ଟିନା ଅମ୍ବାନୀଙ୍କୁ ଇଡି ସମନ, ତଦନ୍ତ ପାଇଁ ହୋଇନଥିଲେ ହାଜର

ନୂଆଦିଲ୍ଲୀ : ଆଜି ଶିଳ୍ପପତି ଅନିଲ ଅମ୍ବାନୀଙ୍କ ସ୍ତ୍ରୀ ଟୀନା ଅମ୍ବାନୀଙ୍କୁ ମନି ଲଣ୍ଡରିଂ ମାମଲାରେ ତଦନ୍ତ ପାଇଁ ଇଡ଼ି ସମନ ଜାରି କରିଛି । କିନ୍ତୁ ତଦନ୍ତ ପାଇଁ ଅମ୍ବାନୀ ହାଜର ହୋଇନଥିଲେ । ଖୁବ୍ ଶୀଘ୍ର ଟୀନା ଅମ୍ବାନୀଙ୍କୁ ନୂତନ … Read More

ବାଂଲାଦେଶ ଉପରୁ ଶୁଳ୍କ ହ୍ରାସ କଲା ଆମେରିକା

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି ଏକ ବିବୃତ୍ତି … Read More

ମଣିପୁରରେ ପୁଣି ହିଂସା ; ଜାଳିଦେଲେ ଏକାଧିକ ଘର

ମଣିପୁର: ପୁଣି ମଣିପୁରରେ ହିଂସା ଦେଖିବାକୁ ମିଳିଛି । ନାଗା ସମ୍ପ୍ରଦାୟର ଜଣଙ୍କ ଉପରେ ଆକ୍ରମଣ ପରେ ପରସ୍ପର ଉପରେ ଆକ୍ରମଣ ସହ ଘରପୋଡ଼ି ପରିସ୍ଥିତି ସୃଷ୍ଟି ହୋଇଛି । ମଣିପୁରର ଉଖ୍ରୁଳ ଜିଲ୍ଲାରେ ହିଂସା ଉଗ୍ର ରୂପ ନେଇଛି । … Read More

ଆଇନ କଲେଜରେ ଗୁଳିକାଣ୍ଡ, ଛାତ୍ରୀ ମୃତ

ପଞ୍ଜାବ : ଆଇନ କଲେଜରେ କ୍ରାଇମ । ପଞ୍ଜାବ ତରନତାରନ ଜିଲ୍ଳାର ଉସମା ଆଇନ କଲେଜରେ ଗୁଳିକାଣ୍ଡ । କ୍ଲାସରୁମ୍ ଭିତରେ ସହପାଠୀ ଛାତ୍ରୀଙ୍କୁ ଗୁଳିମାଡ଼ । ସହପାଠୀ ଛାତ୍ରର ଗୁଳିମାଡ଼ରେ ଜଣେ ଛାତ୍ରୀ ମୃତ । ଗୁଳିମାଡ଼ ପରେ ଅଭିଯୁକ୍ତ ନିଜକୁ … Read More

ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

ମୁମ୍ବାଇ : ବିଗିଡ଼ିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା । ପୁଣେର ଏକ ଘରୋଇ ହସପିଟାଲରେ ଶରଦ ପାୱାର ଭର୍ତ୍ତି ହୋଇଛନ୍ତି । ଅଜିତ ପାୱାରଙ୍କ ନିଧନ ପରେ ନିର୍ବାଚନ ପାଇଁ ଗତ କିଛିଦିନ ହେଲାଣି ଶରଦ ପାୱାର ମୁମ୍ବାଇ, ପୁଣେ ଏବଂ ବାରାମତି … Read More

ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !

ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ ମିଳୁନଥିବାର … Read More

ନାଇଜେରିଆରେ ସଡକ ଦୁର୍ଘଟଣା, ୩୦ ମୃତ

ନାଇଜେରିଆ: ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ ଯାଇ … Read More

ଜାପାନ ​​ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୋଦି

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ରବିବାର ଏକ ଐତିହାସିକ ବିଜୟ ହାସଲ କରିଛନ୍ତି । ଭୋଟ୍ ଶେଷ ହେବାର ଦୁଇ ଘଣ୍ଟା ମଧ୍ୟରେ ତାକାଇଚିଙ୍କ ମେଣ୍ଟ ବହୁମତ ପାଇଁ ଆବଶ୍ୟକ ୨୩୩ ଆସନ ଅତିକ୍ରମ କରିଛି । ତାଙ୍କ ଲିବରଲ୍ … Read More

ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ … Read More

କାରରୁ ମିଳିଲା ୩ ମୃତଦେହ

ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ପିରାଗଢ଼ୀ ଫ୍ଲାଏଓଭରରେ ପାର୍କିଂ ହୋଇଥିବା ଏକ କାର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ପୁଲିସ ସୂଚନା ଅନୁଯାୟୀ, ଅପରାହ୍ନ ୩.୫୦ ସମୟରେ ଏକ PCR କଲ୍ ଆସିଥିଲା ​​ଯେ, ପିରାଗଢ଼ୀ ଫ୍ଲାଏଓଭରରେ ଏକ ଧଳା … Read More