ଗଗନାୟନ ମିଶନ ପାଇଁ ସଫଳ ହେଲା ଇସ୍ରୋର ଡ୍ରୋଗ ପାରାସୁଟ୍ ପରୀକ୍ଷଣ

ନୂଆଦିଲ୍ଲୀ: ମାନବ ମିଶନ ଆଡ଼କୁ ଆଉ ପାଦେ ଅଗ୍ରସର ଭାରତ ।  ସଫଳତାର ସହ ଡ୍ରୋଗ ପାରସୁଟ୍ ଡିପ୍ଳଏମେଣ୍ଟ କ୍ବାଲିଫିକେସନ ଟେଷ୍ଟ କଲା ଇସ୍ରୋ ।  ଗଗନାୟନ କ୍ରିୟୁ ମଡ୍ୟୁଲ ପାଇଁ ଏହି ପରୀକ୍ଷା ।  ସଫଳତାର ସହ ଚଣ୍ଡିଗଡ଼ RTRS କେନ୍ଦ୍ରରେ … Read More

ଭୁଶୁଡିଲା ନିର୍ମାଣାଧୀନ ବେସମେଣ୍ଟ, ଚାପି ହୋଇଛନ୍ତି ଅନେକ ଶ୍ରମିକ !

ଆଗ୍ରା : ତାଜ ନଗରୀ ଆଗ୍ରାର ନମକ ମଣ୍ଡି ଅଞ୍ଚଳରେ ବଡ଼ ଅଘଟଣ । ବେସମେଣ୍ଟ ନିର୍ମାଣ ସମୟରେ କାନ୍ଥ ଧସିଯିବାରୁ ଅନେକ ଲୋକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ … Read More

ମହଙ୍ଗା ହେଲା ଟ୍ରେନ୍ ଭଡ଼ା

ନୂଆଦିଲ୍ଲୀ:  ରେଳ ଯାତ୍ରୀଙ୍କ ପକେଟକୁ ଝଟକା । ଦୂର ଯାତ୍ରା ପାଇଁ ମହଙ୍ଗା ହେଲା ରେଳ ଭଡ଼ା ।  ୫୦୦ କିଲୋମିଟିର ପାଇଁ ୧୦ ଟଙ୍କା ବଢ଼ିଲା ଏସି ଟିକେଟ । ଏସି କୋଚ୍ ପାଇଁ କିଲୋମିଟର ପିଛା ୨ ପଇସା … Read More

ନୋଏଡ଼ାରେ ଘନ କୁହୁଡ଼ି ଓ ବାୟୁ ପ୍ରଦୂଷଣ, ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ

ନୂଆଦିଲ୍ଲୀ : ଦିଲ୍ଲୀର ଗ୍ରେଟର ନୋଏଡ଼ାରେ ଧୀରେ ଧୀରେ ଶୀତ ପ୍ରଭାବ ବୃଦ୍ଧି ପାଉଛି  । ଥଣ୍ଡା ବଢିବା ସହ କୁହୁଡ଼ି ମଧ୍ୟ ବଢିବାରେ ଲାଗିଛି । ବାୟୁ ଗୁଣବତ୍ତାରେ ପରିବର୍ତ୍ତନ ହେବାରୁ ଲୋକଙ୍କ ସମସ୍ୟାର କାରଣ ପାଲଟିଛି । ସକାଳେ ଏବଂ … Read More

ଦକ୍ଷିଣ ଆଫ୍ରିକାରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୦ ଆହତ

ଦକ୍ଷିଣ ଆଫ୍ରିକା : ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ … Read More

