ବିରୋଧୀ ମହାମେଣ୍ଟ ୩ଟି ମାଙ୍କଡର ଯୋଡି: ଯୋଗୀ
ପଟନା: ବିହାରର ଦରଭଙ୍ଗାରେ ନିର୍ବାଚନୀ ପ୍ରଚାର କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ଯୋଗୀ ବିରୋଧୀ ମହାମେଣ୍ଟକୁ ୩ଟି ମାଙ୍କଡର ଯୋଡି ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ଯଦି NDA ଜିତିବ, ତେବେ … Read More
