ବାଙ୍ଗାଇ ଜଙ୍ଗଲରୁ ୩ କିଲୋ ଆଇଇଡି ଉଦ୍ଧାର

ଶ୍ରୀନଗର: ଜଙ୍ଗଲରେ ଲୁଚି ରହିଥିବା ଏକ ବଡ ଷଡଯନ୍ତ୍ର ପଣ୍ଡ ହୋଇଛି। ରାଜୌରୀ ଜିଲ୍ଲାର ଥାନାମାଣ୍ଡି ଅଞ୍ଚଳର ବାଙ୍ଗାଇ ଜଙ୍ଗଲରୁ ୩ କିଲୋଗ୍ରାମର ଆଇଇଡି ମିଳିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା। ଅଧିକାରୀମାନଙ୍କ କହିବାନୁଯାୟୀ ଘଟଣାଟି ରାଜୌରୀ … Read More

୧୭ରେ ଜେଡିୟୁର ବିଧାୟକ ଦଳ ବୈଠକ

ବିହାର: ବିହାରରେ ନୂତନ ସରକାର ଗଠନ ଏବଂ ମେଣ୍ଟ ସରକାରରେ ଅଂଶୀଦାରଙ୍କ ଅଂଶଧନ ପାଇଁ ଫର୍ମୁଲା ଚୂଡାନ୍ତ ହୋଇଛି । ନୀତୀଶ କୁମାରଙ୍କ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଦଳ ଆସନ୍ତାକାଲି ଏକ ବିଧାୟକ ଦଳ ବୈଠକ ଡାକିଛନ୍ତି । ଯେଉଁଠାରେ ବିଧାୟକ … Read More

ଦିଲ୍ଲୀ ବିସ୍ଫୋରଣ ମାମଲା: ଆଇ-୨୦ କାର ମାଲିକ ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ୍‌ କିଲ୍ଲା ଅଞ୍ଚଳରେ ହୋଇଥିବା ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଆତଙ୍କବାଦୀଙ୍କ ଅନ୍ୟ ଜଣେ ସହଯୋଗୀଙ୍କୁ ଗିରଫ କରିଛି। ସେହି ବ୍ୟକ୍ତି ଜଣକ ହେଉଛି ଆକ୍ରମଣରେ ବ୍ୟବହୃତ ଆଇ-୨୦ କାର ମାଲିକ ଆମିର ରଶିଦ ଅଲ୍ଲୀ। ବିସ୍ଫୋରଣରେ … Read More

ଖୋଲିଲା ଲାଲକିଲ୍ଲା ମେଟ୍ରୋ ଷ୍ଟେସନ

ନୂଆଦିଲ୍ଲୀ : ଲାଲକିଲ୍ଲା ବିସ୍ଫୋରଣ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନକୁ ବନ୍ଦ କରି ଦିଆଯାଇଥିଲା । ବର୍ତ୍ତମାନ କିନ୍ତୁ ପୁଣି ଷ୍ଟେସନ୍ର ସମସ୍ତ ଗେଟ୍ କାର୍ଯ୍ୟକ୍ଷମତା ପାଇଁ ଖୋଲି ଦିଆଯାଇଛି ବୋଲି ଡିଏମଆରସି ଟ୍ବିଟ୍ ଘୋଷଣା କରିଛନ୍ତି … Read More

ଟେମ୍ପୋକୁ ଧକ୍କା ଦେଲା ଟ୍ରଲର: ୬ ତୀର୍ଥଯାତ୍ରୀ ମୃତ, ୧୪ ଆହତ

ରାଜସ୍ତାନ : ରାଜସ୍ତାନ ଯୋଧପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲାବେଳେ ୧୪ ଜଣ ଆହତ ହୋଇଛନ୍ତି । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ରବିବାର … Read More

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୭ ମୃତ

କରାଚୀ : ପାକିସ୍ତାନର ସିନ୍ଧ ପ୍ରଦେଶରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୭ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ଏକ ଅବୈଧ ଅସ୍ଥାୟୀ ବାଣ ଫ୍ୟାକ୍ଟ୍ରିରେ ହୋଇଥିବା ଜଣାପଡିଛି । ଶନିବାର ରାତିରେ … Read More

ଧସିଲା ପଥର ଖାଦାନ ଦୁଇ ଶ୍ରମିକ ମୃତ, ଫସିଛନ୍ତି ୧୫

ନୂଆଦିଲ୍ଲୀ: ଧସିଲା ପଥର ଖାଦାନ। ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖାଦାନରେ ଆହୁରି ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି| ଉତ୍ତରପ୍ରଦେଶ ସୋନଭଦ୍ର ଅଞ୍ଚଳରେ ଏହି ଅଘଟଣ ଘଟିଛି| ଏକ ପଥର ଖାଦାନରେ ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି। ଶ୍ରମିକଙ୍କ … Read More

ଅଡୁଆରେ ମହୁଆ ମୋଇତ୍ରା, କ୍ୟାସ୍-ଫର୍-କ୍ବାଇରୀ ମାମଲାରେ ହେବ ଚାର୍ଜସିଟ୍ ଦାଖଲ

ନୂଆଦିଲ୍ଲୀ: ବଢ଼ିଲା ମହୁଆ ମୋଇତ୍ରଙ୍କ ଅଡୁଆ । ‘କ୍ୟାସ୍-ଫର୍-କ୍ୱେରୀ ମାମଲାରେ ଟିଏମ୍ ସି ସାଂସଦଙ୍କ ବିରୋଧରେ ହେବ ଚାର୍ଜସିଟ ଦାଖଲ । ଚାର୍ଜସିଟ୍ ଦାଖଲ ପାଇଁ ସିବିଆଇକୁ ଅନୁମତି ଦେଲେ ଲୋକପାଳ। ମହୁଆଙ୍କ ସହ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ବିରୋଧରେ ଚାର୍ଜସିଟ୍ … Read More

ବିହାରରେ ନଭେମ୍ବର ୨୨ ପୂର୍ବରୁ ନୂଆ ସରକାରଙ୍କ ଶପଥ ଗ୍ରହଣ

ପାଟନା : ବିହାରରେ ବିପୁଳ ବିଜୟ ପରେ ଏନଡିଏ ପକ୍ଷରୁ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂତ୍ର ଅନୁଯାୟୀ, ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସହ-ପ୍ରଭାରୀ ବିନୋଦ ତାଓ୍ବଡ଼େ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ … Read More

ମହାମେଣ୍ଟର ପରାଜୟ ପାଇଁ ୫ଟି ପ୍ରମୁଖ କାରଣ

ପାଟନା: ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏହି ଫଳାଫଳ ବିରୋଧୀ ମହାମେଣ୍ଟର ଅନ୍ୟତମ ଅଂଶୀଦାର ଦଳ ଆରଜେଡିକୁ ଶକ୍ତ ଧକ୍କା ପହଞ୍ଚାଇଛି। ଗତ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଆରଜେଡି … Read More