ଯାନ୍ତ୍ରିକ ତ୍ରୁଟି ଲାଗି DC ଅଞ୍ଚଳରେ ଅବତରଣ କଲା ଟ୍ରମ୍ପଙ୍କ ବିମାନ

ଆମେରିକା : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଜି ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଛି । ଟ୍ରମ୍ପ ସ୍ବିଜରଲ୍ୟାଣ୍ଡ ଯାତ୍ରା କରୁଥିବା ସମୟରେ ଏପରି ଘଟଣା ଦେଖିବାକୁ ମିଳିଛି ବୋଲି … Read More

ଜେଲ୍‌ରୁ ଚମ୍ପଟ ମାରିଲେ ୧୫୦୦ ଆଇଏସ୍ କଏଦୀ

ଦାମାସକସ୍: ସିରିଆରେ ଇସଲାମିକ୍ ଷ୍ଟେଟ୍ (ଆଇଏସ୍‌ଆଇଏସ୍‌) କଏଦୀଙ୍କ ବଡ଼ ଧରଣର ପଳାୟନ ରିପୋର୍ଟ ଆଞ୍ଚଳିକ ସୁରକ୍ଷା ପ୍ରତି ଚିନ୍ତା ସୃଷ୍ଟି କରିଛି। କୁର୍ଦିସ୍ ୱେବସାଇଟ୍ ରୁଡାଓ ଦାବି କରିଛି ଯେ, ସିରିଆର ଶାଦ୍ଦାଦି ଜେଲ୍‌ରୁ ପ୍ରାୟ ୧,୫୦୦ ଇସଲାମିକ୍ ଷ୍ଟେଟ୍ କଏଦୀ … Read More

ଗଣତନ୍ତ୍ର ପାଇଁ ବିପଦ ଗାନ୍ଧୀ ପରିବାର: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ନୂତନ ବିଜେପି ସଭାପତି ନୀତିନ ନବୀନଙ୍କ “ରାଜଭିଷେକ” ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଭାଷଣରେ କଂଗ୍ରେସ ଦଳକୁ ସିଧାସଳଖ ଟାର୍ଗେଟ କରିଥିଲେ। ସେ କଂଗ୍ରେସ ଉପରେ ଉତ୍ତର-ପୂର୍ବକୁ ଅଣଦେଖା କରିବା ଏବଂ ଅନୁପ୍ରବେଶକାରୀଙ୍କୁ ସମର୍ଥନ କରିବା ଅଭିଯୋଗ କରିଥିଲେ। ଗାନ୍ଧୀ … Read More

ଚୀନରେ କ୍ରମଶଃ ହ୍ରାସ ପାଉଛି ଜନସଂଖ୍ୟା; ୨୦୨୫ରେ କମିଛି ୧୭ ପ୍ରତିଶତ ଜନ୍ମହାର

ବେଜିଂ: ଏକଦା ବିଶ୍ବର ଜନବହୁଳ ରାଷ୍ଟ୍ରଭାବେ ମାନ୍ୟତାଲାଭ କରିଥିବା ଚୀନ୍‌ରେ ଜନସଂଖ୍ୟା କ୍ରମାଗତଭାବେ ହ୍ରାସ ପାଇବାରେ ଲାଗିଛି। ୨୦୨୫ରେ ଚୀନରେ ଜନ୍ମହାର ୧୭ ପ୍ରତିଶତ ହ୍ରାସ ପାଇଥିବାବେଳେ ମୋଟ ଜନସଂଖ୍ୟା ୧୪୦.୪ କୋଟି ରହିଥିବା ପ୍ରକାଶ। ଏଭଳି ସ୍ଥିତି ଚୀନ ସରକାରଙ୍କୁ … Read More

ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ

ନୂଆଦିଲ୍ଲୀ : ନୀତିନ ନବୀନ ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗୃହମନ୍ତ୍ରଣାଳୟ ତରଫରୁ ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ଏହି ସୁରକ୍ଷା ତାଙ୍କୁ ଅଧ୍ୟକ୍ଷ ହେବା ପୂର୍ବରୁ ମିଳିଛି । ନୀତିନ … Read More

ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ

ନୂଆଦିଲ୍ଲୀ : ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ବିଜେପିର ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଆନୁଷ୍ଠାନିକ ଘୋଷଣା ପରେ ଦଳୀୟ ମୁଖ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ … Read More

ମହିଳାଙ୍କ ସହ ଅଶ୍ଳୀଳ ଭିଡିଓ ଭାଇରାଲ; କର୍ଣ୍ଣାଟକ ଡିଜିପି ରାମଚନ୍ଦ୍ର ରାଓ ସସପେଣ୍ଡ

କର୍ଣ୍ଣାଟକ: କର୍ଣ୍ଣାଟକ ଡିଜିପି ତଥା ବରିଷ୍ଠ ଆଇପିଏସ ଅଧିକାରୀ ରାମଚନ୍ଦ୍ର ରାଓଙ୍କୁ ସସପେଣ୍ଡ କରାଯାଇଛି । ସୋସିଆଲ ମିଡିଆରେ ଅଶ୍ଳୀଳ ଭିଡିଓ ଭାଇରଲ ହେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅଧିକାରୀ ଓ ମହିଳାଙ୍କ ଅଶ୍ଳୀଳ ଭିଡ଼ିଓ ସାମ୍ନାକୁ … Read More

ପାକିସ୍ତାନର ଏକ ମଲରେ ଅଗ୍ନିକାଣ୍ଡ; ୨୬ ମୃତ, ୮୧ ନିଖୋଜ

ପାକିସ୍ତାନ : ପାକିସ୍ତାନର କରାଚୀର ଗୁଲ୍ ପ୍ଲାଜା ମଲ୍‌ରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୮୧ ଜଣ ନିଖୋଜ ରହିଛନ୍ତି । ବର୍ତ୍ତମାନ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଛି । ଏବେ … Read More

ଭାରତ ଗସ୍ତରେ ୟୁଏଇ ରାଷ୍ଟ୍ରପତି: ସ୍ବାଗତ କରିବା ପାଇଁ ପ୍ରୋଟୋକଲ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହୟାନ ଆଜି ଭାରତ ଗସ୍ତରେ ଆସିଛନ୍ତି। ସେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରୋଟୋକଲ ଭାଙ୍ଗି ବ୍ୟକ୍ତିଗତ ଭାବେ ବିମାନବନ୍ଦର ଯାଇ ତାଙ୍କୁ ସ୍ବାଗତ କରିଛନ୍ତି। ସବୁଠାରୁ … Read More

ଆମେରିକା ରାଷ୍ଟ୍ରଦୂତ, ସିନେଟରଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ

ନୂଆଦିଲ୍ଲୀ: ଚଢ଼ା ଶୁଳ୍କକୁ ନେଇ ଭାରତ ଓ ଆମେରିକା ସମ୍ପର୍କ ଭିତରେ ତିକ୍ତତା ସୃଷ୍ଟି ହୋଇଥିବା ବେଳେ ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସର୍ଜିଓ ଗୋର ଓ ସିନେଟର ଷ୍ଟିଭ୍‌ ଡାଇନ୍‌ସଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ସାକ୍ଷାତ … Read More