ଅହମ୍ମଦାବାଦରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା
ନୂଆଦିଲ୍ଲୀ : ଦୁଇ ଦଶନ୍ଧି ପରେ ଭାରତକୁ ଫେରିଛି ରାଜ୍ୟଗୋଷ୍ଠୀ କ୍ରୀଡ଼ା। ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଅହମ୍ମଦାବାଦକୁ ଆୟୋଜକ ସହର ଭାବେ ବୁଧବାର ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୧୦ ଦିଲ୍ଲୀରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପରେ ଭାରତ ଦ୍ବିତୀୟ ଥର ଏହି … Read More
