ଆଇ-ପିଏସି କାର୍ଯ୍ୟାଳୟରେ ଚଢ଼ାଉ ବେଳେ ଇଡି-ମମତା ମୁହାଁମୁହିଁ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଇଡି ଓ ମୁଖ୍ୟମନ୍ତ୍ରୀ ମୁହାଁମୁହିଁ ହୋଇଛନ୍ତି । ଆଇ-ପିଏସି କାର୍ଯ୍ୟାଳୟରେ ଚଢ଼ାଉ ସମୟରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ପଶ୍ଚିମବଙ୍ଗ ଶାସକ ଦଳ ଟିଏମସିର ରାଜନୈତିକ ପରାମର୍ଶଦାତା ଏବଂ ଆଇଟି ସେଲ୍ ଦାୟିତ୍ୱରେ ଥିବା (ଭାରତୀୟ ରାଜନୈତିକ … Read More

ଭାରତୀୟଙ୍କ ପାଇଁ ସମସ୍ତ ଭିସା ବନ୍ଦ କଲା ବାଂଲାଦେଶ

ଢାକା: ବାଂଲାଦେଶ ଖେଳାଳିଙ୍କୁ ଆଇପିଏଲରୁ ବାଦ ଦେବାକୁ ବିସିସିଆଇର ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଭାରତକୁ ଏକ ବଡ ଝଟକା ଦେଇଛି । ବାଂଲାଦେଶ ଭାରତୀୟଙ୍କ ପାଇଁ ସମସ୍ତ ଭିସା ସେବାକୁ ସ୍ଥଗିତ ରଖିଛି, କିନ୍ତୁ ଛାତ୍ର ଏବଂ ବ୍ୟବସାୟିକ ଭିସା ସେବା … Read More

ମୁହାଁମୁହିଁ ହେଲେ ଟ୍ରମ୍ପ-ପୁଟିନ

ୱାଶିଂଟନ: ସମଗ୍ର ବିଶ୍ବ ଏକ ବଡ ଅସ୍ଥିରତା ଆଡକୁ ମୁହାଁଇଛି। କାରଣ ବିଶ୍ବର ଦୁଇ ପ୍ରମୁଖ ମହାଶକ୍ତି ଏବେ ମୁହାଁମୁହିଁ ଅବସ୍ଥାରେ ପହଞ୍ଚିଛନ୍ତି। ରୁଷ୍‌ର ତୈଳବାହୀ ଜାହାଜକୁ ଆମେରିକା ଜବତ କରିବା ପରେ ଏହି ଅସ୍ଥିରତାର ସୂଚନା ମିଳିଛି। ଉତ୍ତର ଆଟଲାଣ୍ଟିକ୍ … Read More

କୋଭିଡ୍ ଟିକା ତଥ୍ୟ ନେଇ ଡିପିଆଇଆଇଟିକୁ ସତ୍ୟପାଠ ଦାଖଲ ନିର୍ଦେଶ

ନୂଆଦିଲ୍ଲୀ: ମହାମାରୀ ସମୟରେ କୋଭିଡ୍ ଟିକା ତଥ୍ୟର ସୂଚନା ଉପଲବ୍ଧ ନଥିବା କହିଥିବା ନେଇ କେନ୍ଦ୍ର ସୂଚନା ଆୟୋଗ ଡିପିଆଇଆଇଟିକୁ ଏକ ସତ୍ୟପାଠ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି । ମହାବୀର ସିଂହ ଶର୍ମାଙ୍କ ଦ୍ବାରା ଦାୟର ଏକ ସୂଚନା ଅଧିକାର(ଆରଟିଆଇ)ର … Read More

୧୦୦୦ ଲିଟର ମେଣ୍ଢା ଓ ଛେଳି ରକ୍ତ ଜବତ, ଅବୈଧ କ୍ଲିନିକାଲ ଟ୍ରାଏଲ ପାଇଁ ପଠାଯାଉଥିଲା

ହାଇଦ୍ରାବାଦ : ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଅଜବ ଘଟଣା । ନୀରିହ ଜୀବଜନ୍ତୁଙ୍କ ରକ୍ତ ଅବୈଧ ଭାବେ କାରବାର ହେଉଥିବା ଖବର ମିଳିଛି । ଫଳରେ ଡ୍ରଗ କଣ୍ଟ୍ରୋଲ ଏବଂ ହାଇଦ୍ରାବାଦ ସିଟି ପୋଲିସ ବିପୁଳ ମାତ୍ରାରେ ମେଣ୍ଢା ଏବଂ ଛେଳି ରକ୍ତ … Read More

ଗଛରେ ଧକ୍କା ହେଲା କାର୍, ୪ ମୃତ

ତେଲେଙ୍ଗାନା : ତେଲେଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାରି ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମିର୍ଜାଗୁଡ଼ାରେ ଏକ SUV ଗଛରେ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । … Read More

ଅନେକ କୋର୍ଟକୁ ବୋମା ଧମକ, ଯାଞ୍ଚ ଆରମ୍ଭ

ପାଟନା : ପାଟନା ସହିତ ବିହାରର ଅନେକ ସିଭିଲ କୋର୍ଟକୁ ବୋମା ଧମକ ମିଳିଛି । କିଶନଗଂଜ ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଗୟାଜୀ ସିଭିଲ କୋର୍ଟକୁ ମଧ୍ୟ ଧମକ ମିଳିଛି । ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ … Read More

ଏସଆଇଆର ପୂର୍ବରୁ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ, ୨୦ ବାଂଲାଦେଶୀ ଗିରଫ

ନୂଆଦିଲ୍ଲୀ : ଭାରତର ବିଭିନ୍ନ ରାଜ୍ୟରେ ଅବୈଧ ବାଂଲାଦେଶୀଙ୍କୁ ଖୋଜା ଚାଲିଛି । ପୋଲିସ ଦ୍ବାରା ଅନେକ ମାତ୍ରାରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଗିରଫ କରାଯାଇ ଫେରିଯିବାକୁ କୁହାଯାଉଛି । ଏପରି ସ୍ଥଳେ ଦିଲ୍ଲୀ ପୋଲିସ ବଡ଼ ଆକ୍ସନ ନେଇଛି । … Read More

କ୍ଷମତା ପାଇଁ ଏକାଠି ହେଲେ ବିଜେପି-କଂଗ୍ରେସ

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ପୌର ପରିଷଦରେ କ୍ଷମତା ହାତେଇବା ପାଇଁ ବିଜେପି ଓ କଂଗ୍ରେସ ଏକାଠି ହୋଇଛନ୍ତି । ମହାରାଷ୍ଟ୍ରର ଅମ୍ବରନାଥ ପୌରପାଳିକା ଦଖଲ କରିବା ପାଇଁ ଏହି ଅଜବ ମେଣ୍ଟ ହୋଇଛି । ଯାହା କେବେ ଘଟିବ ନାହିଁ ବୋଲି … Read More

ଟ୍ରମ୍ପଙ୍କ ଉପରେ ଖୁସି ନାହାଁନ୍ତି ମୋଦୀ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଆଲୋଚନା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ଅଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦୀ ରୁଷୀୟ ତୈଳ କ୍ରୟ … Read More