ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ପୀଡ଼ିତାଙ୍କ ମା’ଙ୍କୁ ଟିଏମସି କର୍ମୀଙ୍କ ଆକ୍ରମଣ

ନୂଆଦିଲ୍ଲୀ: ଆରଜି କର ମେଡିକାଲ କଲେଜ ଗଣଦୁଷ୍କର୍ମ ଘଟଣାର ପୀଡ଼ିତାଙ୍କ ମାଙ୍କୁ ଟିଏମସିର କିଛି କର୍ମୀ ହଇରାଣ କରିଥିବା ଅଭିଯୋଗ ଆଣିଛନ୍ତି ପୂର୍ବତ୍ତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତ୍ରୀ ସ୍ମୃତି ଇରାନୀ। ଯାହାର ଏକ ଭିଡ଼ିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ … Read More

ଇମେଲ୍ ମାଧ୍ୟମରେ ବିହାର ବିଧାନସଭାକୁ ବୋମା ଧମକ

ପାଟନା: ଶୁକ୍ରବାର ବିହାର ବିଧାନସଭାକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି। ଘଟଣାକୁ ନେଇ ବିଧାନସଭା ପରିସରରେ ବ୍ୟାପକ ପୁଲିସ ମୃତୟନ କରାଯାଇଛି। ଘଟଣାକୁ ନେଇ ସଚିୱାଲେ-୧ ସବଡିଭିଜନାଲ୍ ପୁଲିସ ଅଧିକାରୀ (SDPO) ଅନୁ କୁମାରୀ କହିଛନ୍ତି, ଆମେ ସୂଚନା ପାଇଲୁ … Read More

ପ୍ରତି ମାସରେ ମହିଳାଙ୍କୁ ମିଳିବ ୩ ହଜାର, ବସ୍‌ରେ ମାଗଣା ଯାତ୍ରା ସୁବିଧା

ନୂଆଦିଲ୍ଲୀ : ମହିଳାଙ୍କୁ ପ୍ରତି ମାସର ୧ ରୁ ୫ ତାରିଖ ମଧ୍ୟରେ ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ସିଧାସଳଖ ସ୍ଥାନାନ୍ତର କରାଯିବ। ସମସ୍ତ ସରକାରୀ କର୍ମଚାରୀ ଏବଂ ବେତନଭୋଗୀ ବ୍ୟକ୍ତିବିଶେଷଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) … Read More

ଯମୁନାରେ ଡଙ୍ଗା ବୁଡି ୧୦ ମୃତ, ଅନେକ ନିଖୋଜ

ଉତ୍ତରପ୍ରଦେଶ : ବୃନ୍ଦାବନ ଯମୁନା ନଦୀରେ ଓଲଟିଲା ଡଙ୍ଗା । ଡଙ୍ଗା ବୁଡ଼ିବାରୁ ୧୦ ଜଣକ ମୃତ୍ୟୁ ହୋଇଥିବା ବେଳେ ଅଧିକ ନିଖୋଜ ରହିଛନ୍ତି । ନଦୀରେ ନିର୍ମିତ ହୋଇଥିବା ପୀପା ପୋଲ ନିକଟରେ ଶ୍ରଦ୍ଧାଳୁଙ୍କ ଡଙ୍ଗା ବୁଡିଥିବା ସୂଚନା ମିଳିଛି । … Read More

କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ବ୍ରିଗେଡିୟର ପଦୋନ୍ନତି

ନୂଆଦିଲ୍ଲୀ : ଭାରତୀୟ ସେନାର କର୍ଣ୍ଣେଲ ଶ୍ରୀକାନ୍ତ ପୁରୋହିତଙ୍କୁ ପଦୋନ୍ନତି ମିଳିଛି । କର୍ଣ୍ଣେଲରୁ ବ୍ରିଗେଡିୟର ପଦବୀକୁ ପଦୋନ୍ନତି ହୋଇଛନ୍ତି ଭାରତୀୟ ସେନା ଅଧିକାରୀ ଶ୍ରୀକାନ୍ତ ପୁରୋହିତ । ବହୁଚର୍ଚ୍ଚିତ ମହାରାଷ୍ଟ୍ର ମାଲେଗାଓଁ ବ୍ଲାଷ୍ଟ ମାମଲାରେ ଫସିଥିଲେ ଶ୍ରୀକାନ୍ତ ପୁରୋହିତ । ୧୭ … Read More

