ଶିଶୁଙ୍କ ଜୀବନ ଯିବା ପରେ ମଧ୍ୟପ୍ରଦେଶରେ କଫ ସିରପ ବିକ୍ରି ବ୍ୟାନ୍ କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ୯ ଜଣ ଶିଶୁଙ୍କ ଜୀବନ ଯିବା ପରେ କଫ୍ ସିରପକୁ ବ୍ୟାନ କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ମୋହନ ଯାଦବ କଡ଼ା କାର୍ଯ୍ୟାନୁଷ୍ଠାନ କରି କଫ୍ ସିରପକୁ ସମଗ୍ର ରାଜ୍ୟରେ ବ୍ୟାନ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ … Read More

ବନ୍ଦ ହେଲା NASA, ଟ୍ରମ୍ପଙ୍କୁ ଝଟକା

ୱାଶିଂଟନ୍ : ଟ୍ରମ୍ପଙ୍କୁ ବଡ଼ ଝଟକା । ବନ୍ଦ ହେଲା ନାସା । ଆମେରିକାର ମହାକାଶ ବିଜ୍ଞାନ ସଂସ୍ଥା NASA ନିଜେ ଏହି ଘୋଷଣା କରିଛି । NASAଏହାର ସୂଚନା ୱେବସାଇଟରେ ଦେଇଛି ।ଏହାର ୱେବସାଇଟରେ କୁହାଯାଇଛି ଯେ, ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ … Read More

ବିଶ୍ଵ ମାନଚିତ୍ରରୁ ହଜିଯିବ ପାକିସ୍ତାନର ଚିହ୍ନବର୍ଣ୍ଣ : ସେନାମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରରେ ଭାରତଠୁ ପରାଜିତ ହେବା ପରେ ବି ପାକିସ୍ତାନ ନିଜ ହରକତ ଛାଡ଼ିପାରୁନି। ଏବେ ଭାରତ ତରଫରୁ କଡ଼ା ଚେତାବନୀ ଦିଆଯାଇଛି। ଆତଙ୍କବାଦୀଙ୍କୁ ପାଳିପୋଷି ବଡ଼ କରୁଥିବା ପାକିସ୍ତାନକୁ ସେନା ମୁଖ୍ୟ ଉପେନ୍ଦ୍ର ଦ୍ଵିବେଦୀ ଚେତାଇ କହିଛନ୍ତି, ଯଦି ପାକିସ୍ତାନ … Read More

୧୦ରୁ ୧୨ ପାକିସ୍ତାନୀ ଯୁଦ୍ଧ ବିମାନ ନଷ୍ଟ କରିଛି ଭାରତ : ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ସମୟରେ ଭାରତ ଏହାର ଦକ୍ଷତା ଏବଂ ଶକ୍ତି ପ୍ରଦର୍ଶନ କରିଛି। ଭାରତୀୟ ବାୟୁସେନା(ଆଇଏଏଫ) ଶତ୍ରୁ ରାଷ୍ଟ୍ରର ୩୦୦ କିଲୋମିଟର ଭିତର ଅଞ୍ଚଳରେ ପ୍ରବେଶ କରି ଆକ୍ରମଣ କରିଛି। ଏହି ସମୟରେ ୧୦ରୁ ୧୨ ପାକିସ୍ତାନୀ ଯୁଦ୍ଧ ବିମାନକୁ ଭାରତ … Read More

କଫ୍‍ ସିରପ୍‍ ପିଇ ୧୨ପିଲାଙ୍କ ମୃତ୍ୟୁ

ମଧ୍ୟପ୍ରଦେଶ: ଥଣ୍ଡା କାଶ ପାଇଁ ଖାଉଥିବା ଔଷଧ ଜୀବନ ପ୍ରତି ବିପଦପୂର୍ଣ୍ଣ ହୋଇପାରେ । ଏପରି ଜଣାପଡିଛି ମଧ୍ୟପ୍ରଦେଶର ଛିନ୍ଦୱାଡା ଜିଲାରେ । କଫ ସିରପ୍‍ ଖାଇବା ପରେ ଆଉ ତିନି ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି । ଗତ ୨୦ଦିନରେ … Read More

ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତି ସହିବାକୁ ଦେବନାହିଁ ରୁଷ

ନୂଆଦିଲ୍ଲୀ: ଭାରତ ଉପରେ ଚାପ ପକାଇବା ପାଇଁ ଆମେରିକା ୫୦ପ୍ରତିଶତ ଶୁଳ୍କ ଲାଗୁ କରିଥିଲା । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ  ଭାବିଥିଲେ ଯେ ଏହା ଭାରତ-ରୁଷ ବନ୍ଧୁତାକୁ ଭାଙ୍ଗିଦେବ । ଶୁଳ୍କ ଚାପରେ ଭାରତ ରୁଷଠାରୁ ଆଉ ତେଲ କିଣିବା ବନ୍ଦ … Read More

ପେଶାୱରରେ ବୋମା ବିସ୍ଫୋରଣ: ୯ମୃତ

ପାକିସ୍ତାନ: ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ … Read More

NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରେ ଏନଆଇଇଏଲଆଇଟି ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଉଚ୍ଚମାନର ଡିଜିଟାଲ୍ ଶିକ୍ଷାର ଉପଲବ୍ଧତାକୁ ସାର୍ବଜନୀନ କରିବା ପାଇଁ ଏହି ପ୍ଲାଟଫର୍ମ ଡିଜାଇନ୍ କରାଯାଇଛି। ଏହି … Read More

ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ: ନଦୀକୁ ଖସିପଡ଼ିଲା ଟ୍ରାକ୍ଟର, ୧୧ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଖଣ୍ଡୱାରେ ଅଘଟଣ । ମୂର୍ତ୍ତି ବିସର୍ଜନ କରୁଥିବା ବେଳେ ନଦୀକୁ ଟ୍ରାକ୍ଟର ଖସି ୧୧ ମୃତ । ଟ୍ରାକ୍ଟର ଡାଲାରେ ମୂର୍ତ୍ତି ସମେତ ୧୪ରୁ ଅଧିକ ଲୋକ ଉପସ୍ଥିତ ରହି ବିସର୍ଜନ ପାଇଁ ପ୍ରସ୍ତୁତ ହେଉଥିଲେ । ଏହି … Read More

ଗାଜା ଷ୍ଟ୍ରିପରେ ବିମାନ ଆକ୍ରମଣ କଲା ଇସ୍ରାଏଲ, ୪୦ ପାଲେଷ୍ଟାଇନୀ ମୃତ

ଇସ୍ରାଏଲ: ଇସ୍ରାଏଲ ଗୁରୁବାର ଗାଜା ଷ୍ଟ୍ରିପରେ ଆଉ ଏକ ବଡ଼ ବିମାନ ଆକ୍ରମଣ କରିଛି । ନାସେର ହସ୍ପିଟାଲ ଅଧିକାରୀଙ୍କ ଅନୁଯାୟୀ, ବୁଧବାର ରାତିରୁ ଗୁରୁବାର ପର୍ଯ୍ୟନ୍ତ ଗାଜାରେ ଇସ୍ରାଏଲୀ ଆକ୍ରମଣ ଏବଂ ଗୁଳିମାଡରେ ଅତି କମରେ ୪୦ ପାଲେଷ୍ଟାଇନୀଙ୍କ ମୃତ୍ୟୁ ହୋଇଛି … Read More