ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୫୫ ମୃତ
ନୂଆଦିଲ୍ଲୀ: ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ । କାବୁଲ ଓ କାନ୍ଦାହାରରେ ବୋମାମାଡ଼ । ଭୟଙ୍କର ରୂପ ନେଇଛି ଆଫଗାନିସ୍ତାନ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସୀମା ବିବାଦ । ଆଜି ସକାଳୁ ପାକିସ୍ତାନ ବାୟୁସେନା ଆଫଗାନିସ୍ତାନର ରାଜଧାନୀ କାବୁଲ ଏବଂ କାନ୍ଦାହାର … Read More
