ଏନକାଉଣ୍ଟର: ୩ ମାଓବାଦୀ ନିହତ, ଜଣେ କମାଣ୍ଡୋ ସହିଦ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଗଢଚିରୋଲୀରେ ଆଜି ପୋଲିସ ଏବଂ ନକ୍ସଲଙ୍କ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ୩ ଜଣ ମାଓବାଦୀ ନିହତ ହୋଇଥିଲାବେଳେ ମହାରାଷ୍ଟ୍ର ପୋଲିସ c 60 କମାଣ୍ଡୋ ସହିଦ ହୋଇଛନ୍ତି । ଗୁଳିଚାଳନା ଯୋଗୁଁ ଜଣେ … Read More

ଛାତ୍ରଛାତ୍ରୀମାନେ ଚାପମୁକ୍ତ ହୋଇ ପରୀକ୍ଷା ଦେବା ଉଚିତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍କ ଏକ ବେମାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତଙ୍କ ଖାଦ୍ୟ … Read More

ଗୁରୁଦ୍ବାର ସାମ୍ନାରେ ଆପ୍ ନେତାଙ୍କୁ ଗୁଳି କରି ହତ୍ୟା

ପଞ୍ଜାବ : ଶୁକ୍ରବାର ପଞ୍ଜାବର ଜଳନ୍ଧରରେ ଆପ୍ ନେତା ଲକି ଓବରୟଙ୍କୁ ଗୁଳି କରି ହତ୍ୟା । ଏକ ବାଇକରେ ଆସି ଦୁଇ ଜଣ ବ୍ୟକ୍ତି ତାଙ୍କ ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ । ଘଟଣାକୁ ମଡେଲ ଟାଉନ ଗୁରୁଦ୍ବାର ସାହିବ ନିକଟରେ … Read More

ସିକ୍କିମରେ ଭୂକମ୍ପ ଝଟକା

ସିକ୍କିମ : ଭାରତ ସମେତ ବିଭିନ୍ନ ଦେଶରେ ଲଗାତାର ଭୂକମ୍ପ ଝଟକା ଅନୁଭୂତ ହେଉଛି । ଏହାରି ଭିତରେ ପୁଣି ଭାରତର ସିକ୍କିମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସିକ୍କିମରେ ରାତି ୧ଟାରୁ ସକାଳ ପର୍ଯ୍ୟନ୍ତ ୧୨ ଥର ଭୂକମ୍ପ ଝଟକା … Read More

ଗାଜାରେ ଇସ୍ରାଏଲର ପାଲଟା ଆକ୍ରମଣ: ୨୩ ମୃତ

ଗାଜା: ଗାଜାରେ ଇସ୍ରାଏଲ କରିଛି ଏକ ବଡ଼ ଆକ୍ରମଣ, ଯେଉଁଥିରେ ଅତି କମ୍‌ରେ ୨୩ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଅକ୍ଟୋବରରେ ଅସ୍ତ୍ରବିରତି ଆରମ୍ଭ ହେବା ପରଠାରୁ ଏହାକୁ ସବୁଠାରୁ ମାରାତ୍ମକ ବୋଲି କୁହାଯାଉଛି। ଗାଜାସ୍ଥିତ ଡାକ୍ତରଖାନା ସୂତ୍ରରୁ ପ୍ରକାଶ ଯେ, … Read More

ଓଲା,ଉବର,ରାପିଡୋକୁ ଟକ୍କର ଦେବ ସ୍ୱଦେଶୀ “ଭାରତ-ଟ୍ୟାକ୍ସି”: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଅମିତ ଶାହ ଗୁରୁବାର ଦୁଇ ମାସର ସଫଳ ପାଇଲଟ୍ ଅପରେସନ୍ ପରେ ଭାରତର ପ୍ରଥମ … Read More

ଅନୁପ୍ରବେଶ ପାଇଁ ଅଦାଲତ ଉପରେ ଚାପ ପକାଉଛି ଟିଏମସି ; ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ରାଜ୍ୟସଭା ଗୃହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅଭିଭାଷଣ ରଖିଛନ୍ତି । ଅଭିଭାଷଣ ସମୟରେ ବିଭିନ୍ନ ପ୍ରସଙ୍ଗରେ ବିରୋଧୀ କଂଗ୍ରେସକୁ ନିଶାନ କରିବା ସହ ଟିଏମସିକୁ ମଧ୍ୟ ନିଶାଣ କରିଛନ୍ତି । ମୋଦୀ କହିଛନ୍ତି, “ଟିଏମସିର ସହକର୍ମୀମାନେ ବହୁତ … Read More

ରାଜ୍ୟସଭା ଗୃହରେ ହଟ୍ଟଗୋଳ; କକ୍ଷତ୍ୟାଗ କଲେ ବିରୋଧୀ ସାଂସଦ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତର ଦେବା ସମୟରେ ବିରୋଧୀ ସାଂସଦମାନେ କକ୍ଷତ୍ୟାଗ କରିଛନ୍ତି । ରାଜ୍ୟସଭା ଗୃହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅଭିଭାଷଣ ରଖିବା ଆରମ୍ଭ କରିଛନ୍ତି । ଏହି … Read More

ଚାଇନିଜ୍ ମାଞ୍ଜା ଦ୍ୱାରା ମୃତ୍ୟୁ ହେଲେ ହତ୍ୟା ବିବେଚନା କରାଯିବ: ଯୋଗୀ

ନୂଆଦିଲ୍ଲୀ : ନିଷିଦ୍ଧ ଚାଇନିଜ୍ ମାଞ୍ଜା ଦ୍ୱାରା ହେଉଥିବା ଯେକୌଣସି ମୃତ୍ୟୁକୁ ଏବେ ହତ୍ୟା ଭାବରେ ବିବେଚନା କରାଯିବ। ଆଜି ଏହା ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏ ନେଇ ରାଜ୍ୟବ୍ୟାପୀ ଚଢାଉ କରିବାକୁ ମୁଖ୍ୟମନ୍ତ୍ରୀ … Read More

ଅନୁରାଗଙ୍କୁ ସୁପ୍ରିମ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

ନୂଆଦିଲ୍ଲୀ : ବିଜେପି ସାଂସଦ ତଥା ପୂର୍ବତନ ବିସିସିଆଇ ସଭାପତି ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ଏବେ ସେ ପୁଣି ଥରେ ବିସିସିଆଇକୁ ଫେରିପାରିବେ ଓ କ୍ରିକେଟ୍ ପରିଚାଳନା ବ୍ୟାପାରର ସଂପୃକ୍ତ ହୋଇପାରିବେ ବୋଲି କୋର୍ଟ ଅନୁମତି ଦେଇଛନ୍ତି । … Read More