ଆନ୍ଧ୍ରରେ ସଡ଼କ ଦୁର୍ଘଟଣା: ୩ ଓଡ଼ିଆ ମୃତ, ୨ ଗୁରୁତର
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାରୁଆ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୃତ ବେଗରେ ଆସୁଥିବା କାର ଲରିର ପଛପଟୁ ଧକ୍କା ଦେବାରୁ ଘଟିଛି … Read More
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାରୁଆ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୃତ ବେଗରେ ଆସୁଥିବା କାର ଲରିର ପଛପଟୁ ଧକ୍କା ଦେବାରୁ ଘଟିଛି … Read More
ନୂଆଦିଲ୍ଲୀ:ବିମାନରେ ପାୱାର ବ୍ୟାଙ୍କ ନେବା ମନା । ଏହି ନିର୍ଦ୍ଦେଶନାମା ଜାରି କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ-DGCA । ବିମାନରେ ଯାତ୍ରା ସମୟରେ ଫୋନ୍ ଓ ଅନ୍ୟାନ୍ୟ ଡିଭାଇସ୍ ଚାର୍ଜିଂ ପାଇଁ ବ୍ୟବହୃତ ପାୱାର ବ୍ୟାଙ୍କ ଓ ପୋର୍ଟେବଲ୍ ଚାର୍ଜର … Read More
ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ତଦନ୍ତ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଚକିତ କଲାଭଳି ତଥ୍ୟ ପାଇଛନ୍ତି । ଆତଙ୍କବାଦୀମାନେ ଘୋଷ୍ଟ ସିମ୍ କାର୍ଡ ଏବଂ ଏନକ୍ରିପଟେଡ୍ ମୋବାଇଲ୍ ଆପ୍ … Read More
ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ସମଗ୍ର ଉତ୍ତର ଭାରତରେ ହାଡ଼ଭଙ୍ଗା ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ଏବଂ ଶୀତଳ ଲହରୀ ଶୀତକୁ ଆହୁରି ତୀବ୍ର କରିଛି। ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରା ଏବେ ହ୍ରାସ ପାଇବାରେ ଲାଗିଛି। ଭାରତ ପାଣିପାଗ ବିଭାଗ … Read More
ନ୍ୟୁୟର୍କ : ଭେନେଜୁଏଲା ବିରୁଦ୍ଧରେ ଆମେରିକାର ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀଙ୍କୁ ଗିରଫ ଘଟଣା ସମଗ୍ର ବିଶ୍ବକୁ ଚିନ୍ତିତ କରିଛି । ଏହାକୁ ଦୃଷ୍ଟିରେ ରଖି ଜାତିସଂଘ ଏକ ଜରୁରୀ ବୈଠକ ଡାକିଛି । … Read More
ଆମେରିକା : ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କଲେ କମଲା ହାରିସ୍ । କେବଳ ତେଲ ଓ ନିଜକୁ ଜଣେ ଶକ୍ତିଶାଳୀ ନେତା ଭାବେ ଦେଖାଇବା ଟ୍ରମ୍ପଙ୍କ ଏକ ଜିଦ୍ ବୋଲି କହିଛନ୍ତି କମଲା । ଏହା ଆମେରିକା ପାଇଁ ବିପଜ୍ଜନକ । ମାଦୁରୋଙ୍କ … Read More
ତ୍ରିସୁର: ତାମିଲନାଡୁର ତ୍ରିସୁର ରେଳ ଷ୍ଟେସନରେ ରବିବାର ଦିନ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଯାହା ଫଳରେ ଷ୍ଟେସନର ପାର୍କିଂରେ ଥିବା ୫୦୦ରୁ ଅଧିକ ଦୁଇଚକିଆ ଯାନ ପୋଡ଼ି ଯାଇଛି। ତେବେ ଏହି ଘଟଣା ପ୍ଲାଟଫର୍ମ ନମ୍ବର ୨ ନିକଟରେ ସକାଳ … Read More
ବିଜାପୁର: ଭୁଷୁଡ଼ୁଛି ଲାଲଗଡ଼। ୧୪ ମାଓବାଦୀ ନିପାତ। ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଏନ୍ କାଉଣ୍ଟର ହୋଇଛି। କୋଣ୍ଟା କିସ୍ତରାମ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୧୪ ମାଓବାଦୀ। ଘଟଣାସ୍ଥଳରୁ ଏକେ ୪୭ ଓ ଇନସାସ୍ … Read More
ଆମେରିକା : ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଭେନେଜୁଏଲା ରାଜଧାନୀ କାରାକାସର ବିଭିନ୍ନ ସ୍ଥାନରେ ବିସ୍ଫୋରଣ ହୋଇଛି । ଭେନେଜୁଏଲା ସରକାର ଆମେରିକା ଉପରେ ନିଜର ନାଗରିକ ଏବଂ ସୈନ୍ୟ ପ୍ରତିଷ୍ଠାନ ଉପରେ ଆକ୍ରମଣ କରିବାକୁ ନେଇ ଆମେରିକାକୁ ନିନ୍ଦା କରିଛି । … Read More
ଭେନେଜୁଏଲା: ଭେନେଜୁଏଲାର ରାଜଧାନୀ କାରାକାସରେ ସିରିଜ ବିସ୍ଫୋରଣ ହୋଇଛି । ଅନେକ ସ୍ଥାନରେ ଧୂଆଁ ଏବଂ ନିଆଁ ଲାଗି ରହିଥିବା ଦେଖିବାକୁ ମିଳିଛି । ଆମେରିକା ସହିତ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏହା ଆମେରିକାର ବିମାନ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା … Read More