ପଶ୍ଚିମବଙ୍ଗ ଗଣଦୁଷ୍କର୍ମ: ଧରାପଡ଼ିଲେ ୪ ଅଭିଯୁକ୍ତ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାର ୪ର୍ଥ ଅଭିଯୁକ୍ତ ଧରାପଡ଼ିଛି। ତା’ ନାଁ ହେଉଛି ଶେଖ ନାସିରୁଦ୍ଦିନ ଓ ଘର ଦୁର୍ଗାପୁର ଅଞ୍ଚଳରେ। ସ୍ଥାନୀୟ ବିଯଡ଼ା ଗ୍ରାମରୁ ପୁଲିସ ତା’କୁ ଧରିଛି। ଏହି ମାମଲାରେ ପୂର୍ବରୁ ୩ ଜଣଙ୍କୁ … Read More

ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଉଚିତ: ମମତା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଝିଅମାନେ ନିଜ ସୁରକ୍ଷା ନିଜେ କରିବା ଦରକାର ବୋଲି ମମତା କହିଛନ୍ତି। ଏହି ଘଟଣାକୁ ନେଇ ସେ … Read More

ପାକିସ୍ତାନ ଉପରେ ଆଫଗାନିସ୍ତାନର ଆକ୍ରମଣ, ୫୮ ଜଣ ସୈନ୍ୟ ମୃତ

ନୂଆଦିଲ୍ଲୀ : ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ । ପାକିସ୍ତାନର ୫୮ ଜଣ ସୈନ୍ୟଙ୍କୁ ମାରିଥିବା ଆଫଗାନିସ୍ତାନର ଦାବି । ସେପଟେ ଆଫଗାନିସ୍ତାନର ୧୯ଟି ବର୍ଡର ପୋଷ୍ଟକୁ ପାକିସ୍ତାନ ଅକ୍ତିଆର କରିଥିବା ଦାବି କରିଛି ।  ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ … Read More

ମେକ୍ସିକୋରେ ବର୍ଷାର ତାଣ୍ଡବ, ବନ୍ୟା ଓ ଭୂସ୍ଖଳନରେ ୪୧ ମୃତ

ମେକ୍ସିକୋ : ଗତ କିଛି ଦିନ ଧରି ମୁଷଳ ଧାରାରେ ବର୍ଷା ହେବା ଯୋଗୁଁ ମେକ୍ସିକୋରେ ପରିସ୍ଥିତି ଖରାପ ହେବାରେ ଲାଗିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ୟା ଏବଂ ଭୂସ୍ଖଳନ ହେବା ଯୋଗୁଁ … Read More

ବିହାର ନିର୍ବାଚନ ଆସନ ବୁଝାମଣା, ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଓ ୨୯ ଆସନରେ ଲଢ଼ିବେ ଏଲଜେପି

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ସରିଲା ଏନଡିଏର ଆସନ ବୁଝାମଣା। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନରେ ଉଭୟ ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଆସନରେ ଲଢ଼ିବେ। ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ … Read More

ପଶ୍ଚିମବଙ୍ଗ ପାଲଟିଗଲାଣି ଦୁଷ୍କର୍ମକାରୀଙ୍କ ସୁରକ୍ଷିତ ଠିକଣା: ମମତାଙ୍କୁ ଟାର୍ଗେଟ କଲା ବିଜେପି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା ରାଜନୈତିକ ବିତର୍କ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମହିଳା ସୁରକ୍ଷାକୁ ନେଇ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛି। ବିଜେପି … Read More

ଆମେରିକାର ଏକ ବିଦ୍ୟାଳୟରେ ଆଖିବୁଜା ଗୁଳିମାଡ, ୪ ମୃତ

ୱାଶିଂଟନ: ଆମେରିକାର ମିସିସିପିରେ ଏକ ହାଇସ୍କୁଲରେ ଆଖିବୁଜା ଗୁଳିମାଡ ମାମଲା ସାମ୍ନାକୁ ଆସିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ୪ ଗୁରୁତରଙ୍କୁ ହେଲିକପ୍ଟରରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ଯାଞ୍ଚ ଚାଲିଥିବା ସୂଚନା … Read More

ଆକାଶ ଆନନ୍ଦଙ୍କୁ ନେଇ ବିଜେପିକୁ ଅଖିଳେଶଙ୍କ ଟାର୍ଗେଟ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଅକ୍ଟୋବର ୯ ତାରିଖରେ ଲକ୍ଷ୍ନୌରେ ଅନୁଷ୍ଠିତ ବହୁଜନ ସମାଜ ପାର୍ଟିର ରାଲି ଉପରେ କଟାକ୍ଷ କରିଛନ୍ତି। ଏସପି ଅଧ୍ୟକ୍ଷ କହିଛନ୍ତି ଯେ ଆଜି, ଆକାଶ ଆନନ୍ଦଙ୍କୁ ବିଏସପି ନୁହେଁ ବରଂ ଭାରତୀୟ ଜନତା … Read More

ଜେଲ ଆକାଉଣ୍ଟରୁ କଏଦୀ ଲୁଟିନେଲା ୩୦ ଲକ୍ଷ ଟଙ୍କା

ଆଜମଗଡ଼: ଉତ୍ତରପ୍ରଦେଶର ଆଜମଗଡ଼ ଜେଲରେ ଏକ ବଡ ଅବହେଳାର ମାମଲା ସାମ୍ନାକୁ ଆସିଛି। ଜେଲ ପ୍ରଶାସନର ଅବହେଳାର ସୁଯୋଗ ନେଇ ଜଣେ କଏଦୀ ଜେଲର କାନାରା ବ୍ୟାଙ୍କ ଚେକବୁକ୍ ଗାଏବ କରିଦେଇଥିଲେ। ଜେଲରୁ ବାହାରିବା ପରେ, ସେ ଜେଲର ଆକାଉଣ୍ଟରୁ ପ୍ରାୟ … Read More

ନଭେମ୍ବର ୧୫ରେ ହେବ ମହାନଦୀ ଶୁଣାଣି

ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲରେ ଶୁଣାଣି । ଓଡିଶା ପକ୍ଷରୁ ଏଜି ପୀତାମ୍ବର ଆଚାର୍ଯ୍ୟ ଟ୍ରିବ୍ୟୁନାଲରେ ପକ୍ଷ ରଖିଛନ୍ତି। ଶନିବାର ମହାନଦୀ ଜଳବିବାଦ ପ୍ରାଧିକରଣରେ ଶୁଣାଣିବେଳେ ଓଡ଼ିଶା ସରକାରଙ୍କ ଆଡ଼ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏବଂ ଛତିଶଗଡ଼ ସରକାରଙ୍କ … Read More