ଧାମରା ଭଦ୍ରକ ରେଳପଥରେ ଜମିହରା ବିଧବା ସ୍ତ୍ରୀଙ୍କ ରେଳରୋକ

ଧାମରା:ଧାମରା ବନ୍ଦର କର୍ତ୍ତୃପକ୍ଷ ଙ୍କ ମନମାନୀ ପାଇଁ ଆଜି ନିଜର ସର୍ବସ୍ୱ ହରାଇଥିବା ଜଣେ ବିଧବା ସ୍ତ୍ରୀ ଲୋକ ଧାମରା ଭଦ୍ରକ ରେଳପଥ କୁ ଅବରୋଧ କରିବା ସହ ଧାରଣା ଦେଇଥିଲେ। ଅଭିଯୋଗ ଅନୁଯାଇ ନରସିଂହ ପ୍ରସାଦ ଗାଁର ସତ୍ୟଭାମା ସେଠୀ … Read More

ଦମ୍ପତିଙ୍କ କାରନାମା ; ଏମିତି କରୁଥିଲେ ଛିନତାଇ

ଭୁବନେଶ୍ୱର : ପ୍ରଥମେ ଥିଲେ ପାନଦୋକନୀ। ତା’ପରେ ଲୁଟି ଚାଲିଲେ ସୁନା ଚେନ୍। ଦମ୍ପତିଙ୍କ କାରନାମା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାସ୍ତାରେ ଟାର୍ଗେଟ କରି ଲୋକଙ୍କ ଠାରୁ ଲୁଟି ନେଉଥିଲେ ଚେନ୍। ମିଳିଥିବା ସୂଚନାନୁଯାୟୀ, ନିଳାଦ୍ରିବିହାରର ସଞ୍ଜୁକଟା ପୃଷ୍ଟି ଚନ୍ଦ୍ରଶେଖରପୁର … Read More

ଅମୃତ ୨.୦ କାର୍ଯ୍ୟକାରିତାରେ ଦେଶରେ ଓଡ଼ିଶାକୁ ପ୍ରଥମ ସ୍ଥାନ

ଭୁବନେଶ୍ୱର:  ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ଗୌରବମୟ ସଫଳତା ହାସଲ କରିଛି। ‘ଅଟଳ ମିସନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ’ (ଅମୃତ) ୨.୦ ର ସଫଳ କାର୍ଯ୍ୟକାରିତାରେ ସମଗ୍ର ଦେଶରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରିଛି। ୨୦୨୧ … Read More

ଉତ୍ପାଦନ ବୃଦ୍ଧି କରିବାକୁ ଲୁହା ଖଣିଲିଜ୍‌ଧାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଲୁହାପଥର ଉତ୍ପାଦନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶିଳ୍ପପତିମାନଙ୍କୁ ପରାମର୍ଶ ଦେଇଛନ୍ତି। ମଙ୍ଗଳବାର, ଲୋକସେବା ଭବନରେ ଖଣି ଲିଜ୍‌ଧାରୀ ଓ ଶିଳ୍ପପତି ମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ବୈଠକ … Read More

ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସଂଘ ସହ ଆଲୋଚନା

ଭୁବନେଶ୍ୱର: ରାଜ୍ୟରେ ସବୁ ସମୟରେ ଖାଉଟିମାନଙ୍କ ପାଇଁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ କରାଇବା ଓ ଯୋଗାଣ ଶୃଙ୍ଖଳକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ଵ୍ୟବସାୟୀ ସଂଘର ପ୍ରତିନିଧିମାନଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟ … Read More

