୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ, ଏଥର ରବିବାର ହେବ କି ବଜେଟ୍‌ ଉପସ୍ଥାପନ ?

ନୂଆଦିଲ୍ଲୀ: ୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଲୋକମାନେ ସୋସିଆଲ ମିଡିଆରେ ଆଗାମୀ କେନ୍ଦ୍ରୀୟ ବଜେଟ୍ ପାଇଁ ସେମାନଙ୍କର ଆଶା ପ୍ରକାଶ କରିବା ଆରମ୍ଭ କରିଛନ୍ତି। ପ୍ରତିବର୍ଷ ପରି, ଏହା ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାର … Read More

ଜେଲରେ ପୂର୍ବତନ ଆଇପିଏସ୍ ଅଧିକାରୀ ଅମିତାଭ ଠାକୁର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତ୍ତ

ନୂଆଦିଲ୍ଲୀ : ଦେବରିୟା ଜିଲ୍ଲା ଜେଲରେ ବନ୍ଦୀ ଥିବା ପୂର୍ବତନ ଆଇପିଏସ ଅଧିକାରୀ ଅମିତାଭ ଠାକୁରଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ତାଙ୍କୁ ଗତକାଲି ବିଳମ୍ବିତ ରାତିରେ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା। ସେ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରିଥିଲେ। ଯାହା … Read More

ବୁଲା କୁକୁରଙ୍କୁ ନେଇ ନିଜ ରାୟ ଦୋହରାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ପୁଣି ଥରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଛନ୍ତି । କୋର୍ଟ ପୂର୍ବ ଶୁଣାଣିରୁ ନିଜର ମତ ବଜାୟ ରଖିଛନ୍ତି। ଏଥିରେ କୁହାଯାଇଛି ଯେ କୁକୁର କେତେବେଳେ କାମୁଡ଼ିବ ତାହା ନିର୍ଣ୍ଣୟ କରିବା ପାଇଁ କେହି ତା’ର … Read More

ଭେନେଜୁଏଲାରୁ ଆମେରିକାରେ ସିଧାସଳଖ ପହଞ୍ଚିବ ୫୦ ମିଲିୟନ ବାରେଲ ତେଲ: ଟ୍ରମ୍ପ

ଭେନେଜୁଏଲା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭେନେଜୁଏଲାକୁ ନେଇ ବଡ଼ ଘୋଷଣା କରିଛନ୍ତି । ଭେନେଜୁଏଲା ତେଲ ଉପରେ ଆମେରିକାର କବଜା କରିଛି ଘୋଷଣା କଲେ ଟ୍ରମ୍ପ । ଭେନେଜୁଏଲାର ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଆମେରିକା ସେନା ଗିରଫ କରିବା ପରେ, … Read More

ବୁଲଡୋଜର କାର୍ଯ୍ୟାନୁଷ୍ଠାନକୁ ନେଇ ଉତ୍ତେଜନା: ପଥର ମାଡରେ ୫ ପୁଲିସ୍‌ କର୍ମଚାରୀ ଆହତ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ତୁର୍କମାନ ଗେଟ୍ ଅଞ୍ଚଳର ରାମଲୀଳା ମୈଦାନ ନିକଟରେ ଫୈଜ-ଏ-ଇଲାହି ମସଜିଦ ପାଖରେ ମଧ୍ୟରାତ୍ରିରେ ବେଆଇନ ଜବରଦଖଲ ହଟାଇ ଦିଆଯାଇଛି। ଜାନୁଆରୀ ୭ ତାରିଖ ମଧ୍ୟରାତ୍ରିରେ ମ୍ୟୁନିସପାଲ କର୍ପୋରେସନର ବୁଲଡୋଜର ଗୁଡ଼ିକ ଭଙ୍ଗା କାର୍ଯ୍ୟ ଆରମ୍ଭ କରିବା ମାତ୍ରେ ଭିଡ଼ … Read More

ଲିକ୍ ହେଲା ଟ୍ରମ୍ପଙ୍କ ‘ମିଲିଟାରୀ ପ୍ଲାନ୍’!, ଗ୍ରୀନଲ୍ୟାଣ୍ଡରେ ହେବ ବିଶାଳ ସାମରିକ ବେସ୍

ଆମେରିକା : ଗ୍ରୀନଲ୍ୟାଣ୍ଡରେ ଟ୍ରମ୍ପଙ୍କ ବଡ଼ ‘ସାମରିକ’ ଚାଲ୍ । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଗ୍ରୀନଲ୍ୟାଣ୍ଡ କିଣିବା ପ୍ରସ୍ତାବ କେବଳ ଏକ ବ୍ୟାପାରିକ ଚୁକ୍ତି ନୁହେଁ । ବରଂ ଏହା ପଛରେ ରହିଛି ଏକ ବଡ଼ ସାମରିକ ଅଭିଯାନ । ୟୁରୋପୀୟ … Read More

ଡେଟିଂ ଆପ୍‌ ମାଧ୍ୟମରେ କୋଟି କୋଟି ଟଙ୍କା ଠକେଇ

ନୂଆଦିଲ୍ଲୀ: ଯଦି ଆପଣ ମୋବାଇଲ୍ ଡେଟିଂ ଆପ୍ ମାଧ୍ୟମରେ ନୂତନ ସମ୍ପର୍କ ଖୋଜୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଏକ ସତର୍କବାଣୀ। ଡିଜିଟାଲ୍ ବନ୍ଧୁତା, ବିଶ୍ୱାସ ଏବଂ ଭାବନାର ଆଳ ଦେଖାଇ, ଏକ ସଂଗଠିତ ସାଇବର ଠକେଇ ରାକେଟ ସାରା … Read More

ସୋନିଆ ଗାନ୍ଧୀ ଅସୁସ୍ଥ; ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଆଜି ସକାଳେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତୁରନ୍ତ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ନେତାମାନେ ହସ୍ପିଟାଲରେ ପହଞ୍ଚିବା ଆରମ୍ଭ କରିଛନ୍ତି। ତଦାରଖ ପାଇଁ ଡାକ୍ତରଙ୍କ … Read More

ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା

ନୂଆଦିଲ୍ଲୀ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଯାହାକି ଦେଶରେ ଗତ ୨୪ ଘଣ୍ଟାରେ ଦ୍ଵିତୀୟ ଘଟଣା। ମୃତକ ଶରତମଣି ଚକ୍ରବର୍ତ୍ତୀ(୪୦) ବୋଲି ଜଣାପଡିଛି। ସୋମବାର ରାତି ପ୍ରାୟ ୧୦ଟା ସମୟରେ ନରସିଙ୍ଗଡି ଜିଲ୍ଲାରେ ଶରତମଣିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ … Read More

ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ: ବାଂଲାଦେଶର ସାମ୍ପ୍ରତିକ ପରିସ୍ଥିତି ଯୋଗୁଁ ଭାରତ ଏବେ ହାଇ ଆଲର୍ଟରେ ଅଛି। ଭାରତ-ବାଂଲାଦେଶ ଅନ୍ତର୍ଜାତୀୟ ସୀମାରେ ସୁରକ୍ଷାକୁ ଆହୁରି ବୃଦ୍ଧି କରାଯାଇଛି। ସୀମା ସୁରକ୍ଷା ବଳ (ବିଏସଏଫ୍‌) ଚିକେନ୍ ନେକ୍ ଅଞ୍ଚଳର ପ୍ରାୟ ୭୫ଧ ଅଞ୍ଚଳରେ ଏକ ନୂତନ ଡିଜାଇନ୍ … Read More