କଲମ୍ବିଆରେ ବିମାନ ଦୁର୍ଘଟଣା, ୧୫ ମୃତ

ଭେନେଜୁଏଲା : କଲମ୍ବିଆରେ ମର୍ମନ୍ତୁଦ ବିମାନ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ସରକାରୀ ଏୟାରଲାଇନ୍ସ Satena ର ‘Beechcraft 1900’ ଟ୍ୱିନ୍-ପ୍ରୋପେଲର୍ ବିମାନ ଦୁର୍ଘଟଣାଗସ୍ତ ହୋଇଛି । ବିମାନଟି କୁକୁଟା ରୁ ଓକାନା ଅଭିମୁଖେ ଯାଉଥିବା … Read More

ଦିଲ୍ଲୀର ୪ଟି ଘରୋଇ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଦିଲ୍ଲୀର ଚାରୋଟି ଘରୋଇ ସ୍କୁଲକୁ ଇମେଲ୍ ମାଧ୍ୟମରେ ବୋମା ଧମକ ମିଳିଛି । ଘଟଣା ସମ୍ପର୍କରେ ପୋଲିସ ସୂଚନା ପାଇବା ପରେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡିଛି । କିନ୍ତୁ ଏପର୍ଯ୍ୟନ୍ତ ସୁଦ୍ଧା କୌଣସି ସନ୍ଦେଜନକ ଜିନିଷ ମିଳିନାହିଁ । … Read More

କମିବାର ନାଁ ନେଉନି ସୁନା ଓ ରୁପା ଦର, ରୂପା ୪ଲକ୍ଷ, ସୁନା ୧.୭ଲକ୍ଷ ଟପିଲା

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ କମିବାର ନାଁ ନେଉନି । ଗତ ୨୭ ତାରିଖ ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୫୧୪ ଟଙ୍କା ବୃଦ୍ଧି ପାଇ ୧.୬ଲକ୍ଷ ପାର୍ କରିଛି । ରୂପା ଦାମ୍ … Read More

ଅଜିତଙ୍କୁ ଝୁରୁଛନ୍ତି ସମର୍ଥକ; ଆହତଙ୍କ ସାହାଯ୍ୟ ପାଇଁ ପ୍ରୋଟୋକଲ୍ ଭାଙ୍ଗିଥିଲେ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ଆଜି ଦେହାନ୍ତ ହୋଇଛି । ବାରାମତିର ଏୟାରଷ୍ଟ୍ରିପ୍ ନିକଟରେ ଏକ ବିମାନ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ତାଙ୍କ ପରିବାର ଏବଂ ସମର୍ଥକମାନେ ମର୍ମାହତ ହୋଇପଡିଛନ୍ତି … Read More

ବିମାନ ଦୁର୍ଘଟଣାରୁ ଅଳ୍ପକେ ବଞ୍ଚିଲେ ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ରାଜସ୍ଥାନ : ଆଜି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ବିମାନ ଦୁର୍ଘଟଣା ପରେ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଥାନ କଂଗ୍ରେସ ପ୍ରଭାରୀ ସୁଖଜିନ୍ଦର ସିଂ ରନ୍ଧାୱାଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଏବେ ଜୟପୁରରେ ଲ୍ୟାଣ୍ଡିଂ କରିପାରିନଥିଲେ । … Read More

ପ୍ରଥମ ଅବତରଣ ବିଫଳ ପରେ ମାନୁଆଲ୍ ପଦ୍ଧତିରେ ଅବତରଣ କରିବାକୁ ଚେଷ୍ଟା କରିଥିଲେ ପାଇଲଟ

ମହାରାଷ୍ଟ୍ର : VT-SSK ବିମାନଟି ଆଜି ସକାଳ ପ୍ରାୟ ୮:୧୦ ସମୟରେ ମୁମ୍ବାଇରୁ ବାରାମତୀ ଅଭିମୁଖେ ବାହାରିଥିଲା । ପ୍ରାୟ ୮:୪୫ ସମୟରେ ବାରାମତୀ ଏୟାରପୋର୍ଟରେ ଅବତରଣ କରିବା ବେଳେ ଏହା ରନୱେରୁ ବାହାରକୁ ଖସିଯାଇଥିଲା । ପୁଣେ-ବାରାମତୀ ଅଞ୍ଚଳରେ ପ୍ରବଳ କୁହୁଡ଼ି … Read More

ଆମେରିକାରେ ବରଫ ଝଡ଼, ଗଲାଣି ୪୦ରୁ ଅଧିକ ଜୀବନ

ଆମେରିକା : ଆମେରିକାରେ ଗତ ଜାନୁଆରୀ ୨୫ତାରିଖରୁ ଆରମ୍ଭ ହୋଇଥିବା ବରଫ ଝଡ ଏବେ ଅଧିକ ଘାତକ ହେବାରେ ଲାଗିଲାଣି । ଏହା ଏବେସୁଦ୍ଧା ୪୨ଟି ଜୀବନ ନେଇ ସାରିଥିବା ବେଳେ ଜନଜୀବନ ଏକପ୍ରକାର ଠପ୍ ହୋଇଯାଇଛି । ପ୍ରବଳ ବରଫପାତ ସାଙ୍ଗକୁ … Read More

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ ଆଗରେ ରହିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ : ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ ।  ପ୍ରଥମ ଦିନରେ ଅଭିଭାଷଣ ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  କହିଛନ୍ତି, ପ୍ରତି କ୍ଷେତ୍ରରେ ଦେଶ ଆଗକୁ ବଢ଼ୁଛି, ସାରା ବିଶ୍ବରେ ଭାରତର ଚର୍ଚ୍ଚା ହେଉଛି। ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଭାରତ … Read More

ଅଜିତ ପାୱାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର : ମହାରାଷ୍ଟ୍ର ବାରାମତିରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଉପମୁଖ୍ୟମନ୍ତ୍ରୀଙ୍କ ଦେହାନ୍ତ ପରେ ରାଜନୈତିକ ମହଲରେ ଖେଳିଯାଇଛି ଶୋକର ଛାୟା । ଅଜିତଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ … Read More

ବ୍ରହ୍ମପୁତ୍ରରେ ବୁଡ଼ିଲା ଡଙ୍ଗା, ୬ ନିଖୋଜ

ଆସାମ : ଆସାମ ବାରପେଟା ଜିଲ୍ଲାରେ ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଛଅ ଜଣ ନିଖୋଜ ହୋଇଥିବା ଖବର ମିଳିଛି। ୨୨ ଜଣ ଏକ ଡଙ୍ଗାରେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ବେଳେ ବୁଡ଼ିଯାଇଥିଲା । ଏନଡିଆରଏଫ ଓ ଏସଡିଆରଏଫଙ୍କ ସହ ସ୍ଥାନୀୟ … Read More