ବୁଧବାରଠାରୁ ଆରମ୍ଭ ହେବ ରତ୍ନ ଭଣ୍ଡାର ଗଣତି ମଣତିର ଦ୍ବିତୀୟ ପର୍ଯ୍ୟାୟ

ପୁରୀ : ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଆଧାରରେ ଗତ ୨୫ ତାରିଖରେ ଆରମ୍ଭ ହୋଇଥିବା ରତ୍ନ ଭଣ୍ଡାର ଗଣତି ମଣତି ଦ୍ବିତୀୟ ପର୍ଯ୍ୟାୟରେ ଆରମ୍ଭ ହେବାକୁ ଯାଉଛି। ବୁଧବାର (୮ ଅପ୍ରିଲ୍‌ରୁ) ସକାଳୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ … Read More

ମର୍ଣ୍ଣିଂ ଗ୍ଲୋରି ପବ୍ଲିକ୍ ସ୍କୁଲର ୧୮ତମ ବାର୍ଷିକ ଉତ୍ସବ ‘ଗ୍ଲୋରିଆଲ୍-୨୦୨୫-୨୬’ ଅନୁଷ୍ଠିତ

ଚନ୍ଦକା  :  ଭୁବନେଶ୍ୱର ସୁନ୍ଦରପୁର ସ୍ଥିତ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ‘ମର୍ଣ୍ଣିଂ ଗ୍ଲୋରି ପବ୍ଲିକ୍ ସ୍କୁଲ’ ପରିସରରେ ବିଦ୍ୟାଳୟର ୧୮ତମ ବାର୍ଷିକ ଉତ୍ସବ “ଗ୍ଲୋରିଆଲ୍-୨୦୨୫-୨୬” ଅତ୍ୟନ୍ତ ଆଡ଼ମ୍ବର ସହକାରେ ସମ୍ପନ୍ନ ହୋଇଯାଇଛି ।  ଶିକ୍ଷା, ସଂସ୍କୃତି ଓ ସଫଳତାର ଏହି ମହାମିଳନରେ ବହୁ … Read More

ଓଡ଼ିଶାରେ ପଶିପାରିବନି ବାହାର ରାଜ୍ୟର ଗାଡ଼ି, ୧୦ ବର୍ଷରୁ ଅଧିକ ହେଲେ ମିଳିବନି ପରମିଟ୍

କଟକ ୬।୪: ଓଡ଼ିଶାରେ ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା । ନୂତନ ପରମିଟ୍ ପ୍ରଦାନ କରାଯିବ ନାହିଁ । ମାଲିକାନା ହସ୍ତାନ୍ତର କିମ୍ବା କୌଣସି କର ଗ୍ରହଣ ଉପରେ ମଧ୍ୟ ଅଙ୍କୁଶ । … Read More

ଲୋକଙ୍କ ପାଖରେ ପହଞ୍ଚିବାକୁ ବିଜେପି ଓ ବିଜେଡିର ରଣନୀତି

ଭୁବନେଶ୍ବର ୦୬/୦୪: ଟାର୍ଗେଟରେ ୨୦୨୭ ପଞ୍ଚାୟତ ନିର୍ବାଚନ । ଲୋକଙ୍କ ପାଖରେ ପହଞ୍ଚିବାକୁ ବିଜେପି ଓ ବିଜେଡିର ରଣନୀତି । ଅକ୍ଟୋବର,ନଭେମ୍ବରରୁ ବିଜେଡି ସୁପ୍ରିମୋ ନବୀନ ଜିଲ୍ଲା ବୁଲିବା କଥା କହିବା ପରେ ବିଜେପି ଆରମ୍ଭ କରିବ ଗାଁ ଚାଲ ଅଭିଯାନ … Read More

ପରିବେଶ ନିୟମ ମାନିଲାନି ଶ୍ୟାମ ମେଟାଲିକ୍ସ: ଶେଷରେ ସିପିସିବି ନିର୍ଦ୍ଦେଶରେ ସିଲ୍ ହେଲା କମ୍ପାନୀ

ସମ୍ବଲପୁର : ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ସକାଳୁ କମ୍ପାନୀକୁ ସିଲ୍ କରାଯାଇଛି। ପିସିସିବି ପକ୍ଷରୁ … Read More