କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ … Read More
