UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ, ଅନୁଜ ଅଗ୍ନିହୋତ୍ରୀ ପ୍ରଥମ

ନୂଆଦିଲ୍ଲୀ : UPSC ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ । ଚଳିତଥର ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଛନ୍ତି । ଦ୍ବିତୀୟରେ ରାଜେଶ୍ବରୀ ସୁଭେ ଏମ, ୩ୟରେ ଅକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଅରୋରା, … Read More

ବାୟୁସେନାର ସୁଖୋଇ-୩୦ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

ନୂଆଦିଲ୍ଲୀ: ବାୟୁସେନାର ସୁଖୋଇ-୩୦ ବିମାନ କ୍ରାସ୍ । ଆସାମରେ ବାୟୁସେନାର ସୁଖୋଇ ଯୁଦ୍ଧବିମାନ ଦୁର୍ଘଟଣାଗ୍ରସ୍ତ । ସୁଖୋଇ (Su-30MKI) ଯୁଦ୍ଧବିମାନ କାଲି ସନ୍ଧ୍ୟାରେ ଆସାମରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଯୋରହାଟ ଏୟାରବେସରୁ ଏକ ପ୍ରଶିକ୍ଷଣ ଉଡ଼ାଣ ପାଇଁ ବାହାରିଥିଲା । … Read More

ରୁଷିଆରୁ ତେଲ କିଣିବ ଭାରତ, ଅନୁମତି ଦେଲା ଆମେରିକା

ନୂଆଦିଲ୍ଲୀ: ରୁଷିଆରୁ ତେଲ କିଣିପାରିବ ଭାରତ ।  ଭାରତକୁ ରୁଷିଆରୁ ତେଲ କିଣିବା ପାଇଁ ଆମେରିକାର ଅନୁମତି ।  ତେବେ କେବଳ ୩୦ ଦିନର ଅସ୍ଥାୟୀ ଅନୁମତି ମିଳିଛି ।  ଆମେରିକାର ଅର୍ଥମନ୍ତ୍ରୀ ସ୍କଟ୍ ବେସେଣ୍ଟ ଏକ ଟ୍ୱିଟ୍ କରି କହିଛନ୍ତି, ବିଶ୍ୱ … Read More

କଲେଜ ଛାତ୍ରୀଙ୍କୁ ହତ୍ୟା ଉଦ୍ୟମ

ଗୋପ: କଲେଜ ଛାତ୍ରୀଙ୍କୁ ବ୍ଲେଡରେ ଆକ୍ରମଣ । ପରୀକ୍ଷା ଦେବାକୁ ଯାଉଥିବା ବେଳେ ହତ୍ୟା ଉଦ୍ୟମ । ପୁରୀ ଜିଲ୍ଲା ଗୋପ ଥାନା ନାଗପୁରର ଅଭାବନୀୟ ଘଟଣା । ଛାତ୍ରୀ ଜଣକ ଗୋପ କଲେଜରେ +2 ପରୀକ୍ଷା ଦେବାକୁ ଯାଉଥିଲେ । ଘର … Read More

ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

ନୂଆଦିଲ୍ଲୀ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଗୁରୁବାର ଦିନ ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ନିର୍ଦ୍ଧାରିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିଛି। ଖୁବଶୀଘ୍ର CBSE ଏହି ପ୍ରାର୍ଥୀମାନଙ୍କ ପାଇଁ ଫଳାଫଳ … Read More

ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ହଠାତ୍ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କର ଏହି ପଦକ୍ଷେପକୁ ଏକ ପ୍ରମୁଖ ରାଜନୈତିକ ଘଟଣା ବୋଲି ବିବେଚନା କରାଯାଉଛି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ … Read More

ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଭାରତ ସରକାର, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ

ନୂଆଦିଲ୍ଲୀ : ଇରାନର ଦିବଙ୍ଗତ ସର୍ବୋଚ୍ଚ ନେତା ଆୟତୁଲ୍ଲା ଅଲୀ ଖାମେନେଇଙ୍କୁ ଭାରତ ସରକାର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବୈଦେଶିକ ସଚିବ ବିକ୍ରମ ମିସ୍ରି ନୂଆଦିଲ୍ଲୀ ସ୍ଥିତ ଇରାନୀ ଦୂତାବାସରେ ପହଞ୍ଚି ଶୋକ ପୁସ୍ତିକା ଉପରେ ଦସ୍ତଖତ କରିଛନ୍ତି । … Read More

ଆମେରିକୀୟ ତେଲ ଟ୍ୟାଙ୍କର ଜାହାଜକୁ ଉଡ଼ାଇଲା ଇରାନ

ନୂଆଦିଲ୍ଲୀ : ଭାରତ ମହାସାଗରରେ ଇରାନ ଯୁଦ୍ଧ ଜାହାଜକୁ ଆମେରିକା ଆକ୍ରମଣ କରି ବୁଡ଼ାଇ ଦେବାର କିଛି ଘଣ୍ଟା ପରେ ପ୍ରତିଶୋଧ ନେଇଛି ଇରାନ । ଯେଶାକୁ ତେଶା ନୀତିରେ ଆମେରିକାର ଜାହାଜକୁ ଆଟାକ କରିଛି ଇରାନ ଇସ୍ଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପ୍ସ … Read More

ରଙ୍ଗ ଲଗାଇବାରୁ ୪ ବର୍ଷର ନାତି ଉପରେ ଗରମ ପାଣି ପକାଇଲା ଜେଜେ ମା

ନାଗପୁର : ବୁଧବାର ଦିନ ସାରା ଦେଶରେ ଧୁମଧାମରେ ହୋଲି ପାଳନ ହେଉଥିବା ବେଳେ ମହାରାଷ୍ଟ୍ର ନାଗପୁରର କୋରାଡିରେ ଅଘଟଣ ଘଟିଛି । ହୋଲି ଯୋଗୁଁ ଲୋକ ପରସ୍ପରକୁ ରଙ୍ଗ ବୋଳି ଖୁସି ମନାଉଥିବା ବେଳେ ଏକ ଚାରି ବର୍ଷର ଶିଶୁ ରଙ୍ଗ … Read More

ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର

ନୂଆଦିଲ୍ଲୀ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହ ଏବଂ ଏନଡିଏ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ନୀତୀଶ କୁମାର, ବିଜେପି ସଭାପତି ନୀତିନ ନବୀନଙ୍କ ସମେତ ୫ … Read More