ଇରାନ ସହ ଶାନ୍ତି ଆଲୋଚନା ପାଇଁ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ପାକିସ୍ତାନ ଗସ୍ତ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କରାଚୀ : ପାକିସ୍ତାନରେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ପାଇଁ କଡ଼ା ସୁରକ୍ଷା । ୧୦୦ରୁ ଅଧିକ ଗାଡ଼ି ମୁତୟନ। ସୁରକ୍ଷାକର୍ମୀଙ୍କ ଛାଉଣୀ । ଇସଲାମାବାଦରେ କାଲି ଶାନ୍ତି ଆଲୋଚନା । ଇରାନ ସହିତ ଗୁରୁତ୍ୱପୂର୍ଣ୍ଣ ଶାନ୍ତି ଆଲୋଚନା ପାଇଁ ଆମେରିକା ଉପ-ରାଷ୍ଟ୍ରପତି … Read More

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ନୀତିଶ କୁମାରଙ୍କ ନୂଆ ଇନିଂସ । ଦିଲ୍ଲୀରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନୀତିଶ କୁମାର । ତାଙ୍କୁ ଶପଥ ପାଠ କରାଇଲେ ରାଜ୍ୟସଭା ସଭାପତି ସିପି ରାଧାକ୍ରିଷ୍ଣନ । ଶପଥ ନେବା ପୂର୍ବରୁ ବିଜେପିର ପୂର୍ବତନ ରାଷ୍ଟ୍ରୀୟ … Read More

ଦୁଇ କାର୍ ମୁହାଁମୁହିଁ : ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ଛତିଶଗଡ଼ : ଗତକାଲି ରାତିରେ ଛତିଶଗଡ଼ କାଙ୍କେରରୁ ଏକ ଭୟଙ୍କର ସଡକ ଦୁର୍ଘଟଣା  ଖବର ସାମ୍ନାକୁ ଆସିଛି । ଜାତୀୟ ରାଜପଥରେ ନାଥିଆ ନବ ଗାଁ ନିକଟରେ ଏହି ଦୁର୍ଘଟଣା ଦେଖିବାକୁ ମିଳିଥିଲା । ଦୁର୍ଘଟଣାରେ ୬ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଥିବାବେଳେ … Read More

ଜଳ ଜୀବନ ମିଶନ ସ୍କାମ୍: ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଗିରଫ

ଜୟପୁର: ଜୟପୁରରେ ପୁଣି ଥରେ ଏକ ବଡ଼ ଠକେଇ ହଇଚଇ ସୃଷ୍ଟି କରିଛି। ଦୀର୍ଘ ସମୟ ଧରି ତଦନ୍ତ ଚାଲିଥିବା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ସୁବୋଧ ଅଗ୍ରୱାଲଙ୍କୁ ଶେଷରେ ନୂଆଦିଲ୍ଲୀରୁ ଗିରଫ କରାଯାଇଛି। ତାଙ୍କୁ ଅଧିକ ପଚରାଉଚରା ପାଇଁ ଖୁବ୍ ଶୀଘ୍ର … Read More

ପୁନଃ ନିର୍ବାଚିତ ହେଲେ ପ୍ରଥମରୁ ପିଜି ଯାଏଁ ମାଗଣା ଶିକ୍ଷା, ଛାତ୍ରୀମାନଙ୍କ ପାଇଁ ଷ୍ଟାଇପେଣ୍ଡ ବ୍ୟବସ୍ଥା

ନୂଆଦିଲ୍ଲୀ: ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ଏକ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା କରିଛନ୍ତି। ଯଦି ସେ ପୁନଃ ନିର୍ବାଚିତ ହୁଅନ୍ତି ତେବେ ପ୍ରାଥମିକ ଶିକ୍ଷା ଠାରୁ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହା … Read More