ଜି-୭ ଶିଖର ସମ୍ମିଳନୀରେ ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ ଉଠାଇଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି। ଏହି ବହୁ ପ୍ରତୀକ୍ଷତ ସାକ୍ଷାତ ସମୟରେ ଦୁଇ ନେତା ଉଭୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ କଥାବାର୍ତ୍ତା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର … Read More

ଉଦ୍ଧବ ଠାକ୍‌ରେଙ୍କୁ ଝଟ୍‌କା: ଏକନାଥଙ୍କୁ ସମର୍ଥନ ଘୋଷଣା କଲେ ୬ ସାଂସଦ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ମହାଡ୍ରାମା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ ସାଂସଦ ସମର୍ଥନ ଜଣାଇଛନ୍ତି। ଏକନାଥ ସିନ୍ଦେରେ ଯୋଗଦେବାକୁ ଥିବା … Read More

କୂଅକୁ ଖସିଲା ତୀର୍ଥଯାତ୍ରୀ ଭ୍ୟାନ୍, ୧୪ ମୃତ

ମୁମ୍ବଇ : ମହାରାଷ୍ଟ୍ରର ପଣ୍ଡରପୁରରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଏକ କୂଅ ମଧ୍ୟକୁ ଖସିପଡ଼ିଛି। ଦୁର୍ଘଟଣାରେ ଡ୍ରାଇଭରଙ୍କ ସମେତ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ତୀର୍ଥଯାତ୍ରୀମାନେ … Read More

ସୁରକ୍ଷିତ ଭାବେ ହର୍ମୁଜ ଅତିକ୍ରମ କଲା ଭାରତୀୟ ଜାହାଜ ‘ଦିଶା’

ନୂଆଦିଲ୍ଲୀ : ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ହର୍ମୁଜ ପ୍ରଣାଳୀ ଅତିକ୍ରମ କରିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ହେବା ପରେ ଏହା ପ୍ରଥମ ଭାରତୀୟ ପତାକାଧାରୀ ବାଣିଜ୍ୟିକ ଜାହାଜ ଯାହାକି ହର୍ମୁଜ ପ୍ରଣାଳୀ ଅତିକ୍ରମ … Read More

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ … Read More

ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନିର୍ମମ ହତ୍ୟା

ପ୍ରୟାଗରାଜ : ଉତ୍ତରପ୍ରଦେଶ ପ୍ରୟାଗରାଜରେ ହୃଦୟ ବଦାରକ ଘଟଣା । ମେଜା ଥାନା ଅର୍ନ୍ତଗତ କୁକରକଟୱା ଗାଁରେ ଗୋଟିଏ ପରିବାର ୩ ଜଣ ଲୋକଙ୍କୁ ହତ୍ୟା କରାଯାଇଛି । ମଙ୍ଗଳବାର ସକାଳେ ଗାଁ ଲୋକ ଘର ବାହାରେ ରକ୍ତ ଦେଖିବା ପରେ ଚାଞ୍ଚଲ୍ୟ … Read More

NEET UG ପରୀକ୍ଷା ପାଇଁ ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ ବନ୍ଦ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : NEET UG ପୁନଃ ପରୀକ୍ଷାକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ସରକାର ଜୁନ୍ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମକୁ ଅସ୍ଥାୟୀ ଭାବେ ବନ୍ଦ କରିଛନ୍ତି । ପରୀକ୍ଷାର ସୁରକ୍ଷିତ ପରିଚାଳନା ସୁନିଶ୍ଚିତ କରିବା ଏବଂ କପି ରୋକିବା … Read More

ଇଣ୍ଡୋନେସିଆରେ ୬.୭ ତୀବ୍ରତାର ଭୂକମ୍ପ ଝଟକା

ଜାକାର୍ତ୍ତା : ଇଣ୍ଡୋନେସିଆରେ ପୁଣି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ତ୍ରୀବତା ୬.୭ ରହିଛି । ଦେଶର ସୁଲାୱେସି ଦ୍ୱୀପ ଅଞ୍ଚଳରେ ହୋଇଥିବା ହଠାତ୍ ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଅନେକ ଲୋକ ଭୟଭୀତ ହୋଇ ଘରୁ ବାହାରକୁ … Read More

B-52 ବୋମାବର୍ଷୀ ବିମାନ ଦୁର୍ଘଟଣାଗ୍ରସ୍ତ, ୮ ମୃତ

ଆମେରିକା : ଆମେରିକା ଏୟାରଫୋର୍ସର B-52 ବୋମାବର୍ଷୀ ବିମାନ ଦୁର୍ଘଟଣା ଘଟିଛି । ବିମାନଟି ଦକ୍ଷିଣ କାଲିଫୋର୍ନିଆରେ ଅବସ୍ଥିତ ଏଡୱାର୍ଡସ୍ ଏୟାର ଫୋର୍ସ ବେସରୁ ଉଡ଼ାଣ ଭରିବାର କେବଳ କିଛି ମିନିଟ୍ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ଏହି ଭୟାବହ ଦୁର୍ଘଟଣାରେ … Read More

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ସୋସିଆଲ ମିଡିଆ ବ୍ୟବହାର କରିବେନି ୧୬ ବର୍ଷରୁ କମ ବୟସର ପିଲା

ଲଣ୍ଡନ : ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା । ପିଲାମାନଙ୍କ ମାନସିକ ଏବଂ ସାମାଜିକ ସୁସ୍ଥତା ସମ୍ପର୍କକୁ ଧ୍ୟାନରେ ରଖି ୟୁକେ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର୍ ଘୋଷଣା କରିଛନ୍ତି ଯେ, ୧୬ … Read More