ଲଦାଖ ହିଂସାକୁ ନେଇ ଟାର୍ଗେଟରେ ସୋନମ ଓ୍ବାଙ୍ଗଚୁକ, ଆସିଲା ପାକିସ୍ତାନ ଲିଙ୍କ୍‌ !

ଲଦାଖରେ ଜାରି ହିଂସାକୁ ନେଇ ଟାର୍ଗେଟକୁ ଆସିଛନ୍ତି ସୋନମ ଓ୍ବାଙ୍ଗଚୁକ। ହିଂସା ପାଇଁ ସୋନମଙ୍କ ଓ୍ବାଙ୍ଗଚୁକଙ୍କୁ ଦାୟୀ କରିଛନ୍ତି ସରକାର। ଅନ୍ୟପଟେ ସିବିଆଇ ସୋନମ ଏବଂ ତାଙ୍କ ସଂସ୍ଥା ବିରୋଧରେ ବିଦେଶରୁ ମିଳିଥିବା ପାଣ୍ଠିର ତଦନ୍ତ ୨ ମାସ ହେବ ଜାରି … Read More

ଭାରତୀୟ ଆଇନ ପାଳନ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଏଲନ ମସ୍କଙ୍କ X କୁ ମିଳିଲା ବଡ଼ ଝଟକା

ସୋସିଆଲ ମିଡିଆ ପ୍ଲାଟଫର୍ମ X କୁ କର୍ଣ୍ଣାଟକ ହାଇକୋର୍ଟରୁ ମିଳିଲା ଝଟକା । ବୁଧବାର ଅର୍ଥାତ୍ ଗତକାଲି କୋର୍ଟ କେନ୍ଦ୍ର ସରକାରଙ୍କ ଟେକଡାଉନ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି X ଆବେଦନକୁ ଖାରଜ କରିଦେଇଥିଲେ । କୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ, … Read More

ଭେନେଜୁଏଲାରେ ଭୂକମ୍ପ, ତୀବ୍ରତା ୬.୧

ଭେନେଜୁଏଲା: ଭାରତ ସମେତ ବିଶ୍ୱର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଘଟଣା ଯଥେଷ୍ଟ ବୃଦ୍ଧି ପାଇଛି । ଆଫଗାନିସ୍ତାନ, ମିଆଁମାର ଏବଂ ତୁର୍କୀ ଭଳି ଦେଶରେ ହଜାର ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଏବେ, ଗୁରୁବାର ସକାଳୁ-ସକାଳୁ ଦକ୍ଷିଣ ଆମେରିକୀୟ ଦେଶ ଭେନେଜୁଏଲାରେ … Read More

ରାସ୍ତାରେ ଚଳାଚଳ କରୁଥିଲା ଯାନବାହନ, ୫୦ ମିଟର ଗଭୀରକୁ ହଠାତ ଦବିଗଲା ମାଟି

ବ୍ୟାଂକକ୍ : ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଂକକର ଏକ ବ୍ୟସ୍ତବହୁଳ ରାସ୍ତା ହଠାତ୍ ମାଟିରେ ଦବିଯାଇଛି । ଫଳରେ ୫୦ ମିଟର ଗଭୀରର ସିଙ୍କ୍ ହୋଲ୍ ସୃଷ୍ଟି ହୋଇଥିଲା । ବଡ଼ ସିଙ୍କ ହୋଲ୍ ହେବା ଯୋଗୁଁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଗଲା । … Read More

ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜେଲେନସ୍କିଙ୍କ ଗୁରୁତ୍ବପୂର୍ଣ୍ଣ ବୟାନ, କହିଲେ ‘ଭାରତ ଆମ ପକ୍ଷରେ ରହିଛି’

ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତିନି ବର୍ଷରୁ ଅଧିକ ସମୟ ଧରି ଚାଲିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସଂଘର୍ଷ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ବାହାରି ନାହିଁ । … Read More

ଫିଲିପାଇନ୍ସ ପରେ ତାଇୱାନରେ ଟାଇଫୁନ୍ ରାଗାସାର ତାଣ୍ଡବ, ୧୪ ମୃତ ଓ ୧୨୪ ନିଖୋଜ

ତାଇୱାନ : ତାଇୱାନରେ ଟାଇଫୁନ ରାଗାସା ପ୍ରଳୟଙ୍କାରୀ ତାଣ୍ଡବ ରଚିଛି । ଏହି କାରଣରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ପ୍ରବଳ ବର୍ଷା ହେବା ପରେ ଭୂସ୍ଖଳନ ଯୋଗୁଁ ଏକ ହ୍ରଦର କୂଳ ଭାଙ୍ଗି ଗୁଆଙ୍ଗଫୁ ଟାଉନସିପରେ ପାଣି ପଶିଯାଇଥିଲା । ଫଳରେ … Read More

ସରକାରୀ ମେଡିକାଲ କଲେଜରେ ବଢ଼ିଲା ୫ ହଜାର ସିଟ୍

ଦିଲ୍ଲୀ: ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଡାକ୍ତରୀ ଶିକ୍ଷାକୁ ବିସ୍ତାର କରିବା ପାଇଁ, କେନ୍ଦ୍ର କ୍ୟାବିନେଟ ସାରା ଦେଶରେ ୫,୦୦୦ ନୂତନ ପିଜି ସିଟ୍ ଏବଂ ୫,୦୨୩ MBBS ସିଟ୍ ସୃଷ୍ଟି କରିବାର ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି । ସାମ୍ବାଦିକମାନଙ୍କୁ … Read More

ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବିରେ ଲଦାଖରେ ଜେନ-ଜିଙ୍କ ବିକ୍ଷୋଭ

ଲଦାଖ : ଲଦାଖରେ ନେପାଳ ଭଳି ସ୍ଥିତି । ରାସ୍ତାକୁ ଓହ୍ଲାଇଲେ ଯୁବପିଢ଼ି । ସୋନମ୍ ୱାଙ୍ଗଚୁକଙ୍କ ସମର୍ଥନରେ ଲେହରେ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ବଡ଼ ଧରଣର ପ୍ରତିବାଦ କରୁଛନ୍ତି । ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରି ପ୍ରଦର୍ଶନ … Read More

ଆଶ୍ରମରେ ୧୭ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ; ଛାନଭିନ କରୁଛି ପୁଲିସ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର ବସନ୍ତ କୁଞ୍ଜ ଅଞ୍ଚଳର ଏକ ଆଶ୍ରମର ନିର୍ଦ୍ଦେଶକଙ୍କ ଉପରେ ୧୭ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ନେଇ ଅଭିଯୋଗ ହୋଇଛି । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚିନୟାମା ନନ୍ଦଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା … Read More

୫ ରାଜ୍ୟସଭା ଆସନ ପାଇଁ ଘୋଷଣା ହେଲା ଉପନିର୍ବାଚନ ତାରିଖ

ନୂଆଦିଲ୍ଲୀ: ୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କାଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର … Read More