୭୮ତମ ସ୍ଥଳସେନା ଦିବସରେ ବୀରତ୍ୱ ଦେଖାଇଲା ଜାଗୁଆର

ଜୟପୁର: ଗୋଲାପୀ ସହର ଜୟପୁର ପାଇଁ ଆଜିର ସକାଳ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇଛି। ଭାରତୀୟ ସେନାର ୭୮ତମ ସେନା ଦିବସ ଅବସରରେ, ଗୁରୁବାର ସକାଳ ୧୦ଟାରେ ଜୟପୁରର ଜଗତପୁରାର ମହଲ ରୋଡରେ ଏକ ଭବ୍ୟ ଏବଂ ଐତିହାସିକ ସେନା ଦିବସ ପରେଡ … Read More

ପିକ୍-ଅପକୁ ଧକ୍କା ଦେଲା କାର; ଚାଲିଗଲା ଗୋଟିଏ ପରିବାରର ୭ ଜୀବନ

ନୂଆଦିଲ୍ଲୀ: ରାଜସ୍ଥାନର ଫତେପୁର ଶେଖାବତୀରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଏଥିରେ ଗୋଟିଏ ପରିବାରର ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ୫୨ ନଂ ଜାତୀୟ ରାଜପଥର ହର୍ସଭା ଗାଁ ନିକଟରେ ଏଭଳି ହୃଦୟା ବିଦାରକ ଘଟଣା ଘଟିଛି। ମିଳିଥିବା … Read More

ମମତାଙ୍କୁ ଝଟକା, ଇଡି ଅଫିସର ଉପରେ ଲାଗିଥିବା ଏଫଆଇଆର ଉପରେ ଲାଗିଲା ରୋକ୍

କୋଲକତା : ମମତା ବାନାର୍ଜୀଙ୍କ ବିରୋଧରେ ସୁପ୍ରିମକୋର୍ଟରେ ED । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଦାୟର ହୋଇଥିବା ଆବେଦନ ଉପରେ ଚାଲିଛି ଶୁଣାଣି । ସୁପ୍ରିମକୋର୍ଟର ଏକ ସ୍ୱତନ୍ତ୍ର ବେଞ୍ଚ ଏହି ମାମଲାର ଶୁଣାଣି କରୁଛନ୍ତି । ଜଷ୍ଟିସ୍ ପ୍ରଶାନ୍ତ କୁମାର ମିଶ୍ର … Read More

ଭାରତ କିଣିବ ୧୧୪ଟି ଯୁଦ୍ଧ ବିମାନ

ଭୁବନେଶ୍ୱର : ବାୟୁସେନାରେ ‘ରାଫେଲ୍’ ଯୁଗ! । ଭାରତ କିଣିବ ଆଉ ୧୧୪ଟି ‘ରାଫେଲ୍’ ଯୁଦ୍ଧ ବିମାନ । ୩.୨୫ ଲକ୍ଷ କୋଟି ଟଙ୍କାର ମେଗା ଡିଲ୍ ପାଇଁ ପ୍ରସ୍ତୁତି । ଭାରତୀୟ ବାୟୁସେନାରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଯୁଦ୍ଧ … Read More

‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି ଭାରତ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର ଏବଂ ୟୁକ୍ରେନ୍ ଓ ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏକ କ୍ଷେପଣାସ୍ତ୍ର ନବଜାଗରଣର ଆରମ୍ଭ କରିଛି। ଏହା ଅଣ-ଯୋଗାଯୋଗ ଯୁଦ୍ଧର ଯୁଗ ଏବଂ ଭାରତ ବର୍ତ୍ତମାନ ଏକ ‘ରକେଟ୍-କମ୍-ମିସାଇଲ୍ ଫୋର୍ସ’ ଗଠନ କରିବାକୁ ଚାହୁଛି। ସୀମାରେ ପାକିସ୍ତାନ ଓ ଚୀନ୍‌ … Read More

ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ, ଜାଣନ୍ତୁ ଲକ୍ଷଣ

ନୂଆଦିଲ୍ଲୀ: ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ୍‌ । ପଶ୍ଚିମବଙ୍ଗରୁ ନମୁନା ପଠାଯିବା ପରେ ପୁନେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ନିପା ଭାଇରସକୁ ଚିହ୍ନଟ କରିଛି। ଏହି ଭାଇରସ ମାରାତ୍ମକ, ଏବଂ ଲକ୍ଷଣ ଦେଖାଦେଲେ, ଜଣେ ବ୍ୟକ୍ତିଙ୍କୁ କୋଭିଡ-୧୯ ପରି … Read More

ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। କେନ୍ଦ୍ରମନ୍ତ୍ରୀ ଏଲ୍. ମୁରୁଗନଙ୍କ ଦିଲ୍ଲୀ ଘରେ ପୋଙ୍ଗଲ ପାଳିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏପରିକି କିଛି ଗାଈ ମାନଙ୍କୁ ଖାଇବାକୁ ମଧ୍ୟ ଦେଇଛନ୍ତି। ଏହି ଅବସର​‌ରେ ପ୍ରଧାନମନ୍ତ୍ରୀ … Read More

ହବିବି ନଗରରେ ବିସ୍ଫୋରଣ, ଗୋଟିଏ ପରିବାରର ୩ ମୃତ, ୨ ଆହତ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡର ହଜାରିବାଗ ଜିଲ୍ଲାର ହବିବି ନଗରରେ ବିସ୍ଫୋରଣ ଯୋଗୁଁ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍ବାମୀ ସ୍ତ୍ରୀ ଏବଂ ଜଣେ ପିଲା ରହିଛି । ବିସ୍ଫୋରଣରେ ୨ ଜଣ ଲୋକ ଆହତ ହୋଇଛନ୍ତି … Read More

ଭୁଲ ଇଞ୍ଜେକସନ ଦେଇ ୫୦୦ କୁକୁରଙ୍କୁ ହତ୍ୟା

ହାଇଦ୍ରାବାଦ : ଅମାନବୀୟ, ହୃଦୟବିଦାରକ, ଅବିଶ୍ବସନୀୟ । ବୁଲାକୁକୁରଙ୍କୁ ଭୁଲ ଇଞ୍ଜେକସନ ଦେଇ ମାରିଦେଲେ । ପ୍ରାଣଘାତୀ ଇଞ୍ଜେକସନରେ ୫ଶହ କୁକୁରଙ୍କ ମୃତ୍ୟୁ ହୋଇଛି । ବୁଲା କୁକୁରଙ୍କ ଠାରୁ ରକ୍ଷା ପାଇବା ପାଇଁ ଏଭଳି ନୃଶଂସ ପଦକ୍ଷେପକୁ ନେଇ ଆଲୋଡ଼ନ ସୃଷ୍ଟି … Read More

ଭାରତୀୟଙ୍କୁ ଇରାନ ଛାଡିବାକୁ ପରାମର୍ଶ, ଭାରତୀୟ ଦୂତାବାସ ତରଫରୁ ଆଡଭାଇଜରୀ ଜାରି

ଇରାନ : ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି । ଇରାନରେ ବିରେଶଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଭାରତ ସରକାର ନିଜ ନାଗରିକ ପାଇଁ ଆଡଭାଇଜରୀ ଜାରି କରିଛି । ବିଦେଶ ମନ୍ତ୍ରଣାଳୟ ନିଜ ଆଡଭାଇଜରୀରେ କହିଛି କି, ଇରାନରେ ଥିବା ଛାତ୍ର, … Read More