ବିମାନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଲେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ରାଜସ୍ଥାନ : ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିମାନ ଦୁର୍ଘଟଣା ପରେ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରନ୍ଧାୱାଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଏବେ ଜୟପୁରରେ ଲ୍ୟାଣ୍ଡିଂ କରିପାରିନଥିଲେ । … Read More

ପ୍ରଥମ ଅବତରଣ ବିଫଳ ପରେ ମାନୁଆଲ୍ ପଦ୍ଧତିରେ ଅବତରଣ କରିବାକୁ ଚେଷ୍ଟା କରିଥିଲେ ପାଇଲଟ

ମହାରାଷ୍ଟ୍ର : VT-SSK ବିମାନଟି ଆଜି ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ବାହାରିଥିଲା । ପ୍ରାୟ ୮:୪୫ ସମୟରେ ବାରାମତୀ ଏୟାରପୋର୍ଟରେ ଅବତରଣ କରିବା ବେଳେ ଏହା ରନୱେରୁ ବାହାରକୁ ଖସିଯାଇଥିଲା । ପୁଣେ-ବାରାମତୀ ଅଞ୍ଚଳରେ ପ୍ରବଳ କୁହୁଡ଼ି … Read More

ଆମେରିକାରେ ବରଫ ଝଡ଼, ଗଲାଣି ୪୦ରୁ ଅଧିକ ଜୀବନ

ଆମେରିକା : ଆମେରିକାରେ ଗତ ଜାନୁଆରୀ ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ପ୍ରବଳ ବରଫପାତ ସାଙ୍ଗକୁ … Read More

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ … Read More

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ … Read More

ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ

ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ … Read More

ଗୁରୁଗ୍ରାମର ଏକାଧିକ ସ୍କୁଲକୁ ବୋମା ଧମକ

ଗୁରୁଗ୍ରାମ: ଦିଲ୍ଲୀ ସଂଲଗ୍ନ ଗୁରୁ ଗ୍ରାମର ଅନେକ ପ୍ରମୁଖ ସ୍କୁଲକୁ ବୋମା ଧମକ ମିଳିଛି। ଫଳରେ ଉତ୍ତେଜନା ସୃଷ୍ଟି ହୋଇଛି। ପୋଲିସ କହିଛି ଯେ ସୂଚନା ପାଇବା ପରେ ସ୍କୁଲ ପରିଚାଳନା, ପୋଲିସ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସତର୍କ ଅଛନ୍ତି। … Read More

ପରଲୋକରେ ଅଜିତ ପାୱାର; ମହାରାଷ୍ଟ୍ରରେ ୩ ଦିନିଆ ଶୋକ

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତାଙ୍କ ଚାର୍ଟର୍ଡ ବିମାନ ବାରାମତିରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁଃଖଦ ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନରେ … Read More

୧୨ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ବାଲୁଚ୍ ଲିବରେସନ୍ ଆର୍ମି

ଇସଲାମାବାଦ: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶରେ ବାଲୁଚ୍ ଲିବରେସନ୍ ଆର୍ମି (ବିଏଲ୍‌ଏ)ର ଯୋଦ୍ଧାମାନେ ୧୨ଜଣ ପାକିସ୍ତାନୀ ସେନା ସୈନିକଙ୍କୁ ହତ୍ୟା କରିଛନ୍ତି। ଏହି ଏନକାଉଣ୍ଟରରେ ଛଅ ଜଣ ପାକିସ୍ତାନୀ ସୈନିକ ଆହତ ହୋଇଛନ୍ତି। ବିଏଲ୍‌ଏର ଜଣେ ମୁଖପାତ୍ର କହିଛନ୍ତି ଯେ ଏହାର ଯୋଦ୍ଧାମାନେ … Read More

ନିଲାମ ହେବ ଏସିଡ ଆକ୍ରମଣକାରୀଙ୍କ ସମ୍ପତ୍ତି !

ନୂଆଦିଲ୍ଲୀ: ଦେଶରେ ବିଚାରାଧୀନ ସମସ୍ତ ଏସିଡ ଆକ୍ରମଣ ଘଟଣାର ଶୁଣାଣି ପାଇଁ ନିର୍ଦ୍ଦେଶ ଦେଇଛି ସର୍ବୋଚ୍ଚ ନ୍ୟାୟାଳୟ । ଏସିଡ ଆକ୍ରମଣକାରୀଙ୍କ ସମ୍ପତ୍ତି ନିଲାମ ପାଇଁ ପ୍ରସ୍ତାବ ଦେଇଛି ସର୍ବୋଚ୍ଚ ନ୍ୟାୟାଳୟ । ଦେଶରେ ବିଚାରାଧୀନ ସମସ୍ତ ଏସିଡ୍ ଆକ୍ରମଣ ମାମଲାରେ … Read More