ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ … Read More

‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି

ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି … Read More

ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି … Read More

ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ … Read More

କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି

ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ … Read More

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ … Read More

ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। … Read More

ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ

ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ … Read More

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ

ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ … Read More

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି … Read More