଭ ପାଇଁ ଚାଲିବ ୮ ଟି ବସ୍ । ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡିଶାରୁ ୮ଟି ବସ୍ ଯିବ । ଏନେଇ ସୂଚନା ଦେଲେ ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ତେବେ ୧୨ ତାରିଖରେ ପ୍ରଥମ … Read More

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ

ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ … Read More

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ … Read More