ମୋ ସହ ଲାଗିଲେ ବିଜେପିର ମୂଳଦୁଆ ଦୋହଲାଇ ଦେବି: ମମତା ବାନାର୍ଜୀ
କୋଲକାତା: ମୋ ସହ ଲାଗିଲେ ବିଜେପିର ମୂଳଦୁଆ ଦୋହଲାଇ ଦେବି। ଏଭଳି କହି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ପୁଣି ଥରେ ନିର୍ବାଚନ କମିଶନ ଏବଂ ବିଜେପି ଉପରେ ବର୍ଷିଛନ୍ତି। ବନଗାଓଁରେ ଏକ ରାଲିକୁ ସମ୍ବୋଧିତ … Read More
