ସମୁଦ୍ରରେ ନିଆଁ ପିଣ୍ଡୁଳା ପାଲଟିଲା ଡଙ୍ଗା, ୮୦ ନିଖୋଜ

ଫିଲିପାଇନ୍ସ : ଫିଲିପାଇନ୍ସର ପାଲାୱାନରେ ଭୟଙ୍କର ଅଗ୍ନିକାଣ୍ଡ । ସମୁଦ୍ର ମଝିରେ ଜଳିଗଲା ଡଙ୍ଗା । ନିଆଁରେ ଘେରିଯିବା ପରେ ଚାରିଆଡ଼େ ଖେଳିଗଲା ଆତଙ୍କ । ଏହି ଦୁର୍ଘଟଣାରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ୮୭ ଜଣ ଏବେବି ନିଖୋଜ ଅଛନ୍ତି … Read More

୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ, ଶନିବାର ପିଏମ୍ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା !

ନୂଆଦିଲ୍ଲୀ : ୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ । ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଦ୍ୱିପାକ୍ଷିକ ଆଲୋଚନାର ସମ୍ଭାବନା ରହିଛି। ୧୨ ଓ ୧୩ ରେ ନୂଆଦିଲ୍ଲୀରେ ହେଉଥିବା ୧୮ତମ BRICS ଶିଖର … Read More

ବିଜେପିର ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ନିଯୁକ୍ତ; ବୈଜୟନ୍ତ ପଣ୍ଡାଙ୍କୁ ଓବିସି ମୋର୍ଚ୍ଚା ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ସଂଗଠନର ୭ଟି ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀଙ୍କ ନାମ ଘୋଷଣା କରିଛି। ବସ୍ତୀର ଲୋକସଭା ସାଂସଦ ହରିଶ ଦ୍ୱିବେଦୀଙ୍କୁ ଯୁବ ମୋର୍ଚ୍ଚାର ପ୍ରଭାରୀ କରାଯାଇଥିବା ବେଳେ ରାଜସ୍ଥାନର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ … Read More

ଚୀନ୍‌ ବନ୍ଦରରେ ମାଲବାହୀ ଜାହାଜରେ ନିଆଁ: ୨୦ ମୃତ, ୫ ନିଖୋଜ

ବେଜିଂ: ଚୀନ୍‌ର ଏକ ବନ୍ଦରରେ ଏକ ମାଲବାହୀ ଜାହାଜରେ ନିଆଁ ଲାଗିବା ଯୋଗୁ ୨୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ନିଖୋଜ ଅଛନ୍ତି। ଜାହାଜଟି ଉତ୍ତର-ପୂର୍ବ ଚୀନ୍ ଉପକୂଳରେ ଥିବା ଏକ ପ୍ରମୁଖ ଜାହାଜ ଚଳାଚଳ କେନ୍ଦ୍ର କ୍ୱିଂଡାଓ ବନ୍ଦରରେ … Read More

ଜୋର୍ଡାନରେ ଇରାନର ବଡ଼ ଆକ୍ରମଣ: ଆମେରିକୀୟ ଏୟାରବେସ୍ କୁ ଟାର୍ଗେଟ୍

ଅମ୍ମାନ: ଗତ କିଛି ଦିନ ମଧ୍ୟରେ ଆମେରିକା ଅନେକ ଇରାନୀ ତେଲ ଟ୍ୟାଙ୍କରକୁ ନଷ୍ଟ କରିଦେଇଛି। ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) କହିଥିଲା ଯେ ଆମେରିକାର ଏହି ଆକ୍ରମଣର ଜବାବ ଖୁବ୍ ଶୀଘ୍ର ଦେବ। CBS ରିପୋର୍ଟ ଅନୁଯାୟୀ, … Read More

ରିପବ୍ଲିକାନ୍ ବହୁମତ ବଜାୟ ରଖିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର, ଘୋଷଣା କଲେ ଟ୍ରମ୍ପ

ୱାଶିଂଟନ: ଆମେରିକୀୟଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ନଭେମ୍ବର ମଧ୍ୟବର୍ତ୍ତୀ ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପ୍ରତିନିଧି ସଭା ଓ ସିନେଟ୍‌ରେ ବହୁମତ ବଜାୟ ରଖିଲେ, ପ୍ରତ୍ୟେକ ବୟସ୍କ ଆମେରିକୀୟଙ୍କୁ ୫,୦୦୦ ଡଲାର ଦିଆଯିବ ବୋଲି ଟ୍ରମ୍ପ କହିଛନ୍ତି। … Read More

ନୂଆ ଜାତିସଂଘ ମାନଚିତ୍ରରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇ ଚୀନ୍‌କୁ ନେଇ ଅସଙ୍ଗତି ଉପରେ ଭାରତର ଆପତ୍ତି

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶ ଓ ଅକ୍ସାଇ ଚୀନ୍‌କୁ ନେଇ ଜାତିସଂଘର ନୂଆ ବିଶ୍ୱ ମାନଚିତ୍ରରେ ଦେଖାଯାଇଥିବା ଅସଙ୍ଗତି ଉପରେ ଭାରତ ଆପତ୍ତି ଜଣାଇଛି। ନୂଆ ମାନଚିତ୍ରରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇ ଚିନ୍‌କୁ ଭାରତ ଓ ଚୀନ୍‌ର ନିଜ ନିଜ ଦାବି … Read More

ଦେଶର ୭ଟି ରେଲୱେ ପ୍ରୋଜେକ୍ଟ ହେବ ଫୋର୍ ଲେନ୍, ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ରେ ହୋଇଥିବା କ୍ୟାବିନେଟ ମିଟିଂରେ ଭାରତୀୟ ରେଳବାଇକୁ ଆଧୁନିକ ଓ ଅଧିକ କ୍ଷମତାଶୀଳ କରିବା ଦିଗରେ ବଡ଼ ପଦକ୍ଷେପ ନିଆଯାଇଛି । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଦେଶର ୭ଟି ରେଲୱେ … Read More

୨ ଦିନର ଚେଷ୍ଟା ବିଫଳ ! ଫେଲ ମାରିଲେ ଇଂଜିନିୟର୍ସ, ଟିକେ ବି ହଲିଲେନି ମହାବୀର

ଉଜ୍ଜୟିନୀ: ଧର୍ମ ଏବଂ ଆଧ୍ୟାତ୍ମିକତାର ନଗରୀ ଉଜ୍ଜୟିନୀରେ ସିଂହସ୍ଥ ୨୦୨୮ ମସିହାର ପ୍ରସ୍ତୁତି ପାଇଁ ଚାଲିଥିବା ରାସ୍ତା ପ୍ରଶସ୍ତୀକରଣ ଅଭିଯାନ ମଧ୍ୟରେ ଏକ ଅନନ୍ୟ ଏବଂ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି । ଫେଲ ମାରିଲେ ଇଂଜିନିୟର୍ସ । କାମ କଲାନି ବଡ଼ … Read More

ବନ୍ୟା ପରେ ନେପାଳରେ ଭୂକମ୍ପ ଝଟକା, ତୀବ୍ରତା ୫.୩

ନେପାଳ : ମଙ୍ଗଳବାରରେ ନେପାଳର ମୁସ୍ତାଙ୍ଗରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୩ ଥିବା ରିକ୍ଟର ସ୍କେଲରେ ମପାଯାଇଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ  ସୃଷ୍ଟି କରିଥିଲା ​​ଏବଂ ଲୋକେ ଭୟରେ ଘରୁ ବାହାରକୁ ଦୌଡି ଆସିଥିଲେ … Read More