ହସ୍ତକ୍ଷେପ କଲେ ମୋଦି, ଏକ୍ସରେ ଏକ ପୋଷ୍ଟକୁ ନେଇ ନିଜର ଭୁଲ ସ୍ୱୀକାର କଲା କମ୍ପାନୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟକୁ ନେଇ କମ୍ପାନୀ ନିଜର ଭୁଲ ସ୍ୱୀକାର କରିଛି । ଭାରତୀୟ ଆଇନ ଅନୁଯାୟୀ କମ୍ପାନୀ କାମ କରିବ ବୋଲି ନିଷ୍ପତ୍ତି ନେଇଛି । ପୂର୍ବରୁ ଏକ୍ସରେ ଆପତ୍ତିଜନକ ଫଟୋ ପ୍ରସଙ୍ଗରେ କେନ୍ଦ୍ର … Read More

ଶୌର୍ଯ୍ୟ ଯାତ୍ରା ପରେ ସୋମନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଦିନିଆ ଗୁଜୁରାଟ ଗସ୍ତରେ ଦ୍ବିତୀୟ ଦିନରେ ସୋମନାଥ ମନ୍ଦିରରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଏକ ବିଶାଳ ରୋଡ୍ ଶୋ’ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ଲକ୍ଷ ଲକ୍ଷଙ୍କ … Read More

କମୁନି ଶୀତ, ଦିଲ୍ଲୀରେ ୟେଲୋ ଆଲର୍ଟ ଜାରି କଲା IMD

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଥଣ୍ଡା ପାଗ ରେକର୍ଡ ସୃଷ୍ଟି କରିଛି । ସର୍ବନିମ୍ନ ତାପମାତ୍ରା ୩° ସେଲସିୟସ୍ ପହଞ୍ଚିଛି । ଘନ କୁହୁଡ଼ି ଏବଂ ଥଣ୍ଡା ପାଗ ଯୋଗୁଁ IMD ୟେଲୋ ଆଲର୍ଟ ଜାରି କରିଛି । ସୂଚନାନୁଯାୟୀ, ଶନିବାର-ରବିବାର ରାତିରେ ଦିଲ୍ଲୀ … Read More

ସିରିୟା ISIS ଆଡ୍ଡା ଉପରେ ଆମେରିକାର ଏୟାରଷ୍ଟ୍ରାଇକ

ନୂଆଦିଲ୍ଲୀ : ଆଇଏସର ଆତଙ୍କବାଦୀଙ୍କ ଉପରେ ପୁଣି ଥରେ ଏୟାର ଷ୍ଟ୍ରାଇକ୍ କରିଛି ଆମେରିକା । ଆମେରିକା ଆଇଏସର ଅନେକ ଠିକଣା ଉପରେ ମିସାଇଲ ମାଡ଼ କରିଛି । ଗତ ମାସରେ ଆମେରିକାର ତିନି ଜଣ ନାଗରିକଙ୍କୁ ହତ୍ୟା ପରେ ଶନିବାର ସିରିୟାରେ … Read More

ଗ୍ରୀନଲ୍ୟାଣ୍ଡକୁ ଦଖଲ କରିନେବେ ରୁଷ କିମ୍ବା ଚୀନ୍ : ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ନଜରରେ ଏବେ ‘ଗ୍ରୀନଲ୍ୟାଣ୍ଡ’: ବିଶ୍ୱ ରାଜନୀତିରେ ହଟଚମଟ! ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ଆମେରିକା ଗ୍ରୀନଲ୍ୟାଣ୍ଡକୁ ନିଜ ନିୟନ୍ତ୍ରଣକୁ ଆଣିବା ପାଇଁ … Read More

୨୦୨୫ରେ ବାଂଲାଦେଶ ସୀମାରେ ୧୧୦୦ ଅନୁପ୍ରବେଶ ଉଦ୍ୟମ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଗାଦିଚ୍ୟୁତ ହୋଇ ଦେଶ ଛାଡିବା ପରେ ଭାରତର ପୂର୍ବସୀମା ସଂଲଗ୍ନ ବାଂଲାଦେଶରେ ପ୍ରାୟ ଦେଢ ବର୍ଷ ଧରି ରାଜନୈତିକ ଅସ୍ଥିରତା ଲାଗି ରହିଛି। ମହମ୍ମଦ ୟୁନୁସଙ୍କ ନେତୃତ୍ବରେ ପରିଚାଳିତ ଅନ୍ତରୀଣ ସରକାର ଆଇନ ଶୃଙ୍ଖଳା … Read More

ରାମ ମନ୍ଦିର ପରିସରରେ ନମାଜ ପାଠ କରି ଯୁବକ ଅଟକ

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ପ୍ରକାଶ ପାଇଛି। ଦକ୍ଷିଣ ପ୍ରାଚୀର ଅଞ୍ଚଳରେ ନମାଜ ପାଠ କରୁଥିବା ସମୟରେ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି । ନମାଜ ପାଠ କରିବାରୁ ବାରଣ କରାଯିବା ପରେ ଯୁବକ ଜଣକ … Read More

ବସ୍-କାର୍ ଧକ୍କା, ୪ ମୃତ ଓ ଜଣେ ଆହତ

ପଞ୍ଜାବ : ପଞ୍ଜାବର ହୋଶିୟାରପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଆଜି ସକାଳେ ଏପରି ଘଟଣା ସାମ୍ନାକୁ ଆସିଛି। ଘନ କୁହୁଡ଼ି ଯୋଗୁଁ ଭିଜିବିଲିଟି କମ୍ ହେବା … Read More

ଅପରେସନ ସିନ୍ଦୂର ପରେ ପାକିସ୍ତାନ ବଦଳାଇଲା ସମ୍ବିଧାନ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ପରେ ସମ୍ବିଧାନ ବଦଳାଇଲା ପାକିସ୍ତାନ । ସମ୍ବିଧାନ ଧାରା ୨୪୩ରେ ସଂଶୋଧନ କଲା ପାକ୍ । ଭାରତର ଚିଫ ଅଫ ଡିଫେନ୍ସ ଷ୍ଟାଫ ଜେନେରାଲ ଅନିଲ ଚୌହାନ ଏହି ସୂଚନା ଦେଇଛନ୍ତି । ସିଡିଏସ୍ ଜେନେରାଲ ଚୌହାନ … Read More

ତୀବ୍ର ପ୍ରତିବାଦ ଯୋଗୁଁ ଇରାନରେ ଇଣ୍ଟରନେଟ୍ ସେବା ଠପ୍, ବିମାନ ବାତିଲ

ନୂଆଦିଲ୍ଲୀ : ଇରାନରେ ଚାଲିଥିବା ସରକାରୀ ବିରୋଧୀ ପ୍ରତିବାଦ ମଧ୍ୟରେ ଇଣ୍ଟରନେଟ୍ ଏବଂ ଟେଲିଫୋନ୍ କଲ୍ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ବିରୋଧ ଆନ୍ଦୋଳନ ହେବା ପରଠାରୁ ଏଥିରେ ୬୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳୁଛି । ସରକାରୀ ବିରୋଧୀ … Read More