ହସ୍ପିଟାଲରେ ଫାଟିଲା ଏସି: ଜଣେ ମୃତ, ୧୪ ଆହତ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନର ଏକ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୧୪ ଜଣ ଆହତ ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଘଟଣାସ୍ଥଳରେ ଗଢ଼ୱାଲ କମିଶନର ବିନୟ ଶଙ୍କର … Read More
