ନିର୍ମାଣଧୀନ ଟାଙ୍କିରୁ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ
ସାଲେପୁର : ଆବର୍ଜନା ଟାଙ୍କିରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ । ନିର୍ମାଣଧୀନ ଆବର୍ଜନା ଟାଙ୍କିରେ ଫସିଲେ ଶ୍ରମିକ । ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଆଉ ଜଣେ ଯୁବକ ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ । କଟକ ମାହାଙ୍ଗା … Read More
