ଚୋରାଚାଲାଣ ବେଳେ ହାଇୱାରୁ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ: ଫୁଲବାଣୀ ସଦର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ଚାଲାଣକାରୀଙ୍କ ଯୋଜନାକୁ ପଣ୍ଡ କଲା ପୋଲିସ । ଏକ ହାଇୱାରେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ବେଳେ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ ହୋଇଛି । ଏହା … Read More

କପାଳୀ ନଦୀରେ ବଢ଼ୁଛି ଜଳସ୍ତର, ବୁଡ଼ିଲା ଗ୍ରାମ୍ୟ ରାସ୍ତା

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖାଦେଇଛି । ଫୁଲୁଛି କପାଳୀ, ବୁଡିଲା ଗ୍ରାମ୍ୟ ରାସ୍ତା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଫୁଲୁଛି କପାଳୀ ନଦୀ । ପ୍ରଭାବରେ ଭଦ୍ରକ ଜିଲ୍ଲା ବନ୍ତ … Read More

ଆଣ୍ଠୁଏ ପାଣିରେ ଉବୁଟୁବୁ ସିଲଭର ସିଟି, ୨୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ!

କଟକ: କଟକରେ ଲଗାଣ ବର୍ଷା ଏବେ ବଡ଼ ବିପତ୍ତିର କାରଣ ପାଲଟିଛି। ଲଗାତାର ଢାଳୁଥିବା ବର୍ଷା ଯୋଗୁଁ ସହରର ଡ୍ରେନେଜ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି ଏବଂ ବିଭିନ୍ନ ତଳିଆ ଅଞ୍ଚଳରେ ଭୟଙ୍କର ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଅବସ୍ଥା ଏମିତି … Read More

ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ, ଦୁଇ ଯୁବକ ଅଟକ

ଭୁବନେଶ୍ୱର : ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ । ବଡଗଡ ଥାନା ଚିଲ୍ଲି ପୋଖରି ନିକଟରେ କାରବାର ବେଳେ ଧରାପଡିଲେ ଦୁଇ ଯୁବକ ।  ଜାଲ ନୋଟ୍ କାରବାର ବେଳେ ଧରିଲେ ଲୋକେ ।  ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖି … Read More

ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା, ୬ ଗୁରୁତର

ହରଭଙ୍ଗା: ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ତେଲ ଟ୍ୟାଙ୍କର । ରାସ୍ତାରୁ ୧୦ ଫୁଟ ତଳେ ଥିବା ଘାଇରେ ଖସିଲା କାର । ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ … Read More

ଓଡ଼ିଶା ଉପକୂଳରେ ଅବପାତ, ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପକୂଳରେ ଅବପାତ । ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ ବର୍ଷା ସମ୍ଭାବନା । ଅବପାତଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହୋଇ … Read More

ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଛୁଟି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହୋଇଥିବା ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ସୋମବାର ଦିନ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ପ୍ରତିକୂଳ ପାଣିପାଗ ସମ୍ଭାବନା … Read More

ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରବିବାର ପ୍ରତ୍ୟୁଷରେ ଭୁବନେଶ୍ୱରର ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ସମ୍ଭାବ୍ୟ ସଡ଼କ ଦୁର୍ଘଟଣାକୁ … Read More

ଦଶହରା ପରେ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ପାଇବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ସ୍କୁଲ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଓ ନିର୍ଭୁଲ ବହି ପ୍ରଦାନ ନେଇ ବଡ଼ଧରଣର ସଂଶୋଧନ ଅଭିଯାନ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସନ୍ତୋଷ ପ୍ରକାଶ କରିଥିଲେ । ପରେ ସ୍କୁଲ … Read More

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ‘Gen Z’ କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ପେପର ଲିକ୍ ଅଭିଯୋଗକୁ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଯାହା ପରେ ଶନିବାର ବିଜୁ ଜନତା ଦଳ (ବିଜେଡି) ସଭାପତି ଛାତ୍ର ଏବଂ ଯୁବ ପ୍ରତିବାଦକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାକୁ ଯୁବପିଢ଼ିଙ୍କ ବିଜୟ … Read More