ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ … Read More

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ ‘ଇଣ୍ଡିଆନ ଆଇଡଲ ସିଜନ ୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି … Read More

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ ଶେଷ ହେବା ପରେ ଆଜି ପବିତ୍ର ଦ୍ୱାଦଶୀ ତିଥିରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ସମ୍ପୂର୍ଣ୍ଣ … Read More

ପୁସ୍ତକ ତ୍ରୁଟିକୁ ନେଇ ବିରୋଧୀଙ୍କ ଚେତାବନୀ, ୭ ଦିନରେ ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବୁ

ଭୁବନେଶ୍ଵର: ପୁସ୍ତକ ତ୍ରୁଟିକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି ବିରୋଧୀ । ୭ ଦିନରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବାକୁ ଦେଇଛନ୍ତି ଧମକ। ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏପଟେ ବିଜେଡି ମଧ୍ୟ ମନ୍ତ୍ରୀଙ୍କ ତୁରନ୍ତ … Read More

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ, ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ ।  ଭୁବନେଶ୍ବର ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ତାଙ୍କ ଝିଅ ଅର୍ଚ୍ଚତା ଷଡ଼ଙ୍ଗୀ। ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସରଗରମ ଆଲୋଚନା। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ … Read More

କ୍ରାଇମବ୍ରାଞ୍ଚର ହସ୍ତଗତ ହେଲା ମୃତ ସୌମ୍ୟଙ୍କ ଶେଷ ମେସେଜ୍, ତନାଘନା ଆରମ୍ଭ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା । ଆଜି ସୌମ୍ୟଙ୍କ ବାପା ଦୁଶାସନ ସ୍ୱାଇଁଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ପରେ ସୌମ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ ଫୋନକୁ କ୍ରାଇମବ୍ରାଞ୍ଚରେ ଦାଖଲ … Read More

ମୟୁରଭଞ୍ଜ ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ, ଅତି ପ୍ରବଳ ବର୍ଷା ସତର୍କତା ଜାରି

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ ଦୃଷ୍ଟିରେ … Read More

ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ

ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି ପେଟି … Read More

ଧାନ ରୋଇବା ବେଳେ ଅଘଟଣ, ବଜ୍ରପାତରେ ବାପ-ପୁଅ ମୃତ

କାମାକ୍ଷାନଗର : ବଜ୍ରପାତରେ ବାପା, ପୁଅ ମୃତ  ।  ଧାନ ରୋଇବା ବେଳେ ଅଘଟଣ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଲିପଡା ଗ୍ରାମର ଦୁଃଖଦ ଘଟଣା l ବିଲରେ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତରେ ବାପା ପୁଅ ମୃତ l … Read More

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ … Read More