ଆଫଗାନିସ୍ତାନକୁ ୨୦ଟନ୍ ଭାକସିନ୍ ପଠାଇଲା ଭାରତ

ନୂଆଦିଲ୍ଲୀ: ଶୁକ୍ରବାର ଭାରତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଫଗାନିସ୍ତାନ ପ୍ରତି ନିଜର ପ୍ରତିବଦ୍ଧତା ଏବଂ ସମର୍ଥନକୁ ପୁନଃସ୍ଥାପିତ କରିଛି। ଦେଶର ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଛି ଭାରତ। ସାମାଜିକ ଗଣାମଧ୍ୟମ ଏକ୍ସରେ ଏକ ପୋଷ୍ଟରେ … Read More

ଶେଷ ହୋଇପାରେ ଆମେରିକା-ଇରାନ ଯୁଦ୍ଧ

ନୂଆଦିଲ୍ଲୀ : ଇରାନ-ଆମେରିକା ମଧ୍ୟରେ ଆଲୋଚନା ଉପରେ ଏବେ ସାରା ବିଶ୍ୱର ନଜର ରହିଛି। ଇରାନରେ ଶାନ୍ତି ଆଲୋଚନା ପାଇଁ ଏକ ଅନ୍ତିମ ପ୍ରୟାସ ଚାଲିଛି। ମାସ ମାସ ଧରି ପଶ୍ଚିମ ଏସିଆକୁ ଧ୍ୱଂସ କରିସାରିଥିବା ଆମେରିକା ଏବଂ ଇରାନ ମଧ୍ୟରେ … Read More

୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ : ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ କମିଶନ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ ୧୦ଟି ରାଜ୍ୟର ୨୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ୨୦୨୬ … Read More

ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀକୁ ହତ୍ୟା ଧମକ

କୋଲକତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଦେଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ ମିଳିଛି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଦୋକାନରୁ ଝାଲମୁଢି ଖାଇଥିବାରୁ ସୋସିଆଲ ମିଡିଆରେ ଯେଉଁ ଲୋକପ୍ରିୟତା ମିଳିଥିଲା, ଆଉ ଏବେ ତାଙ୍କୁ ଏବଂ ପରିବାର … Read More

ଆଉ ହେବନି ଏକାଧିକ ପରୀକ୍ଷା, NEET ଓ JEE ବଦଳରେ ଛାତ୍ରଛାତ୍ରୀ ଦେବେ ଗୋଟିଏ ପରୀକ୍ଷା !

ନୂଆଦିଲ୍ଲୀ : ଦେଶର ସମସ୍ତ ମେଡିକାଲ୍ ଏବଂ ଇଞ୍ଜିନିୟରିଂ ଆଶାୟୀଙ୍କ ପାଇଁ ବଡ଼ ଖବର। ଡାକ୍ତରୀ ଓ ଇଞ୍ଜିନିୟରିଂ ପାଇଁ ଏବେ ଗୋଟିଏ ପରୀକ୍ଷା ? ଆସୁଛି ‘ୱାନ୍ ନେସନ୍, ୱାନ୍ ଏଗଜାମ୍’ । NEET ଓ JEE ବଦଳରେ ଆସିପାରେ ଗୋଟିଏ … Read More

ହର୍ମୁଜ୍ ବନ୍ଦ: ତୈଳ ଭଣ୍ଡାର ହ୍ରାସ ନେଇ ଚିନ୍ତାରେ ଭାରତ

ନୂଆଦିଲ୍ଲୀ: ଇରାନ ଯୁଦ୍ଧ ଯୋଗୁଁ ସମଗ୍ର ମଧ୍ୟପ୍ରାଚ୍ୟରେ ତୈଳ ଓ ଗ୍ୟାସ ଉତ୍ପାଦନ ଗମ୍ଭୀର ଭାବେ ବାଧାପ୍ରାପ୍ତ ହୋଇଛି। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ୍ ପ୍ରଣାଳୀ’ ବନ୍ଦ ହେବା ଫଳରେ ବିଶ୍ୱ ବଜାରକୁ ପ୍ରତିଦିନ ଯୋଗାଇ ଦିଆଯାଉଥିବା ପ୍ରାୟ ୧୪ … Read More

ବାଘ ଆକ୍ରମଣରେ ୪ ମହିଳାଙ୍କ ମୃତ୍ୟୁ

ଚନ୍ଦ୍ରପୁର: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲାରେ ସିନ୍ଦେୱାହି ତାଲୁକାର ଏକ ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ସକାଳେ କେନ୍ଦୁପତ୍ର  ସଂଗ୍ରହ କରୁଥିବା ବେଳେ ବାଘ ଆକ୍ରମଣରେ ଚାରି ଜଣ ମହିଳାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାଟି ଗୁଞ୍ଜେୱାହି-ପୱନପର ଜଙ୍ଗଲ ଅଞ୍ଚଳରେ ଘଟିଛି, ଯେଉଁଠାରେ ଗାଁର ୧୩ … Read More

୧୦୦ ଫୁଟ ତଳକୁ ଖସିଲା କାର, ୫ ମୃତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଭୟାବହ ସଡ଼କ ଦୁର୍ଘଟଣା । ୧୦୦ ଫୁଟ ତଳକୁ ଖସିଲା କାର। ୫ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର। ମୃତକଙ୍କ ମଧ୍ୟରୁ ୪ ଜଣ ଗୋଟିଏ ପରିବାରର ହୋଇଥିବା ବେଳେ ଅନ୍ୟଜଣକ କାର୍ ଚାଳକ ବୋଲି ଜଣାପଡ଼ିଛି। … Read More

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏୟାର ଇଣ୍ଡିଆ ବିମାନ, ୧୮୧ ଯାତ୍ରୀ ସୁରକ୍ଷିତ ଉଦ୍ଧାର

ବେଙ୍ଗାଲୁରୁ : ବେଙ୍ଗାଲୁରୁ ଏୟାରପୋର୍ଟରେ ଟଳିଲା ବଡ଼ ଦୁର୍ଘଟଣା । ଦିଲ୍ଲୀରୁ ବେଙ୍ଗାଲୁରୁ ଆସିଥିବା ଏୟାର ଇଣ୍ଡିଆ ଟେଲ୍ ଷ୍ଟ୍ରାଇକର ଶିକାର ହୋଇଥିଲା । ତେବେ ବିମାନଟି ସୁରକ୍ଷିତ ଅବତରଣ କରିଯାଇଛି । ସମସ୍ତ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ବିମାନରୁ … Read More

ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହଜମା ବୁରହାନକୁ ହତ୍ୟା

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କୀ ନେଟୱାର୍କକୁ ଆଉ ଏକ ବଡ଼ ଝଟକା । ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଗୁଳି କରି ହତ୍ୟା । ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ପାକିସ୍ତାନରେ ଜଣେ ଅଜଣା … Read More