ନଦୀରେ ଖସିପଡିଲା କାର: ୩ ଶିକ୍ଷକ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଗତକାଲି ବିଳମ୍ବିତ ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଆଲମୋରାରୁ ହଲଦ୍ୱାନୀ ଯାଉଥିବା ଏକ କାର ଶିପ୍ରା ନଦୀରେ ଖସିପଡ଼ିଛି। କାରରେ ଥିବା ତିନି ଜଣ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସୂଚନା ପାଇବା ପରେ ଖୈରନା ପୁଲିସ ଷ୍ଟେସନ … Read More

ଦିଲ୍ଲୀ ବିସ୍ଫୋରଣ ପାଇଁ ୨୬ ଲକ୍ଷ ଟଙ୍କା ଯୋଗାଡ଼ କରିଥିଲେ ଅଭିଯୁକ୍ତ ପାଞ୍ଚ ଡାକ୍ତର: NIA

ନୂଆଦିଲ୍ଲୀ  : ବ୍ଲାଷ୍ଟ ମାମଲାରେ NIAର ଚାଞ୍ଚଲ୍ୟକର ଖୁଲାସା । ବିସ୍ଫୋରଣ ପାଇଁ ୨୬ ଲକ୍ଷ ଟଙ୍କା ଯୋଗାଡ଼ କରିଥିଲେ ଅଭିଯୁକ୍ତ ପାଞ୍ଚ ଡାକ୍ତର । ଜୈଶ-ଇ-ମହମ୍ମଦ ସହ ଜଡ଼ିତ ଏହି ଡାକ୍ତରମାନେ ‘ହ୍ବାଇଟ କଲର ଆତଙ୍କବାଦୀ ମଡ୍ୟୁଲ’ ଗଠନ କରିଥିଲେ । … Read More

ରୁଷୀୟ ବୋମା ବିସ୍ଫୋରଣରେ ୟୁକ୍ରେନର ୫ ସାଧାରଣ ନାଗରିକ ମୃତ

ରୁଷ : ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି । ରୁଷୀୟ ସେନା ଶୁକ୍ରବାର ସକାଳେ ସାଉଥ୍ ୟୁକ୍ରେନର ଜାପୋରିଝିଆ ସହର ଉପରେ ୩ଟି ଶକ୍ତିଶାଳୀ ଗ୍ଲାଇଡ୍ ବୋମା ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ପ୍ରାୟ ୫ଜଣ … Read More

ଶାନ୍ତି ପ୍ରସ୍ତାବରେ ରାଜି ହେବେ ୟୁକ୍ରେନ ରାଷ୍ଟ୍ରପତି: ଟ୍ରମ୍ପ

ନୂଆଦିଲ୍ଲୀ : ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଶାନ୍ତି ପ୍ରସ୍ତାବରେ ରାଜି ହେବେ । ଏହି ପ୍ରସ୍ତାବକୁ ଜେଲେନସ୍କି ଅନୁମୋଦନ କରିବେ ବୋଲି ଆଶା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ । ଆମେରିକା ପାଖରେ ଶାନ୍ତି ଫେରାଇ ଆଣିବାର ବାଟ ଅଛି । ଶୀତୠତୁ … Read More

ବିଧାୟକଙ୍କୁ ଦେଖି ଠିଆ ନ ହେବାରୁ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ହରିୟାଣାରେ ଜଣେ ଡାକ୍ତରଙ୍କ ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଚକିତ ହୋଇଛନ୍ତି। ବିଧାୟକ ଆସିବାବେଳେ ତାଙ୍କୁ ସମ୍ମାନ ଦେବା ପାଇଁ ଡାକ୍ତରଜଣକ ଠିଆ ହୋଇନଥିବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବାବେଳେ ହାଇକୋର୍ଟ ସରକାରଙ୍କ … Read More

ଭିଏତନାମରେ ବନ୍ୟା ବିତ୍ପାତ; ୪୧ ମୃତ

ହାନୋଇ: ପ୍ରବଳ ବର୍ଷା ଜନିତ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଭିଏତନାମରେ ୪୧ଜଣଙ୍କର ମୃତ୍ୟୁ ହୋଇଛି। ଗତ ତିନି ଦିନ ଧରି ଦେଶରେ ବର୍ଷା ଲାଗି ରହିଛି। ବର୍ଷା ପରିମାଣ ୧୫୦ ସେଣ୍ଟିମିଟରରୁ ଅଧିକ ହୋଇଥିବା ରେକର୍ଡ କରାଯାଇଛି। ବନ୍ୟାରେ ୫୨ହଜାର … Read More

ଆରାବଳୀ ପର୍ବତମାଳାରେ ନୂଆ ଖଣି ଲିଜ୍‌କୁ ନିଷିଦ୍ଧ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆରାବଳୀ ପର୍ବତମାଳା ଅଞ୍ଚଳରେ ନୂଆ ଖଣି ଲିଜ୍‌କୁ ସୁପ୍ରିମକୋର୍ଟ ନିଷିଦ୍ଧ କରିଛନ୍ତି। ଗୁରୁବାର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବଇଙ୍କ ନେତୃତ୍ବାଧୀନ ପୀଠ ଦେଇଥିବା ନିର୍ଦେଶ ଅନୁଯାୟୀ ଆରାବଳୀ ପର୍ବତ ଓ ଏହାର ସଂଲଗ୍ନ ପର୍ବତମାଳାରେ ନୂଆ ଖଣି ଖନନ … Read More

ସୋମବାର ଶପଥ ଗ୍ରହଣ କରିବେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ସୋମବାର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ଦେଶର ୫୩ତମ ସିଜେଆଇ। ୨୦୧୯ରୁ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରି ଆସୁଛନ୍ତି। … Read More

ଧାରାଭିରେ ଅଗ୍ନିକାଣ୍ଡ: ଜଳିଗଲା ଅନେକ କୁଡ଼ିଆ, ହାର୍ବର ଲାଇନ ଲୋକାଲ ଟ୍ରେନ୍ ସେବା ପ୍ରଭାବିତ

ମୁମ୍ବାଇ : ଶନିବାର ଅର୍ଥାତ୍ ଆଜି ଅପରାହ୍ନରେ ମୁମ୍ବାଇର ଧାରାଭି ଅଞ୍ଚଳରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଯାହା ବ୍ୟାପକ ଆତଙ୍କ ସୃଷ୍ଟି କରିଛି । ରେଳ କ୍ରସିଂ ଏବଂ ନୁର ରେଷ୍ଟୁରାଣ୍ଟ ନିକଟରେ ଥିବା ପ୍ଲଟ୍ ନମ୍ବର ୧ର ନଭରଙ୍ଗ … Read More

୫ ଘଣ୍ଟା ବନ୍ଦ ରହିବ ଭାରତୀୟ ରେଳ ସେବା

ଭୁବନେଶ୍ୱର: ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା। ଭାରତୀୟ ରେଳ ବିଭାଗର ଟିକେଟ ବୁକିଂ ସେବା ଆଜି ୫ ଘଣ୍ଟା ପାଇଁ ବନ୍ଦ ରହିବ । ଏହି କ୍ରମରେ ଟିକେଟ ରିଜରଭେସନ ଓ ଟିକେଟ୍ କ୍ୟାନସଲ ସେବା ବନ୍ଦ ରହିବ। ରେଳ ବିଭାଗର … Read More