ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ

କାର୍‌-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ ମୁରଲୀଧର … Read More

ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୫ ଉଦଯାପନି ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ଯର ସମସ୍ତ କୃଷକ ଭାଇ ଓ ଭଉଣୀମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ସେ ‘ଜମିକୁ ଜଳ, ଚାଷୀଙ୍କୁ ବଳ’, ତେଣୁ ରାଜ୍ୟରେ … Read More

ଦୁଲୁକିଲା ରାଜଧାନୀ ରାଜରାସ୍ତା, ଆରମ୍ଭ ହେଲା ପଥ ଉତ୍ସବ

ଭୁବନେଶ୍ଵର: ବ୍ୟସ୍ତ ବହୁଳ ଜୀବନ ଭିତରେ ସହରିଆଙ୍କ ଶରୀରକୁ ଟିକିଏ ଫୁର୍ତ୍ତି ଓ ମନକୁ ଟିକେ ପ୍ରଫୁଲ୍ଲିତ ରଖିବା ପାଇଁ ଚଳିତ ବର୍ଷର ପ୍ରଥମ ତଥା ୧୮ତମ ପଥ ଉତ୍ସବ ଆରମ୍ଭ ହୋଇଛି । ବିଏମ୍‌ସି ପକ୍ଷରୁ ଆଜି ରାହାଗିରି ବା … Read More

ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ବିକ୍ରି ହେବନି ଖଜା

ପୁରୀ: ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। … Read More

ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ ଭାବରେ ଓ ଆକର୍ଷଣୀୟ … Read More

‘ଓଡ଼ିଶା ଆସିବେ ଅଢ଼େଇ ହଜାର ପ୍ରବାସୀ, ବିଶ୍ବ ଦେଖିବ ଓଡିଶାର ଆତିଥ୍ୟ’

ଭୁବନେଶ୍ୱର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହ ପର୍ଯ୍ୟଟନ ବିଭାଗ ପକ୍ଷରୁ … Read More

ଜାନୁୟାରୀ ୫ ରୁ ପାଳିତ ହେବ ଏକାମ୍ର ଉତ୍ସବ-୨୦୨୫

ଭୁବନେଶ୍ୱର :  ପାଳିତ ହେବ ଏକାମ୍ର ଉତ୍ସବ 2025  । ଜାନୁୟାରୀ 5 ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇ ଜାନୁୟାରୀ 16 ରେ ଶେଷ ହେବ । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ … Read More

‘ପ୍ରବାସୀ ଭାରତୀୟ ଦିବସ’ରେ ଶୋଭା ବଢାଇବ ଓଡ଼ିଶା ଥିମ୍ ପ୍ୟାଭିଲିୟନ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଉ ମାତ୍ର ୪ ଦିନ ପରେ ଆରମ୍ଭ ହେବ ‘ପ୍ରବାସୀ ଭାରତୀୟ ଦିବସ’ର ୧୮ତମ ସଂସ୍କରଣ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। ବିଭିନ୍ନ … Read More

ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫

ଭୁବନେଶ୍ୱର : ସଜେଇ ହେଉଛି ପ୍ରଦର୍ଶନୀ ପଡିଆ । ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ରାଜଧାନୀରେ ଆରମ୍ଭ ହୋଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା । ଓଡ଼ିଶାରେ … Read More

‘ପର୍ଯ୍ୟଟନ ଶିଳ୍ପକୁ ଛୁଇଁବ ଡବଲ ଡେକର୍ ବସ୍ ଓ ନୂଆ ମୋ ବସ୍’

ଭୁବନେଶ୍ୱର: ପ୍ରାଥମିକ ପର୍ଯ୍ୟାୟରେ ମୋଟ ୫ଟି ବସ୍ ଆସିବାକୁ ଥିବା ବେଳେ, ଶୁକ୍ରବାର ଭୁବନେଶ୍ବରରେ ଦୁଇଟି ଡବଲ ଡେକର ବସ୍ ପହଞ୍ଚିଛି । ଏହି ବସ୍‌ ରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ପ୍ରତିଫଳିତ ରହିଛି । ସେହିପରି ଅତ୍ୟାଧୁନିକ ଡିଜାଇନ୍‌ରେ … Read More