ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ମୋହନ ଯାଦବ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ହଟ୍ ଏୟାର ବେଲୁନରେ ଲାଗିଲା ନିଆଁ । ବଡ଼ ବିପଦରୁ ବର୍ତ୍ତିଗଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ । ମନ୍ଦସୋର ଜିଲ୍ଲାର ଗାନ୍ଧି ସାଗରରେ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଗାନ୍ଧିସାଗର ଫରେଷ୍ଟ ରିଟ୍ରିଟ୍ ର … Read More

ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍

କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି । … Read More

ମଣିପୁର ସାହସ ଓ ବୀରତ୍ୱର ଭୂମି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ୨୦୨୩ ମସିହା ମଣିପୁର ହିଂସାକାଣ୍ଡ ପରେ ପ୍ରଥମ କରି ଆଜି ମଣିପୁର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଅବସରରେ ମଣିପୁର ସାମ୍ପ୍ରଦାୟିକ ହିଂସାରେ ସର୍ବାଧିକ କ୍ଷତିଗ୍ରସ୍ତ ଚୁଡାଚନ୍ଦ୍ରପୁର ଜିଲାରେ ୭ହଜାର ୩ଶହ କୋଟିର ଟଙ୍କାର ପ୍ରକଳ୍ପ … Read More

ମିଜୋରାମକୁ ମୋଦିଙ୍କ ଭେଟି: ଉଦଘାଟନ କଲେ ପ୍ରଥମ ରେଳ ଲାଇନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଆଜି ଠାରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ୫ ଟି ରାଜ୍ୟ ଗସ୍ତରେ ଅଛନ୍ତି । ଆଜି ପ୍ରଥମ ଦିନରେ ସେ ପ୍ରଥମେ ମିଜୋରାମରେ ପହଞ୍ଚିଛନ୍ତି । ସେ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମଣିପୁର, ମିଜୋରାମ, … Read More

ଚରିତ୍ର ଉପରେ ସନ୍ଦେହ କରି ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ କଲା ସ୍ବାମୀ

ଉତ୍ତରପ୍ରଦେଶ : ବିଜନୌର ଜିଲ୍ଲାର ନଗିନା ଦେହାତ ପୋଲିସ ଷ୍ଟେସନ ଅଞ୍ଚଳରେଏକ ଅଭାବନୀୟ ଘଟଣା ଦେଖିବା ପାଇଁ ମିଳିଛି । ଅବୈଧ ସମ୍ପର୍କ ସନ୍ଦେହରେ  ନିଜ ପତ୍ନୀଙ୍କୁ ପିଟିଥିଲେ ସ୍ବାମୀ । କଥା କେବେଳ ଏତିକିରେ ଅଟକି ନଥିଲା ସ୍ବାମୀ ଏବଂ  ନିଜ … Read More

ନକଲି ପାସପୋର୍ଟ ସହ ମୁମ୍ବାଇ ବିମାନବନ୍ଦରରୁ ଗିରଫ ହେଲେ ନେପାଳୀ ଏବଂ ବାଂଲାଦେଶୀ ନାଗରିକ

ମୁମ୍ବାଇ: ମୁମ୍ବାଇ ସହର ପୋଲିସ ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ ୨ ସନ୍ଦିଗ୍ଧ ବିଦେଶୀ ନାଗରିକଙ୍କୁ ଗିରଫ କରିଛି । ନକଲି ଭାରତୀୟ ପାସପୋର୍ଟ ବ୍ୟବହାର କରି ବିଦେଶ ଯାତ୍ରା କରିବାର ପ୍ରୟାସକୁ ପଣ୍ଡ କରିବାରେ ଏହି … Read More

ଋଷରୁ ତେଲ କିଣିବା ନେଇ ଆମେରିକାର ବାଣିଜ୍ୟ ସଚିବଙ୍କ ଭାରତକୁ ଖୋଲା ଧମକ..

ନୂଆଦିଲ୍ଲୀ: ଋଷ ତେଲ କିଣିବା ବନ୍ଦ କରୁ ଭାରତ, ଏମିତି ପୁଣି କହିଛନ୍ତି ଆମେରିକାର ବାଣିଜ୍ୟ ସଚିବ ହାୱର୍ଡ ଲୁଟନିକ୍ । ସେ କହିଛନ୍ତି ଭାରତକୁ ରୁଷୀୟ ତେଲ କିଣିବା ବନ୍ଦ କରିବାକୁ ପଡିବ, ତେବେ ହିଁ ଉଚ୍ଚ ଶୁଳ୍କ ଏବଂ … Read More

ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ଯୋଗଦେଲେ ଧନଖଡ଼

ନୂଆଦିଲ୍ଲୀ: ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍। ନବନିର୍ବାଚିତ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ … Read More

ମୋଦିଙ୍କ ମାଆଙ୍କୁ ନେଇ ବିବାଦ ଥମୁନି: ଏଆଇ ଭିଡିଓ ପୋଷ୍ଟ କଲା ବିହାର କଂଗ୍ରେସ

ପାଟନା: ବିହାର ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମାଆ ହୀରାବେନଙ୍କୁ ନେଇ ରାଜନୈତିକ ବିବାଦ ଥମିବାର ନାଁ ନେଉନାହିଁ। ପୂର୍ବରୁ କଂଗ୍ରେସର ଭୋଟର ଅଧିକାର ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ବିରୋଧରେ ଅପମାନଜନକ … Read More

ଦିଲ୍ଲୀ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ, ଖାଲି କରାଗଲା କୋର୍ଟ ପରିସର

ବମ୍ବେ: ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିଛି । ଯାହା ଉଭୟ ହାଇକୋର୍ଟରେ ହଇଚଇ ସୃଷ୍ଟି କରିଛି । ଧମକପୂର୍ଣ୍ଣ ମେଲ୍ ପାଇବା ପରେ ପୋଲିସକୁ ହାଇକୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କୋର୍ଟ ପରିସରକୁ … Read More