କକ୍ଷପଥରେ ପହଁଞ୍ଚି ପାରିଲାନି ଅନ୍ବେଷା, ଡାଟା ବିଶ୍ଲେଷଣ କରୁଛି ଇସ୍ରୋ
ଆନ୍ଧ୍ରପ୍ରଦେଶ : ଇସ୍ରୋର PSLV-C62 ମିଶନ୍ ଫେଲ୍ । ବୈଷୟିକ ତ୍ରୁଟି କାରଣରୁ କକ୍ଷପଥରେ ପହଁଞ୍ଚିପାରିଲାନି ଅନ୍ବେଷା । ନିୟନ୍ତ୍ରଣ ହରାଇ ହେଲା ଦିଗହରା । ଏ ନେଇ ଡାଟା ବିଶ୍ଲେଷଣ କରୁଛି ଇସ୍ରୋ । କିଛି ସମୟ ପୂର୍ବରୁ ‘ଅନ୍ବେଷା’ର ହୋଇଥିଲା … Read More
