ବସ୍-ପିକ ଅପ୍ ଧକ୍କା; ୧୦ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିବା ବେଳେ ଛିନ୍ଦୱାଡ଼ାର ନାଗପୁର ରୋଡର ସିମାରିୟା ନିକଟରେ … Read More

୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି

ନୂଆଦିଲ୍ଲୀ: ଇରାନ ଉପରେ ଆକ୍ରମଣ ବନ୍ଦ । ୧୦ ଦିନ ପାଇଁ ଟ୍ରମ୍ପଙ୍କ ଯୁଦ୍ଧବିରତି । ଇରାନ ଉପରେ ୧୦ ଦିନ ପାଇଁ ଆକ୍ରମଣ ସ୍ଥଗିତ ରଖିଲା ଆମେରିକା । ଏହି ସମୟ ମଧ୍ୟରେ ଇରାନର ବିଦ୍ୟୁତ ଓ ଶକ୍ତି ଭିତ୍ତିଭୂମି … Read More

ନେପାଳ ପ୍ରଧାନମନ୍ତ୍ରୀ ଭାବେ ହିନ୍ଦୁ ରୀତିନୀତିରେ ଶପଥ ନେଲେ ବାଲେନ୍ ଶାହ, ଅଭିନନ୍ଦନ ଜଣାଇଲେ ମୋଦୀ

କାଠମାଣ୍ଡୁ: ନେପାଳ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାସନାଲ ଇଣ୍ଡିପେଣ୍ଡେଣ୍ଟ ପାର୍ଟି ନେତା ବାଲେନ ଶାହ ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ସେ ନେପାଳର ୪୭ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି।  ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ ସମ୍ବିଧାନର ଧାରା … Read More

୩ଦିନିଆ ଓଡିଶା ଗସ୍ତରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ। ୩ଦିନିଆ ଗସ୍ତରେ ଓଡିଶା ଆସିଛନ୍ତି ଶ୍ରୀ ଦ୍ୱିବେଦୀ। ଭାରତୀୟ ସ୍ଥଳ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ ତିନି ଦିନିଆ ଓଡିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ଶ୍ରୀ … Read More

ବସ୍‌-ଟ୍ରକ ମୁହାଁମୁହିଁ : ଜଳିଗଲା ବସ୍, ୧୩ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଗୁରୁବାର ସକାଳେ ଆନ୍ଧ୍ର ପ୍ରଦେଶର ମାର୍କାପୁରମ୍ ଜିଲ୍ଲାରେ ଏକ ଘରୋଇ ଟ୍ରାଭେଲ୍ସ ବସ୍‌ ଏକ ଟିପ୍ପର ଟ୍ରକ ସହିତ ଧକ୍କା ହୋଇ ନିଆଁ ଲାଗିଯିବାରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ସକାଳ ପ୍ରାୟ ୬ଟାରେ ହରିକୃଷ୍ଣ ଟ୍ରାଭେଲ୍ସର ବସ୍‌ଟି ତେଲେଙ୍ଗାନାର … Read More

ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଜରୁରୀ ସୂଚନା: ବିନା KYCରେ ଚାଲିବନି ଫେସବୁକ୍-ଇନଷ୍ଟାଗ୍ରାମ !

ନୂଆଦିଲ୍ଲୀ: ଆଜିର ସମୟରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। କିନ୍ତୁ ଏହା ସହିତ ଜଡିତ ସମସ୍ୟା ଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ୍ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ … Read More

ପଦ୍ମା ନଦୀକୁ ଖସିଲା ବସ୍, ୨୩ ମୃତ

ବାଂଲାଦେଶ : ବାଂଲାଦେଶର ରାଜବାରୀ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ପଦ୍ମା ନଦୀକୁ ଖସିପଡିଛି। ଦୁର୍ଘଟଣାରେ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ଏବଂ ନିଖୋଜ … Read More

ଆବୁଧାବିରେ ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ, ୩ ଆହତ

ନୂଆଦିଲ୍ଲୀ: ମିସାଇଲ୍ ମାଡ଼ରେ ଭାରତୀୟଙ୍କ ମୃତ୍ୟୁ । ୟୁଏଇର ରାଜଧାନୀ ଆବୁଧାବିରେ ଏକ ବଡ଼ ଧରଣର ମିସାଇଲ୍ ଆକ୍ରମଣ ।  ଏକ ବାଲିଷ୍ଟିକ ମିସାଇଲକୁ ଆକାଶମାର୍ଗରେ ଧ୍ୱଂସ କରାଯାଇଥିଲା, କିନ୍ତୁ ଏହାର ଭଙ୍ଗା ଅଂଶ ସ୍ୱେହାନ ଷ୍ଟ୍ରିଟ୍ ରେ ପଡ଼ିବାରୁ ଜଣେ … Read More

ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା

ନୂଆଦିଲ୍ଲୀ : ​ସେନା ମେଡାଲ୍ ବିଜେତାଙ୍କୁ ସମ୍ମାନ। ଆଜୀବନ ଟ୍ରେନ୍ ଯାତ୍ରା ମାଗଣା! । ପ୍ରତିରକ୍ଷା ବିଭାଗ ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ସେନା, ନୌସେନା କିମ୍ବା ବାୟୁସେନା ମେଡାଲ୍ ପାଇଥିବା ବୀର ଏବଂ ସେମାନଙ୍କ ପରିବାର ପାଇଁ ହୋଇଛି ଏହି … Read More

ନାୟାରାରେ ବଢ଼ିଲା ତୈଳ ଦର, ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା

ନୂଆଦିଲ୍ଲୀ: ନାୟାରା ପେଟ୍ରୋଲ ପମ୍ପରେ ବଢ଼ିଲା ଦର । ଲିଟର ପିଛା ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ୩ ଟଙ୍କା ମହଙ୍ଗା ହେଲା । ଦେଶର ସବୁଠାରୁ ବଡ଼ ଘରୋଇ ତୈଳ କମ୍ପାନୀ ନାୟାରା ଏନର୍ଜି ପେଟ୍ରୋଲ ଏବଂ ଡିଜେଲ … Read More