ସୋନମ ୱାଙ୍ଗଚୁକଙ୍କ ଉପରୁ NSA କଟକଣା ହଟାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ୱାଙ୍ଗଚୁକଙ୍କ ଉପରୁ NSA ହଟିଲା । ମୁକ୍ତ ହେବେ ଲଦାଖ ଆନ୍ଦୋଳନକାରୀ ସୋନମ ୱାଙ୍ଗଚୁକ । କେନ୍ଦ୍ର ସରକାର ହଟାଇଲେ NSA କଟକଣା । ୧୭୦ ଦିନ ପରେ ଜେଲରୁ ବାହାରିବେ ସୋନମ ୱାଙ୍ଗଚୁକ। ଲଦାଖର ଜଣାଶୁଣା ପରିବେଶବିତ୍ ଏବଂ … Read More
