ପ୍ରବଳ ବର୍ଷାରେ ବୁଡିଗଲା UAE, ରାସ୍ତା ଜଳମଗ୍ନ, ବିମାନ ଚଳାଚଳ ବାଧାପ୍ରାପ୍ତ

ଦୁବାଇ : ମରୁଭୂମିରେ ବନ୍ୟା । ବନ୍ଯାରେ ବୁଡିଗଲା UAE । ଆଜି ସକାଳୁ ଦୁବାଇ ଏବଂ ଆବୁଧାବି ଭଳି ପ୍ରମୁଖ ଅଞ୍ଚଳ ସମେତ UAE ର କିଛି ଅଂଶରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତା … Read More

ସରିଲା ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ : ସରିଲା ସଂସଦର ଶୀତ ଅଧିବେଶନ । ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ସରିଲା ସଂସଦର ଶୀତକାଳୀନ ଅଧିବେଶନ । ୧୭ ତମ ଲୋକସଭାର ୬ଷ୍ଠ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି ଲୋକସଭା ଅଧ୍ୟକ୍ଷ । ଗତକାଲିଠୁ ମନରେଗା … Read More

ପାଣି ଟାଙ୍କି ଭୁଶୁଡ଼ି, ୩ ଶ୍ରମିକ ମୃତ, ଅନେକ ଗୁରୁତର

ନାଗପୁର : ମହାରାଷ୍ଟ୍ର ନାଗପୁରରେ ବୁଟିବୋରି ଏମଆଇଡିସିରେ ଅୱାଡା କମ୍ପାନୀରେ ପାଣିଟାଙ୍କି ଭୁଶୁଡିବାରୁ ଅଘଟଣ । ଏଥିରେ ୩ ଜଣ ଶ୍ରମକଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଦବିଥିବା ଆଶଙ୍କା କରାଯାଉଛି । ଅୱାଡା କମ୍ପାନୀରେ ସୋଲାର ପ୍ୟାନେଲ ନିର୍ମାଣ କାମ ଚାଲୁ … Read More

ରଣକ୍ଷେତ୍ର ପାଲଟିଛି ବାଂଲାଦେଶ: ଜଣେ ମୃତ, ୪ ଆହତ, ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ଢାକା : ରଣକ୍ଷେତ୍ର ପାଲଟିଛି ବାଂଲାଦେଶ । ବାଂଲାଦେଶରେ ପୁଣି ହିଂସା ଘଟି ଅନେକ ସ୍ଥାନରେ ପୋଡ଼ାଜଳା ସହିତ ପଥରମାଡ଼ ହୋଇଛି । ବାଂଲାଦେଶରେ ଶରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ହିଂସା ଉପୁଜିଛି । ଚଟଗାଓଁରେ ଭାରତୀୟ ହାଇକମିଶନ ବାହାରେ ହିଂସା … Read More

ସାଉଦି ଆରବରୁ ତଡ଼ା ଖାଇଲେ ୫୦ ହଜାରରୁ ଅଧିକ ପାକିସ୍ତାନୀ ଭିକାରୀ

ସାଉଦି ଆରବ : ବାରମ୍ୱାର ବେଜ୍ଜିତ ହେଉଛି ପାକିସ୍ତାନ । ସାଉଦି ଆରବ ସରକାରଙ୍କ ସମସ୍ତ କଟକଣା ସତ୍ତ୍ବେ ପାକିସ୍ତାନରୁ ଅଧିକାଂଶ ଭିକାରୀ ସେଠାକୁ ଯାଇ ଭିକ୍ଷାବୃତ୍ତି କରୁଛନ୍ତି । ତେଣୁ ସାଉଦି ଆରବ ପକ୍ଷରୁ ୫୬ ହଜାର ପାକିସ୍ତାନୀ ଭିକାରୀଙ୍କୁ ବିତାଡିତ … Read More

ଘନ କୁହୁଡ଼ି ଯୋଗୁଁ ବିମାନ ଉଡ଼ାଣ ବାଧାପ୍ରାପ୍ତ, ବିମାନ ଚଳାଚଳ ମନ୍ତ୍ରଣାଳୟର ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀ ଓ ଉତ୍ତର ଭାରତର ଅନେକ ସ୍ଥାନରେ ଘନ କୁହୁଡ଼ି ଓ ଦୃଶ୍ୟମାନତା ହ୍ରାସ ହେତୁ ବିମାନ ଚଳାଚଳ ମନ୍ତ୍ରଣାଳୟ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ପରାମର୍ଶ ଜାରି କରିଛି । ପରାମର୍ଶରେ ବିମାନ ବିଳମ୍ବ ଏବଂ … Read More

ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ VB-G RAM G ବିଲ୍ ଗୃହୀତ

ନୂଆଦିଲ୍ଲୀ : ବିରୋଧୀଙ୍କ ପ୍ରବଳ ହଙ୍ଗାମା ଭିତରେ ଲୋକସଭାରେ ପାସ୍ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ୍ (ଗ୍ରାମୀଣ) ବା ‘VB G-RAM-G ’ ବିଲ୍ ୨୦୨୫ । ଲୋକସଭାରେ ଗୃହୀତ ହେଲା VB-G RAM G … Read More

ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ, ଏୟାର ଇଣ୍ଡିଆର ଟ୍ରାଭେଲ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ … Read More

ଜଷ୍ଟିସ ସଙ୍ଗମ ସାହୁଙ୍କୁ ପଦୋନ୍ନତି ସୁପାରିସ କଲେ ସୁପ୍ରିମକୋର୍ଟ କଲେଜିଅମ

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ପଦୋନ୍ନତି ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ କଲେଜିଅମ। ଗୁରୁବାର ଅନୁଷ୍ଠିତ କଲେଜିଅମ ବୈଠକରେ ଏହି ସୁପାରିସ କରାଯାଇଛି। ଜଷ୍ଟିସ ସାହୁଙ୍କୁ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି ପଦବୀରେ ନିଯୁକ୍ତି ପାଇଁ ସୁପାରିସ କରାଯାଇଛି। … Read More

ଓମାନରେ ସର୍ବୋଚ୍ଚ ପୁରସ୍କାର ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଓମାନରେ ପହଞ୍ଚିଛନ୍ତି। ଏହି ଅବସରରେ ତାଙ୍କୁ ଓମାନ ତରଫରୁ ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ନାନିତ କରାଯାଇଛି। ଏହି ଗସ୍ତ ସମୟରେ ଭାରତ ଏବଂ ଓମାନ ମଧ୍ୟରେ ଏକ ବାଣିଜ୍ୟିକ ରାଜିନାମା ସ୍ବାକ୍ଷରିତ … Read More