ବିଜ୍ଞାପନ ପାଇଁ ପ୍ରାକ୍ ଅନୁମତି ଜରୁରୀ: ନିର୍ବାଚନ କମିସନଙ୍କ ମାର୍ଗଦର୍ଶିକା
ନୂଆଦିଲ୍ଲୀ: ଆସନ୍ତା ନଭେମ୍ବରରେ ବିହାର ବିଧାନସଭା ନିର୍ବାଚନ ସମେତ ୭ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିିପ୍ରେକ୍ଷୀରେ ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ମଙ୍ଗଳବାର ସବୁ ପଞ୍ଜିକୃତ ରାଜନୈତିକ ଦଳ ଏବଂ ପ୍ରାର୍ଥୀଙ୍କ ପାଇଁ … Read More
