୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୮ ତାରିଖରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ଏହାପରେ ତା ପରଦିନ ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ତେବେ ମିଳିଥିବା … Read More
