ନାଇଜେରିଆରେ ସଡକ ଦୁର୍ଘଟଣା, ୩୦ ମୃତ

ନାଇଜେରିଆ: ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ ଯାଇ … Read More

ଜାପାନ ​​ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୋଦି

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ରବିବାର ଏକ ଐତିହାସିକ ବିଜୟ ହାସଲ କରିଛନ୍ତି । ଭୋଟ୍ ଶେଷ ହେବାର ଦୁଇ ଘଣ୍ଟା ମଧ୍ୟରେ ତାକାଇଚିଙ୍କ ମେଣ୍ଟ ବହୁମତ ପାଇଁ ଆବଶ୍ୟକ ୨୩୩ ଆସନ ଅତିକ୍ରମ କରିଛି । ତାଙ୍କ ଲିବରଲ୍ … Read More

ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ … Read More

କାରରୁ ମିଳିଲା ୩ ମୃତଦେହ

ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ପିରାଗଢ଼ୀ ଫ୍ଲାଏଓଭରରେ ପାର୍କିଂ ହୋଇଥିବା ଏକ କାର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ପୁଲିସ ସୂଚନା ଅନୁଯାୟୀ, ଅପରାହ୍ନ ୩.୫୦ ସମୟରେ ଏକ PCR କଲ୍ ଆସିଥିଲା ​​ଯେ, ପିରାଗଢ଼ୀ ଫ୍ଲାଏଓଭରରେ ଏକ ଧଳା … Read More

ମାଲେସିଆରୁ ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର କୁଆଲାଲମ୍ପୁରରୁ ତାଙ୍କର ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମାଲେସିଆ ଗସ୍ତ ସାରି ସ୍ୱଦେଶ ଫେରିଛନ୍ତି । ଏହି ଗସ୍ତ ସମୟରେ ସେ … Read More

ବାୟୁସେନାରେ ସାମିଲ ହେବ ଆଉ ୧୧୪ ରାଫେଲ୍

ନୂଆଦିଲ୍ଲୀ: ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା … Read More

ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ କ୍ରାସ୍, ୨ ଆହତ

କର୍ଣ୍ଣାଟକ: କର୍ଣ୍ଣାଟକର ବିଜୟପୁରରୁ ଆସିଛି ଏକ ବଡ଼ ଖବର । ଏଠାରେ ଏକ ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ କ୍ୟାପ୍ଟେନ୍ ଏବଂ ଟ୍ରେନି ପାଇଲଟ୍ ଭାବରେ ଚିହ୍ନଟ କରାଯାଇଛି । … Read More

ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର, ୧୦ ଟି ଟ୍ରେନର ଭଡ଼ା ହେବ ଶସ୍ତା

ନୂଆଦିଲ୍ଲୀ: ଲକ୍ଷ ଲକ୍ଷ ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଦୀର୍ଘ ଦିନର ଦାବି ଉପରେ ରେଳବାଇ ଏବେ ଏକ ବଡ଼ ନିଷ୍ପତ୍ତି ନେଇଛି । ଏପ୍ରିଲ ମଧ୍ୟଭାଗରୁ ଦେଶର ୧୦ଟି ପ୍ରମୁଖ ଟ୍ରେନରୁ ସୁପରଫାଷ୍ଟ ମାନ୍ୟତା ହଟାଇ … Read More

ବାଂଲାଦେଶର ହିନ୍ଦୁ ନେତା ରମେଶ ଚନ୍ଦ୍ର ସେନଙ୍କ ଜେଲରେ ମୃତ୍ୟୁ

ବାଂଲାଦେଶ: ବାଂଲାଦେଶର ଅନ୍ୟତମ ହିନ୍ଦୁ ନେତା ଏବଂ ପୂର୍ବତନ ମନ୍ତ୍ରୀ ହେଉଛନ୍ତି ରମେଶ ଚନ୍ଦ୍ର ସେନ । ଯାହାଙ୍କ ବିଷୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଶନିବାର ଦିନ ଜେଲରେ ତାଙ୍କ ସ୍ବାସ୍ଥ୍ୟ ଅସୁସ୍ଥ ହେବା ପରେ ମୃତ୍ୟୁ ଘଟିଛି … Read More

ମାର୍ଚ୍ଚ ୩୧ ଡେଡ୍ ଲାଇନ୍, ଦେଶରୁ ନକ୍ସଲବାଦ ହେବ ସଫା

ନୂଆଦିଲ୍ଲୀ: ମାଓବାଦୀ ଶେଷ କରିବାକୁ ମାଷ୍ଟର ପ୍ଲାନ । ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦ ସମ୍ପୂର୍ଣ୍ଣ ଶେଷ କରିବା ପାଇଁ ସରକାର ରଖିଥିବା ଲକ୍ଷ୍ୟକୁ ନେଇ ତିନି ଦିନିଆ ଛତିଶଗଡ଼ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗତକାଲି … Read More