ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ

ଇଟାଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ତମ … Read More

ନର୍ଦ୍ଦମା ସଫା କରୁଥିବାବେଳେ ବିଷାକ୍ତ ଗ୍ୟାସ୍ ଯୋଗୁଁ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ, ଅନ୍ୟ ୩ ଜଣ ଚିକିତ୍ସାଧୀନ

ଦିଲ୍ଲୀ : ଦିଲ୍ଲୀର ଅଶୋକ ବିହାରରେ ନାଳ ସଫା କରୁଥିବାବେଳେ ବିଷାକ୍ତ ଗ୍ୟାସ ଯୋଗୁଁ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଚିକିତ୍ସାଧୀନ ରହିଛନ୍ତି । ଏପରି ଘଟଣା ବିଳମ୍ବିତ ରାତି ୧୨ଟା ସମୟରେ ଦେଖିବାକୁ ମିଳିଥିଲା । ସୂଚନାନୁଯାୟୀ, … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାହୁଲ ଗାନ୍ଧି । ରାହୁଲ ଗାନ୍ଧି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ଜନ୍ମିଦନରେ ଶୁଭକାମନା ଜଣାଉଛି । … Read More

ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ବାଦଲ ଫଟା ବର୍ଷା : ୧୫ ଜଣ ମୃତ, ୧୬ ଜଣ ନିଖୋଜ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଲଗାତାର ବାଦଲ ଫଟା ବର୍ଷା ତାଣ୍ଡବ କରୁଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜଳମଗ୍ନ ରହିଛି । କିନ୍ତୁ ଡେରାଡୁନରେ ଅଧିକ କ୍ଷୟକ୍ଷତି ଘଟିଛି । ଏହି ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ … Read More

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ପାଟନା ହାଇକୋର୍ଟର ନିର୍ଦ୍ଦେଶ

ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ … Read More

ରାହୁଲଙ୍କୁ ଆଫ୍ରିଦିଙ୍କ ପ୍ରଶଂସା : ବିଜେପିର ପ୍ରତିକ୍ରିୟା

ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ଏସିଆ କପ୍‌ର ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ ସମ୍ପର୍କିତ ଏକ ଟେଲିଭିଜନ୍ ବିତର୍କରେ ଭାଗ ନେଇ ଆଫ୍ରିଦି କହିଥିଲେ ଯେ ରାହୁଲ … Read More

ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି।  ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ … Read More

ବଢିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ :  ଆୟକର ବିଭାଗ ଆଇଟିଆର୍ ଫାଇଲ କରୁଥିବା ଲୋକଙ୍କ ପାଇଁ ଏକ ଆଶ୍ୱସ୍ତି ଖବର ଆଣିଛନ୍ତି। ଆଇଟିଆର୍ ଦାଖଲ କରିବାର ତାରିଖକୁ ଆଉ ଏକ ଦିନ ବୃଦ୍ଧି କରାଯାଇଛି। ଅର୍ଥାତ୍, ଆପଣ ୧୬ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଆୟକର ରିଟର୍ଣ୍ଣ … Read More

ମେଘାଳୟରେ ଏକାସଙ୍ଗେ ୮ ମନ୍ତ୍ରୀ ଦେଲେ ଇସ୍ତଫା

ମେଘାଳୟ : ମେଘାଳୟରେ ରାଜନୈତିକ ସ୍ଥିତି ଏବେ ବହୁ ଉତ୍ଥାନ ପତ୍ତନ ଦେଇ ଗତିକରୁଛି। ୧୨ ଜଣ ମନ୍ତ୍ରୀଙ୍କ ମଧ୍ୟରୁ ୮ ଜଣ ମନ୍ତ୍ରୀ ହଠାତ୍‌ ଆଜି ଇସ୍ତଫା ଦେଇଛନ୍ତି । ତେବେ ସବୁଠାରୁ ଗୁରୁତ୍ଵପୂର୍ଣ୍ଣ କଥା ହେଉଛି ସେଥିମଧ୍ୟରୁ ଅଧିକାଂଶ … Read More

୧୧ ବର୍ଷର ପୁଅକୁ ଧରି ୧୩ ମହଲାରୁ ଡେଇଁଲେ ମହିଳା

ନୂଆଦିଲ୍ଲୀ: ଗ୍ରେଟର ନୋଏଡାର ଏସ ସିଟି ସୋସାଇଟିର ୧୩ ମହଲାରୁ ୩୭ ବର୍ଷୀୟା ମହିଳା ସାକ୍ଷୀ ଚାୱଲାଙ୍କ ସହ ତାଙ୍କ ୧୧ ବର୍ଷୀୟ ଦିବ୍ୟାଙ୍ଗ ପୁଅ ଡେଇଁ ଜୀବନ ହାରିଥିବା ଅଭିଯୋଗ ହୋଇଛି। ସକାଳ ପ୍ରାୟ ୧୦ଟା ସମୟରେ ସ୍ଥାନୀୟ ଲୋକମାନେ … Read More