ଦେଶର ଅତ୍ୟାଧୁନିକ ହେଲିକପ୍ଟର DHRUV-NG ଉଦ୍ଘାଟିତ

ନୂଆଦିଲ୍ଲୀ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଠାରେ ପରବର୍ତ୍ତୀ ପିଢ଼ିର ସିଭିଲ୍ ହେଲିକପ୍ଟର DHRUV-NG ଉଦଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାଇଡୁ ଏରୋ ଇଣ୍ଡିଆ ଶୋ’ରେ HAL … Read More

୨୦୨୬ରେ ବେଙ୍ଗଲରେ ବିଜେପି ସରକାର: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ୨୦୨୬ ମସିହାରେ ବେଙ୍ଗଲରେ ବିଜେପି ସରକାର ନିଶ୍ଚିତ ବୋଲି କହିଛନ୍ତି ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ। ଆହୁରି ମଧ୍ୟ ସେ କହିଛନ୍ତି ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ … Read More

ଘାଟିରୁ ଖସିଲା ବସ୍ : ୭ ଯାତ୍ରୀ ମୃତ, ୧୫ ଆହତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍ … Read More

ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ

ମସ୍କୋ- ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ କରିବା ପାଇଁ ଚେଷ୍ଟା କରାଯାଇଥିବା ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍ ସୂଚନା ଦେଇଛନ୍ତି । ୟୁକ୍ରେନ୍‌ ଏହି ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିବା ସେ କହିଛନ୍ତି । ଡିସେମ୍ବର ୨୮ … Read More

୮୦ ବର୍ଷ ବୟସରେ ଆଖି ବୁଜିଲେ ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ବାଂଲାଦେଶ : ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ । ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ବୟସ ଜନିତ ରୋଗରେ ପୀଡ଼ିତ ଥିଲେ । ସେ … Read More

ନୂଆବର୍ଷରେ କାଶୀ ବିଶ୍ୱନାଥଙ୍କ ଦର୍ଶନ ଲାଗି ୨ କିଲୋମିଟର ପର୍ଯ୍ୟନ୍ତ ଲାଗିଛି ଶ୍ରଦ୍ଧାଳୁଙ୍କ ଧାଡ଼ି

ବାରାଣାସୀ: ନୂଆବର୍ଷ ପାଇଁ ଦେଶର ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି । କିଛି ସ୍ଥାନରେ ଲମ୍ବା ଧାଡ଼ି ଲାଗିଥିବାବେଳେ ଅନ୍ୟ ସ୍ଥାନରେ ଠିଆ ହେବା ପାଇଁ ଯଥେଷ୍ଟ ସ୍ଥାନ ନାହିଁ ।  ବିଶ୍ୱାସର ପରିପ୍ରକାଶକୁ ଦୃଷ୍ଟିରେ ରଖି, … Read More

ମୁମ୍ୱାଇରେ ବସ୍ ଦୁର୍ଘଟଣାରେ ୪ ମୃତ, ୯ ଆହତ

ମୁମ୍ୱାଇ : ମୁମ୍ୱାଇରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଭାଣ୍ଡୁପ ୱେଷ୍ଟ ରେଲୱେ ଷ୍ଟେସନ୍ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏକ BEST ବସ୍ ଦୁର୍ଘଟଣାରେ … Read More

ତାଇୱାନ ବିରୋଧରେ ଚୀନର ଯୁଦ୍ଧାଭ୍ୟାସକୁ ସମର୍ଥନ କଲା ରୁଷ

ନୂଆଦିଲ୍ଲୀ: ଚୀନ ତାଇୱାନକୁ ଚାରିପଟୁ ଘେରି ଯୁଦ୍ଧାଭ୍ୟାସ ଆରମ୍ଭ କରିଛି। ସୋମବାର ଚୀନର ପିପୁଲ୍ସ ଲିବରେସନ ଆର୍ମି(ପିଏଲଏ) ‘ଜଷ୍ଟିସ ମିଶନ ୨୦୨୫’ ନାମରେ ବଡ଼ ଧରଣର ସୈନ୍ୟ ଅଭ୍ୟାସ ଆରମ୍ଭ କରିଥିବାବେଳେ ଏଥିରେ ସ୍ଥଳସେନା, ନୌସେନା, ବାୟୁସେନାକୁ ତାଇୱାନର ଚତୁର୍ଦିଗରେ ମୁତୟନ … Read More

ଟ୍ରେନ୍ ଲାଇନଚ୍ୟୁତ: ୧୩ ଯାତ୍ରୀ ମୃତ

ନୂଆଦିଲ୍ଲୀ : ମେକ୍ସିକୋର ଦକ୍ଷିଣ-ପୂର୍ବ ଓଆକ୍ସାକା ଅଞ୍ଚଳରେ ଏକ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମେକ୍ସିକୋ ଉପସାଗର ଏବଂ ପ୍ରଶାନ୍ତ ମହାସାଗର ମଧ୍ୟରେ ଯାତ୍ରା କରୁଥିବା … Read More

ଅଶାନ୍ତ ବାଂଲାଦେଶ: ଜାଳି ଦେଲେ ହିନ୍ଦୁଙ୍କ ଘର

ନୂଆଦିଲ୍ଲୀ:ବାଂଲାଦେଶରେ ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ହିଂସା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ପରଠାରୁ ଦେଶ ଅଶାନ୍ତ ହୋଇପଡ଼ିଛି। ଏହି ସମୟରେ, ଜଣେ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ  ପିଟି ପିଟି ହତ୍ୟା କରଯାଇଥିଲା। … Read More