ଯୁବପିଢିଙ୍କ ସହ ଫୁଟବଲ ଖେଳିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ସିକ୍କିମ ଗସ୍ତରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ସିକ୍କିମର ୫୦ତମ ସ୍ଥାପନା ଦିବସ ସମାରୋହରେ ସାମିଲ ହୋଇଛନ୍ତି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଗ୍ୟାଙ୍ଗଟକର ଯୁବପିଢିଙ୍କ ସହିତ ଫୁଟବଲ୍ ଖେଳିଛନ୍ତି । ଯାହାର ଫଟୋ ସୋସିଆଲ … Read More
