ହଣ୍ଟାଭାଇରସ୍ ବ୍ୟାପିଥିବା ଜାହାଜରେ ଅଛନ୍ତି ଦୁଇ ଭାରତୀୟ
ନୂଆଦିଲ୍ଲୀ,: ଆଟଲାଣ୍ଟିକ ମହାସାଗରରେ କେପ୍ ଭର୍ଡେ ନିକଟରେ ଅଟକି ରହିଥିବା କ୍ରୁଜ ଜାହାଜ ‘ଏମ୍ଭି ହଣ୍ଡିୟସ୍’ରେ ହଣ୍ଟାଭାଇରସ୍ ବ୍ୟାପିବା ଘଟଣା ଏବେ ସମସ୍ତଙ୍କୁ ଭୟଭୀତ କରିଛି। ଜାହାଜରେ ଥିବା କ୍ରୁ ସଦସ୍ୟଙ୍କ ମଧ୍ୟରେ ଦୁଇଜଣ ଭାରତୀୟ ଅଛନ୍ତି। ଜାହାଜରେ ହଣ୍ଟାଭାଇରସ୍ ବ୍ୟାପିଥିବାବେଳେ ଏଥିରେ … Read More
