୬୧ ହଜାର ଯୁବକ, ଯୁବତୀଙ୍କୁ ଚାକିରି ବାଣ୍ଟିଲେ ମୋଦୀ

ନୂଆଦିଲ୍ଲୀ: ନିଯୁକ୍ତିପତ୍ର ପାଇଲେ ୬୧ହଜାରରୁ ଅଧିକ ଯୁବକ, ଯୁବତୀ । ଆଜି ୧୮ତମ ରୋଜଗାର ମେଳା ଅବସରରେ ଏହି ନିଯୁକ୍ତିପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି … Read More

ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ ହାଇକୋର୍ଟଙ୍କ ଚେତାବନୀ, ପ୍ରଦୂଷଣ କମ୍ ନ ହେଲେ ମିଳିବନି ଦରମା

ମୁମ୍ବାଇ : ମୁମ୍ବାଇରେ ବାୟୁ ପ୍ରଦୂଷଣ ବୃଦ୍ଧିକୁ ନେଇ ବମ୍ବେ ହାଇକୋର୍ଟ ମୁମ୍ବାଇ ଏବଂ ନଭି ମୁମ୍ବାଇ ନଗର ନିଗମ ଅଧିକାରୀଙ୍କୁ କଠୋର ଚେତାବନୀ ଦେଇଛନ୍ତି । ଯଦି ଅଧିକାରୀମାନେ ପ୍ରଦୂଷଣ କମ୍ କରିବା ଲାଗି ଉଦ୍ଦିଷ୍ଟ ଆଦେଶ ପାଳନ ନ କରିବେ … Read More

ଝିଅକୁ ପିଟି ପିଟି ହତ୍ୟା କଲା ବାପା

ହରିୟାଣା : ନିଜ ଜନ୍ମ କଲା ଝିଅକୁ ହତ୍ୟା କଲା ବାପା । ହୋମୱାର୍କ ନ କରିବାରରୁ ୪ବର୍ଷର ଝିଅକୁ ପିଟି ପିଟି ହତ୍ୟା କଲା । ହରିୟାଣା ଫରିଦାବାଦରେ ଚାଞ୍ଚଲ୍ୟ । ଫରିଦାବାଦର ସେକ୍ଟର ୫୮ରେ ଦେଖିବାକୁ ମିଳିଛି ଏପରି ଏକ … Read More

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପାଳନ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ରାଜଧାନୀ ଦିଲ୍ଲୀ ।  ଆକାଶରୁ ପାତାଳ ଜଗିଛି ପୋଲିସ ।  ସମ୍ଭାବ୍ୟ ଅଘଟଣକୁ ଏଡାଇବାକୁ ଦିଲ୍ଲୀରେ ୬ ସ୍ତରୀୟ ସୁରକ୍ଷା ଚକ୍ରବ୍ୟୂହ ରଚିଛନ୍ତି ସୁରକ୍ଷାକର୍ମୀ ।  କେନ୍ଦ୍ର ସରକାର … Read More

ତେଲେଙ୍ଗାନାରେ ପୁଣି ୩ଶହ ବୁଲା କୁକୁରଙ୍କୁ ହତ୍ୟା

ତେଲେଙ୍ଗାନା : ସୀମା ଟପିଲା ବର୍ବରତା । ପୁଣି ୩ଶହ କୁକୁରଙ୍କୁ ହତ୍ୟା । ମାସକରେ ତେଲେଙ୍ଗାନାରେ ୯ଶହ କୁକୁରଙ୍କୁ ହତ୍ୟା । ତେଲେଙ୍ଗାନା ଜଗତିଆଲ ଜିଲ୍ଲା ପେଗଡାପାଲିରେ ଏକ ଗାତରୁ ୩ ଶହ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁକୁରଙ୍କୁ … Read More

ଇଣ୍ଡୋନେସିଆରେ ଭୂସ୍ଖଳନ, ୭ ମୃତ ଓ ୮୨ ନିଖୋଜ

ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂସ୍ଖଳନ । ପଶ୍ଚିମ ଜାଭାର ବାନ୍ଦୁଙ୍ଗ ଅଞ୍ଚଳରେ ଘଟିଥିବା ଏହି ଭୂସ୍ଖଳନରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୮୨ରୁ ଅଧିକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଘଟଣାସ୍ଥଳରେ … Read More

ଉତ୍ତରପ୍ରଦେଶ ବିଭାଜନକୁ ନେଇ ପୁଣି ଆରମ୍ଭ ହେଲା ତର୍କ ବିତର୍କ

ଲକ୍ଷ୍ନୌ: ଭାଗ ଭାଗ ହୋଇଯିବ ଉତ୍ତରପ୍ରଦେଶ! ରାଜ୍ୟ ବିଭାଜନକୁ ନେଇ ପୁଣିଥରେ ଆରମ୍ଭ ହୋଇଯାଇଛି ତର୍କ ବିତର୍କ। ପଶ୍ଚିମ ଉତ୍ତରପ୍ରଦେଶ ପରେ ପୂର୍ବାଞ୍ଚଳକୁ ସ୍ଵତନ୍ତ୍ର ରାଜ୍ୟ ପାଇଁ ଦାବି ଉଠିଛି। ଆମେଠିରେ ଏକ କାର୍ଯ୍ୟକ୍ରମ ସମୟରେ ଦୁଇ ବରିଷ୍ଠ ବିଜେପି ନେତା  … Read More

ବାଂଲାଦେଶ ଏକ ବିଶାଳ ଜେଲ, ଫାଶୀ ସ୍ଥଳ ଓ ମୃତ୍ୟୁର ଉପତ୍ୟକା ପାଲଟିଛି: ଶେଖ୍ ହସିନା

ନୂଆଦିଲ୍ଲୀ: ପଳାୟନ ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଭାଷଣ । ଶେଖ ହସିଣ କହିଛନ୍ତି ଯେ ତାଙ୍କ ଦେଶ ରକ୍ତପାତ ଏବଂ ଅତଳ ଗହଳିର ଧାରରେ ଅଛି । ତାଙ୍କ ପିତା … Read More

ଏନକାଉଣ୍ଟରରେ ଟଳିଲେ ପାକିସ୍ତାନୀ ଆତଙ୍କବାଦୀ

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରର କଠୁଆ ଜିଲ୍ଲାର ବିଲ୍ଲାୱାର ଅଞ୍ଚଳରେ ପୁଲିସ ଓ ସେନା ଏନକାଉଣ୍ଟରରେ ପାକିସ୍ତାନୀ ଆତଙ୍କବାଦୀ ନିହତ । ପୁଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଗୁଇନ୍ଦା ସୂଚନା ପରେ ଏହି ଅଭିଯାନ ଆରମ୍ଭ କରାଯାଇଥିଲା । ଭାରତୀୟ ସେନାର … Read More

ପରାକ୍ରମ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପରାକ୍ରମ ଦିବସରେ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଆଜି ଏକ ଗୌରବମୟ ତାରିଖ । ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମବାର୍ଷିକୀ … Read More