ଘନେଇଲା ଯୁଦ୍ଧ ବାଦଲ, ଆହୁରି କଡ଼ାକଡ଼ି କଟକଣା ଲାଗୁ କଲେ ଟ୍ରମ୍ପ

ଆମେରିକା : ଘନେଇଲା ଯୁଦ୍ଧ ବାଦଲ । ଭେନେଜୁଏଲା ଉପରେ ଆମେରିକାର କଡ଼ା କାର୍ଯ୍ୟାନୁଷ୍ଠାନ । ଆମେରିକା କବଜାରେ ଦୁଇଟି ବଡ଼ ତେଲ ଟାଙ୍କର । ଆମେରିକା ସରକାର ଭେନେଜୁଏଲା ଉପରେ ଲଗାଯାଇଥିବା କଟକଣାକୁ ଆହୁରି କଡ଼ାକଡ଼ି କଲେ । ଯେଉଁଥିରେ ଭେନେଜୁଏଲାରୁ … Read More

ଦଇଡ଼ାପାନି ଜଙ୍ଗଲରେ ମାଓ ଶିବିର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଛତିଶଗଡ଼: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର ଠାବ ହୋଇଛି। ଶିବିରରେ ମାଓବାଦୀ ନ ଥିବାବେଳେ ସେଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାବାହିନୀ। ସୂଚନା ଅନୁସାରେ, ଗରିଆବନ୍ଦର ମେନପୁର ଅନ୍ତର୍ଗତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର କରି … Read More

ବୀମା ଟଙ୍କା ପାଇଁ ବାପର ଜୀବନ ନେଇଗଲେ ୨ ପୁଅ

ତାମିଲନାଡୁ: ବୀମା ଟଙ୍କା ପାଇଁ ଷଡ଼ଯନ୍ତ୍ର । ବାପକୁ ଶେଷ କରିଦେଲେ ଦୁଇ ପୁଅ । ୩ କୋଟି ଟଙ୍କା ହାତେଇବା ପାଇଁ ପ୍ଲାନ୍ ଥିଲା । ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ବୀମା ଟଙ୍କା ଲୋଭରେ ରକ୍ତ ସମ୍ପର୍କ … Read More

ବିଏମସି ନିର୍ବାଚନରେ ଏକୁଟିଆ ଲଢ଼ିବ କଂଗ୍ରେସ, ଖୁବଶୀଘ୍ର ଜାରି ହେବ ଘୋଷଣାପତ୍ର

ମୁମ୍ବଇ: ବ୍ରିହନମୁମ୍ବଇ ମହାନଗର ନିଗମ(ବିଏମସି) ନିର୍ବାଚନରେ ଏକୁଟିଆ ଲଢ଼ିବ କଂଗ୍ରେସ। ମହାରାଷ୍ଟ୍ର କଂଗ୍ରେସ ପ୍ରଭାରୀ ରମୋ ଚେନ୍ନିଥଲା ଶନିବାର ଏହା ସ୍ପଷ୍ଟ କରିଛନ୍ତି। ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ନିର୍ବାଚନ ମଇଦାନକୁ ଓହ୍ଲାଇବ। ଦଳ ଖୁବଶୀଘ୍ର ନିଜର ଘୋଷଣାପତ୍ର ଜାରି କରିବ। … Read More

ଦିଲ୍ଲୀ ଏନସିଆରରେ ପ୍ରଦୂଷଣ ସ୍ଥିତି ଉତ୍କଟ, ଛୋଟ ପିଲାଙ୍କ ସ୍କୁଲ ଛୁଟି

ନୂଆଦିଲ୍ଲୀ: ଉତ୍ତର ଭାରତରେ ପ୍ରଚଣ୍ଡ ଶୀତ ଲହରୀ ଜାରି ରହିଛି। ଦିନକୁ ଦିନ ତାପମାତ୍ରା ଯେତିକି କମୁଛି ବାୟୁ ଗୁଣବତ୍ତା ମଧ୍ୟ ଖରାପ ହେବାରେ ଲାଗିଛି। ବିଶେଷକରି ଦିଲ୍ଲୀ-ଏନସିଆରରେ ପ୍ରଦୂଷଣର ମାତ୍ରା ଖରାପ ସ୍ଥିତିକୁ ଯାଉଛି। ପିଲାମାନଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦକୁ … Read More