ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ଗୋଟିଏ ପରିବାରର ୩ ଜୀବନ୍ତ ଦଗ୍ଧ
ମୁମ୍ବାଇ : ଗୋରଗାଓଁ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି । ଏପରି ଘଟଣା ପ୍ରାୟ ଭୋର ୩ଟା ସମୟରେ ଘଟିଥିବା ଜଣାପଡିଛି । ତୁରନ୍ତ ସ୍ଥାନୀୟ ଲୋକେ ଅଗ୍ନିଶମ … Read More
